ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋଆରେ ଜି-୨୦ ପ୍ରେସିଡେନ୍ସି ପାଳନ ନେଇ ସଭା ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୧: ଭାରତର ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଏଥି ନିମନ୍ତେ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନଙ୍କୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଉତ୍କଳ ଦିବସ ଅବସରରେ ଏକ ସଭା ଆୟୋଜିତ ହୋଇଯାଇଛି । ଆସନ୍ତା ଏପ୍ରିଲ୍
Read More...

ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ

ଭୁବନେଶ୍ୱର, ବିଶିଷ୍ଟ ଗବେଷକ ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସୋଆର ପୂର୍ବତନ ଡିନ୍ (ରିସର୍ଚ୍ଚ ଆଣ୍ଡ ଡେଭ୍‌ଲପ୍‌ମେଂଟ) ଭାବେ କାର୍ଯ୍ୟ ତୁଲାଇଥିବା ପ୍ରଫେସର ନନ୍ଦ କୁଳପତି
Read More...

ଚାଷୀ ଭାଇ-ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କଳ ଦିବସରେ ଚାଷୀ ଭାଇ-ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ଖରିଫ ୨୦୨୩ ପାଇଁ ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ଯାଙ୍କ ଖାତାକୁ ଯାଇଛି ୮୭୭ କୋଟି ଟଙ୍କାର କାଳିଆ ସହାୟତା । ଖାଦ୍ୟ ଶସ୍ୟ ଉତ୍ପାଦନରେ ଓଡ଼ିଶାର ସଫଳତାର ଶ୍ରେୟ ଚାଷୀ ଭାଇ ଭଉଣୀଙ୍କୁ ଦେଲେ
Read More...

ଆଜିଠୁ ଆରମ୍ଭ ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ “ପଖାଳ ଉତ୍ସବ”

ଭୁବନେଶ୍ୱର, ଓଡିଶାର ପାରମ୍ପରିକ ଖାଦ୍ୟ “ପଖାଳ” ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଘରେ ବେଶ ଆଦୃତ। ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି। ଏକ ଗ୍ରାମୀଣ ପରିବେଶରେ ସହରୀ ଲୋକଙ୍କୁ ପଖାଳ ପରଷିବାକୁ
Read More...

ଓଡିଶାରେ ଗଡିବ ମେଟ୍ରୋ ଟ୍ରେନ୍

ଭୁବନେଶ୍ୱର: ଭୁବନେଶ୍ବରରୁ କଟକକୁ ଗଡ଼ିବ ମେଟ୍ରୋ ଟ୍ରେନ୍। ଆଜି ମେଟ୍ରୋ ଟ୍ରେନ୍‌ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ବାଣିଜ୍ୟ ପରିବହନ ବିଭାଗ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏନେଇ ଟ୍ବିଟ୍ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାମକୁ
Read More...

‘ମାଷ୍ଟରଶେଫ୍ ଇଣ୍ଡିଆ-୭’ ର ବିଜେତା ହେଲେ ନୟନଜ୍ୟୋତି ସୈକିୟା

ମୁମ୍ବାଇ; ଲୋକପ୍ରିୟ କୁକିଙ୍ଗ ରିୟାଲିଟି ଶୋ’ ‘ମାଷ୍ଟରଶେଫ୍ ଇଣ୍ଡିଆ-୭’ ର ବିଜେତା ହେଲେ ଆସାମର ନୟନଜ୍ୟୋତି ସୈକିୟା। ନୟନଜ୍ୟୋତି ଶୋ’ରେ ନିଜର ଦମଦାର କୁକିଙ୍ଗ ଦକ୍ଷତା ସହ ନିଜର ନିଷ୍ଠାକୁ ପ୍ରମାଣିତ କରିପାରିଛନ୍ତି । ସପ୍ତାହେ ଧରି ଅନେକ ଚ୍ୟାଲେଞ୍ଜକୁ ସାମନା କରି ସେ ଆଜି ଏହି ପଦ ପାଇଁ
Read More...

ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ବର; ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ। ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ୍ ବିକ୍ରିର ଶୁଭାରମ୍ଭ କରିବେ । ସୂଚନା ଅନୁସାରେ, ଗତ ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱର ଓ ଦୁବାଇ ମଧ୍ୟରେ ସିଧାସଳଖ
Read More...

କମିଲା ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ‘ଏଏନ୍‌ଆଇ’ ରିପୋର୍ଟ ଅନୁସାରେ ଆଜି ସମଗ୍ର ଦେଶରେ ୧୯ କି.ଗ୍ରା.ବିଶିଷ୍ଟ ବ୍ୟାବସାୟିକ ‘ଏଲ୍‌ପିଜି’ ସିଲିଣ୍ଡର୍‌ର ଦର ୯୧ଟଙ୍କା ୫୦ ପଇସା ହ୍ରାସ ପାଇଛି । କିନ୍ତୁ, ‌ଘରୋଇ ରନ୍ଧନ ନିମନ୍ତେ ବ୍ୟବହାର କରାଯାଉଥିବା ୧୪.୨ କି.ଗ୍ରା.ବିଶିଷ୍ଟ ‘ଏଲ୍‌ପିଜି’ ସିଲିଣ୍ଡର୍‌ର ଦର
Read More...

ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ,ରାଷ୍ଟ୍ରପତି ଓ ପ୍ରଧାନ ମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି | ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ
Read More...

ଝାରସୁଗୁଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରୁସୁଗୁଡା; ଝାରସୁଗୁଡା ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ହେବେ ଦୀପାଳି ଦାସ । ଆଜି ଦୀପାଳି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ହେଉଛନ୍ତି ଦୀପାଳି ଦାସ । ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ହେବ
Read More...