ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁଲିସ ଷ୍ଟେସନ ଉପରେ ଆତଙ୍କବାଦୀ ଆକ୍ରମଣ

ପାକିସ୍ତାନ; ପୁଲିସ ଷ୍ଟେସନ ଉପରେ ଆଖିବୁଜା ଗୁଳିମାଡ଼ ସାଙ୍ଗକୁ ହେଲା ଗ୍ରେନେଡ୍ ମାଡ। ଏହି ଆକ୍ରମଣ ୪ ପୁଲିସକର୍ମୀଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ଆଜି ସକାଳୁ ପାକିସ୍ତାନରେ ଘଟିଛି ଏଭଳି କିଛି ଘଟଣା। ପାକିସ୍ତାନରେ ସକାଳୁ ସକାଳୁ ତାଲିବାନୀ ଆତଙ୍କବାଦୀମାନେ
Read More...

୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ

ଭଦ୍ରକ; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇଥିବା ବେଳେ ଭୟ ବଢ଼ାଇଛି ବଜ୍ରପାତ । ଭଦ୍ରକ ବାସୁଦେବପୁର ଅଞ୍ଚଳରେ ମାତ୍ର ୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ ହୋଇଛି । କେନ୍ଦ୍ର ସରକାରଙ୍କ ଦାମିନୀ ଆପ୍ର ସୂଚନାକୁ ଆଧାର କରି ଏ ନେଇ ଟ୍ୱିଟ୍
Read More...

୫୦ ଲକ୍ଷ ଟଙ୍କା ପାଇଁ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା

ଝାରସୁଗୁଡା; ୫୦ ଲକ୍ଷ ଟଙ୍କା ପାଇଁ ଦଶମ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ପାଇଁ ମୃତ ଦେହକୁ ପୋଡି ଦେଇଛନ୍ତି ଅପହରଣକାରୀ । ଝାରସୁଗୁଡାରୁ ଆସିଛି ଏମିତି ଏକ ଚାଞ୍ଚଲ୍ୟକର ଖବର । ଆଉ ବରଗଡ ଜିଲ୍ଲା ଭେଡେନ୍ ଥାନା ପାଖ
Read More...

ଭାରତ-ପାକିସ୍ତାନ ସୀମାରେ ଭୟଙ୍କର ବିସ୍ଫୋରଣ

ନୂଆଦିଲ୍ଲୀ; ଗତକାଲି ବିଳମ୍ବିତ ରାତିରେ ଜମ୍ମୁ-କଶ୍ମୀର କଠୁଆ ଜିଲ୍ଲାର ସୀମା ନିକଟସ୍ଥ ପୁଲିସ ଷ୍ଟେସନ ନିକଟରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏ ନେଇ ଆତଙ୍କ ଖେଳିଯାଇଛି।  ବିସ୍ଫୋରଣ ଯୋଗୁଁ ଆଖପାଖରେ ଥିବା ଘର କ୍ଷତିଗ୍ରସ୍ତ ହେଇଛି। କିଛି ଘରର କାଚ ଭାଙ୍ଗି
Read More...

ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଚୈତ୍ର ଶୁକ୍ଳପକ୍ଷର ନବମୀ ଦିନକୁ ରାମ ନବମୀ ଭାବେ ପାଳନ କରାଯାଏ । ରାମ ନବମୀକୁ ନେଇ ଆଜି ସାରା ଦେଶ ଉତ୍ସବ ମୁଖର । ହିନ୍ଦୁମାନଙ୍କର ଏହା ଏକ ବଡ ପର୍ବ ।
Read More...

ପୁଣି ବଢିଲା ଓମଫେଡ୍ କ୍ଷୀର ଦର

ଭୁବନେଶ୍ବର; ପୁଣି ବଢିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ୍ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି ନେଇ ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଏପ୍ରିଲ ୧ ରୁ ନୂଆ ଦର ଲାଗୁ ହେବ ନେଇ ଓମଫେଡ କହିଛି । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି
Read More...

ଜାତୀୟ ସମ୍ମିଳନୀରେ ସର୍ବୋଚ୍ଚ ଅଭିନବ ଡେଂଟାଲ୍ କଲେଜ ଭାବେ ଆଇଡିଏସ୍ ସମ୍ମାନିତ

ଭୁବନେଶ୍ୱର, ୨୯/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନସେସ (ଆଇଡିଏସ୍‌) ସର୍ବୋକୃଷ୍ଟ ଅଭିନବ ଡେଂଟାଲ୍ କଲେଜ (ମୋଷ୍ଟ ଇନୋଭେଟିଭ୍ ଡେଂଟାଲ୍‌କଲେଜ) ଭାବେ ସ୧ାନିତ ହୋଇଛି । ନୂଆଦିଲ୍ଲୀ ଠାରେ ଆୟୋଜିତ ଓରାଲ୍ ହେଲ୍‌ଥ ଇନୋଭେସନ୍‌ କନ୍‌କ୍ଲେଭ୍‌ରେ
Read More...

ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ବିଭିନ୍ନ ପୋଷ୍ୟ ଗ୍ରାମରେ ଏକ ସପ୍ତାହ ଧରି ସ୍ୱତବ ଶିବିର ଆୟୋଜିତ

ଭୁବନେଶ୍ୱର, ୨୯/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ ସାଇନ୍‌ସେସ୍ (ଏସ୍‌ପିଏସ୍‌), ସ୍କୁ୍‌ଲ୍ ଅଫ୍‌ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌), ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ+
Read More...

ନବୀନ ଜିନ୍ଦଲଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ

ନୂଆଦିଲ୍ଲୀ, ୨୯ ମାର୍ଚ୍ଚ ୨୦୨୩: ଶିଳ୍ପ, ରାଜନୀତି ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲଙ୍କୁ ଟେକ୍ସାସ ୟୁନିଭରସିଟି (ଡଲାସ) ଦ୍ୱାରା ଆଜୀବନ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି। ୨୫ ମାର୍ଚ୍ଚ ୨୦୨୩ରେ
Read More...

ପବିତ୍ର ଅଶୋକାଷ୍ଟମୀ ରେ ଗଡିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ବର; ଆଜି ପବିତ୍ର ଅଶୋକାଷ୍ଟମୀ ରେ ଗଡିଛି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଲିଙ୍ଗରାଜଙ୍କ ପହଣ୍ଡି ବିଜେ ପରେ ଆରମ୍ଭ ହୋଇଥିଲାରଥଟଣା । ରୁକୁଣା ରଥଯାତ୍ରା ପାଇଁ ଉତ୍ସବମୁଖର ହୋଇଯାଇଛି ଏକାମ୍ର କ୍ଷେତ୍ର । ପୋଲିସ ଓ ସ୍ୱେଚ୍ଛାସେବୀଙ୍କ କର୍ଡନରେ ଜାରି ରହିଥିଲା ରଥଟଣା ।
Read More...