ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଓଡ଼ିଶାରେ କ୍ରୀଡ଼ାର ବିକାଶ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ଟାଇମ୍ସ ବିଜନେସ ଆୱାର୍ଡ

ଭୁବନେଶ୍ୱର: ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଓଡିଶାର କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ‘ସ୍ପୋର୍ଟ୍ସ ଡେଭେଲପମେଣ୍ଟ୍ ଏଣ୍ଡ ଇମ୍ପାକ୍ଟ’ ଶ୍ରେଣୀରେ ଟାଇମ୍ସ ବିଜନେସ ଆୱାର୍ଡ ଓଡିଶା ୨୦୨୩ ପୁରସ୍କାରରେ ସମ୍ମାନିତ କରାଯାଇଛି। ଭୁବନେଶ୍ୱରରେ
Read More...

ଗିରଫ ହେଲେ ଡାକ୍ତର ସୁଦର୍ଶନ ବେହେରା

ବଲାଙ୍ଗିର: ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟଠାରୁ ୧୧୩% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ
Read More...

ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

ଭୁବନେଶ୍ୱର,୧୦/୧୧: ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ଡିସେମ୍ବର ୪ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ୧୯ ଦିନ ମଧ୍ୟରେ ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି । ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଉଲ୍ଲେଖଯୋଗ୍ୟ, ନଭେମ୍ବର
Read More...

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ପ୍ରିନ୍ସପାଲ

ବଲାଙ୍ଗିରୀ: ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍। ଜମା କରିଛନ୍ତି ପୁଳା ପୁଳା ସମ୍ପତ୍ତି। ଆଜି ଭିଜିଲାନ୍ସ ରେଡ୍ ବେଳେ ଏହା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଏଯାଏ ତାଙ୍କର ପୁରୀରେ ୧୬ଟି
Read More...

ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତୀ ଦିନ ଏହା ଲଘୁଚାପର ରୂପ ନେଇପାରେ ବୋଲି ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)
Read More...

ସୋଆ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ବୋନ୍ ସ୍କ୍ରୁ ପ୍ରକ୍ରିୟାରେ ଆହତ ଗାଈର ଚିକିତ୍ସା

ଭୁବନେଶ୍ୱର, ୯ ନଭେମ୍ବର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବାଣ୍ଡ୍ରୀ (ଆଇଭିଏସ୍‌ଏଏଚ୍‌) କ୍ଳିନିକାଲ୍ କଂମ୍ପେ୍ଳକ୍ସ (ଠଉଉ) ଠାରେ ସଫଳତାର ସହ ଗୋଟିଏ ଗାଈର ଅସ୍ତ୍ରୋପଚାର କରାଯାଇଛି । ଗାଈଟିର ଡାହାଣ ପାଶ୍ୱର୍
Read More...

ଜେଲରୁ ମୁକୁଳିଲେ ପ୍ରଯୋଜକ ସଞ୍ଜୟ ନାୟକ

ଭୁବନେଶ୍ୱର: ମହିଳା ସାମ୍ବାଦିକଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକ ଆଜି କୋର୍ଟରୁ ଜାମିନ ପାଇବା ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି। ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ ଟୁଟୁ ନାୟକଙ୍କୁ ୫୦ ହଜାର ଟଙ୍କା ଓ ଜଣେ ଜାମନଦାର ବଦଳରେ
Read More...

ମେମୁ ପାସେଞ୍ଜର ଟ୍ରେନ ଲାଇନଚ୍ୟୁତ

ଝାରସୁଗୁଡା: ପୁଣି ଟ୍ରେନ୍ ଲାଇନଚ୍ୟୁତ। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ବେଳେ ମେମୁ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସରଲା ନିକଟରେ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ମଇଁଷିକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି।
Read More...

ପଞ୍ଚଭୂତରେ ବିଲିନ ହେଲା ମହେଶ୍ବରଙ୍କ ମରଶରୀର

ପୁରୀ: ବରିଷ୍ଠ ବିଜେଡି ନେତା ତଥା ଓଡ଼ିଶାର ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ସରିଲା ଶେଷକୃତ୍ୟ । ପଞ୍ଚଭୂତରେ ବିଲିନ ହେଲା ମହେଶ୍ବରଙ୍କ ମରଶରୀର । ପୁରୀ ସ୍ବର୍ଗଦ୍ବାରରେ ମହେଶ୍ବରଙ୍କ ଅନ୍ତିମ ସଂସ୍କାର କରାଯାଇଛି । ପୁଅ ସୁନିଲ ସୁନିଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି । ଶେଷ
Read More...