ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଓଡ଼ିଶା ବିଜେପିର ନୂଆ ସଭାପତି ହେଲେ ମନମୋହନ ସାମଲ

ଭୁବନେଶ୍ବର; ମନମୋହନଙ୍କୁ ଓଡ଼ିଶା ବିଜେପିର ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ଦାୟିତ୍ୱ ମିଳିଛି । ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କୁ ଏହି ଦାୟିତ୍ୱ ଦେଇ ନିର୍ବାଚନ
Read More...

କରୋନା ସଂକ୍ରମଣ ବଢ଼ିବା ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ; ଦେଶରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସଂକ୍ରମଣ ମୁକାବିଲା ଦିଗରେ କେଉଁ ପଦକ୍ଷେପ ଗ୍ରହଣ ହୋଇଛି ସେନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି । ବୈଠକରେ ମୋଦୀ
Read More...

ଆଜି ନବୀନଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଭୁବନେଶ୍ବର; ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଅପରାହ୍ନ ସାଢ଼େ ୪ଟାରେ ନବୀନ ନିବାସ ଯାଇ ମମତା ସେଠାରେ ନବୀନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମମତା କହିଛନ୍ତି ଯେ, ହକି ବିଶ୍ୱକପ୍ ସମୟରେ ତାଙ୍କୁ ଓଡ଼ିଶା ଆସିବାକୁ
Read More...

ଶ୍ରୀଜିଉଙ୍କ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପୁରୀ; ଆଜି ଅପରାହ୍ଣରେ ଶ୍ରୀଜିଉଙ୍କ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମନ୍ଦିରର ଭିତର କାଠ ନିକଟରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଲୋଡିଥିଲେ। ଶ୍ରୀଜିଉଙ୍କୁ ତୁଳସୀ ଲାଗି କରିବା ପରେ ମନ୍ଦିର ବେଢା ବୁଲିଥିଲେ ମମତା। ପରେ ବେହରଣ ଦ୍ୱାରରୁ ବାହାରି
Read More...

ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ; ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ
Read More...

ସୋନପୁର ଛାତ୍ର ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ସୋନପୁର ଛାତ୍ର ଦୁର୍ଘଟଣାକୁ ନେଇ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ
Read More...

‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର। ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ଜଣାଶୁଣା ହାସ୍ୟାଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି। ଏ ସଂକ୍ରାନ୍ତୀୟ
Read More...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଚୈତ୍ର-ଶୁକ୍ଳ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନି ଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ,
Read More...

ଆଜି ଅପରାହ୍ମରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା

ପୁରୀ: ପୁରୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ । ଆଜି ଅପରାହ୍ମରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା । ବିଶେଷ ବ୍ୟବସ୍ଥା ମଧ୍ୟରେ ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା
Read More...

ଭୀଷଣ ଭୂମିକମ୍ପରେ ଥରି ଉଠିଲା ପାକିସ୍ତାନ

ଆଫଗାନିସ୍ତାନ; ଆଫଗାନିସ୍ତାନରେ କେନ୍ଦ୍ରୀଭୂତ ହୋଇଥିବା ଭୀଷଣ ଭୂମିକମ୍ପରେ ଥରି ଉଠିଲା ପାକିସ୍ତାନ । ଫଳରେ ଏଯାଏଁ ୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୮୦-ରୁ ଅଧିକ ଲୋକେ ଆହତ ହୋଇଥିବା ସୂଚନା ରହିଛି । ୬.୬ ତୀବ୍ରତାର ଅନୁଭୂତ ହୋଇଥିବା ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର
Read More...