ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ
ବାଲେଶ୍ୱର: ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ। ଗାଁ ଶ୍ମଶାନରେ ଜଳିଲା ଆତଙ୍କୀ ଗୁଳିର ଶିକାର ପ୍ରଶାନ୍ତ ଶତପଥୀଙ୍କ ଚିତା। ଲୁହ ଛଳଛଳ ଆଖିରେ ପ୍ରଶାନ୍ତଙ୍କୁ ଅଶ୍ରୁଳ ବିଦାୟ ଜଣାଇଲା ଜନ୍ମମାଟି। କୁନି ପୁଅ ମୁଖାଗ୍ନି ଦେବା ପରେ ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପ୍ରଶାନ୍ତ ଶତପଥୀ।!-->…
Read More...
Read More...