ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଶିଶୁମାନଙ୍କ ପାଇଁ ଓଆର୍‌ଏସ୍ ଭ୍ୟାକ୍ସିନ୍ ସଦୃଶ

ଭୁବନେଶ୍ୱର: ବର୍ଷା ଦିନେ ଶିଶୁମାନଙ୍କ କ୍ଷେତ୍ରରେ ଡାଇରିଆ ଓ ଡିସେନ୍‌ଟ୍ରି ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ । ଅନେକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହୋଇ ହସ୍ପିଟାଲ୍‌ରେ ଭର୍ତି ହୋଇଥାନ୍ତି । ତେବେ ଏହି ସମୟରେ ସେମାନଙ୍କୁ ଉପଯୁକ୍ତ ପରିମାଣର ଓରାଲ ରିହାଇଡ୍ରେସନ ସଲ୍ୟୁସନ୍
Read More...

ସୋଆରେ ବିଦେଶୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ବର: ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୧୭ ଜଣ ବିଦେଶୀ ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏକ ବିଶେଷ କାର୍ଯ୍ୟକ୍ରମରେ ସ୍ନାତକ ଉପାଧି ପ୍ରଦାନ କରାଯାଇଛି । ସିରିଆ, ଇଥିଓପିଆ, ଭୁଟାନ ଓ ନେପାଳରୁ
Read More...

ସୋଆ ପକ୍ଷରୁ ମେକାନିକାଲ୍ ଇଞ୍ଜିନିୟରିଂର ନୂତନ କ୍ଷେତ୍ର ସମ୍ପର୍କିତ ଆଲୋଚନା ନିମନ୍ତେ ଆନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର: ମେକାନିକାଲ୍ ଇଞ୍ଜିନିୟରିଂ କ୍ଷେତ୍ରର ନୂତନ ଦିଗ ଯେପରିକି ଆଡଭାନ୍ସଡ ମାଟେରିଆଲ୍‌ ସାଇନ୍ସ ଇଞ୍ଜିନିୟରିଂ, ଆଡଭାନ୍ସମେଂଟ ଇନ୍ ସ୍ମାର୍ଟ ମାନୁଫ୍ୟାକ୍‌ଚରିଂ ଏବଂ ଆପ୍ଲିକେସନ୍ ଇନ୍ ଇଣ୍ଡଷ୍ଟ୍ରିଆଲ୍ ରୋବୋଟିକ୍ସ ସମ୍ପର୍କରେ ଆଲୋଚନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ
Read More...

ସରକାରୀ କର୍ମଚାରୀଙ୍କ ପାଇଁ ମାତୃତ୍ୱ ଏବଂ ପିତୃତ୍ୱ ଛୁଟି ବୃଦ୍ଧି କଲେ ସିକ୍କିମ ମୁଖ୍ୟମନ୍ତ୍ରୀ

ଗାଙ୍ଗଟୋକ: ପରିବାର ଆରମ୍ଭ କରିବାକୁ ଯୋଜନା କରୁଥିବା ସିକ୍କିମରେ ଉଭୟ ମହିଳା ଏବଂ ପୁରୁଷଙ୍କୁ ସମର୍ଥନ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଏକ ଭୂମିପୂଜନ ପଦକ୍ଷେପରେ ପ୍ରେମ ସିଂ ତମାଙ୍ଗ ସରକାର ଏକ ପ୍ରଗତିଶୀଳ ନିଷ୍ପତ୍ତି ଶୁଣାଇଛନ୍ତି। ଗାଙ୍ଗଟୋକରେ ସିକ୍କିମ୍ ରାଜ୍ୟ ନାଗରିକ ସେବା ଅଧିକାରୀ
Read More...

ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା

କଟକ: ଆଜି ଘୋଷଣା ହୋଇଛି ମାଟ୍ରିକ୍ ପରୀକ୍ଷାର ତାରିଖ। ଆସନ୍ତାବର୍ଷ ୨୦୨୪ ଫେବ୍ରୁଆରି ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ବୋର୍ଡ ପକ୍ଷରୁ ଆଜି ସୂଚନା ଦିଆଯାଇଛି।
Read More...

ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ଗ୍ରେଟ୍ ପ୍ଲେସ୍ ଟୁ ୱାର୍କ ପ୍ରମାଣପତ୍ର

ଭୁବନେଶ୍ବର / ନୂଆଦିଲ୍ଲୀ,ଭାରତର ଅନ୍ୟତମ ଅଗ୍ରଣୀ ଶିଳ୍ପ ସମୂହ ତଥା ଇସ୍ପାତ, ଶକ୍ତି, ଖଣି ଏବଂ ଭିତ୍ତିଭୂମି କ୍ଷେତ୍ରରେ ବିଶ୍ବର ଜଣାଶୁଣା କମ୍ପାନୀ, ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଉନ୍ନତ କର୍ମକ୍ଷେତ୍ର ସଂସ୍କୃତି ପାଇଁ ଜୁଲାଇ ୨୦୨୩ ରୁ  ଜୁଲାଇ ୨୦୨୪ ସମୟ ପର୍ଯ୍ୟନ୍ତ ଗ୍ରେଟ୍
Read More...

ତିନି ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ତିନି ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇଲେ ମହାମହିମ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,
Read More...

ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ୧୪ଜଣ ଓଏଏସ୍ ଅଫିସରଙ୍କୁ ଅଦଳବଦଳ କରିଛନ୍ତି । ଓଡ଼ିଶା ଲୋକସେବା ଆୟୋଗଙ୍କ ସଚିବ ତଥା ବରିଷ୍ଠ ଓଏଏସ୍ ପ୍ରମୋଦ କୁମାର ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବାବେଳେ ବରିଷ୍ଠ ଓଏଏସ୍ ରାମଚନ୍ଦ୍ର ପାଲଟାଙ୍କୁ ତାଙ୍କ ସ୍ଥାନକୁ
Read More...

ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ମଙ୍ଗଳବାର ଦିନ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)
Read More...

ବଢ଼ିଲା ଇପିଏଫଓର ସୁଧହାର

ନୂଆଦିଲ୍ଲୀ: ବଢ଼ିଲା କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ବା ଇପିଏଫଓର ସୁଧହାର । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରୋଭିଡେଣ୍ଟ ଫଣ୍ଡ ଆକାଉଣ୍ଟରେ ସୁଧହାର ୮.୧୫ ପ୍ରତିଶତକୁ ମଞ୍ଜୁର ଦେଇଛନ୍ତି କେନ୍ଦ୍ର ସରକାର । ସୁଧହାର ୦.୦୫ ପ୍ରତିଶତ ବଢ଼ାଇବାକୁ ଗତ ମାର୍ଚ୍ଚରେ ସୁପାରିସ କରିଥିଲା ଇପିଏଫଓ ।
Read More...