ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ସୋଆରେ ରାଜ୍ୟସ୍ତରୀୟ ଏନ୍‌ଏସ୍‌ଏସ୍ କଲ୍‌ଚରାଲ୍ ଫେଷ୍ଟ ଆୟୋଜିତ

ଭୁବନେଶ୍ୱର,୨୩/୫: ନ୍ୟାସ୍‌ନାଲ୍ ସର୍ଭିସ୍ ସ୍କିମ୍ (ଏନ୍‌ଏସ୍‌ଏସ୍‌)ରେ ସାମିଲ ହେବା ଛାତ୍ରଛାତ୍ରୀମାନଙ୍କର ବ୍ୟକ୍ତିଗତ ଜୀବନର ଗୁଣବତାକୁ ବୃଦ୍ଧି କରିବାରେ ସହାୟକ ଅଟେ ବୋଲି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ
Read More...

ସୋଆ ଏସ୍‌ଏଚ୍‌ଏମ୍‌ରେ ମହିଳାଙ୍କ ନିମନ୍ତେ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆରମ୍ଭ

ଭୁବନେଶ୍ୱର, ୨୨/୦୫: ଖାଦ୍ୟ ରନ୍ଧନ ଖୁବ୍ ଭଲ ଅନୁଭବ ଏବଂ ମା’ର ହାତ ରନ୍ଧାର ତୁଳନା ନାହିଁ । ଘରର ମହିଳାଟି ଯେଉଁ ଶ୍ରଦ୍ଧାରେ ଖାଦ୍ୟ ରାନ୍ଧିକି ଦିଏ ତାହାର ସ୍ୱାଦ ଖୁବ୍ ନିଆରା । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ପକ୍ଷରୁ ସୋମବାର ମହିଳାମାନଙ୍କ ନିମନ୍ତେ
Read More...

ଆଜିଠୁ ବନ୍ଦ ରହିବ ହାଇକୋର୍ଟ

ଭୁବନେଶ୍ବର: ଆଜିଠୁ ଜୁନ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି । ତେବେ ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ଯ୍ୟ କରିବେ । ଛୁଟି ଦିନରେ ଅବକାଶକାଳୀନ ଖଣ୍ଡପୀଠ କାଲି ସମେତ ୨୫,୩୦ ଓ ଜୁନ୍ ୧,୬,୮,୧୨ ଓ
Read More...

ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ

ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି। ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି । ସୂଚନାଯୋଗ୍ୟ: ବୀରବରଙ୍କ ଗାଇସିଲେଟରେ ଥିବା
Read More...

ଅଗ୍ନିଶମ ଡିଜି ଭାବେ ଦାୟିତ୍ବ ନେଲେ ଡ଼ ସୁଧାଂଶୁ ଷଡଙ୍ଗୀ

କଟକ: ଅଗ୍ନିଶମ ଡିଜି ଭାବେ ଦାୟିତ୍ବ ନେଲେ ଡ଼ ସୁଧାଂଶୁ ଷଡଙ୍ଗୀ। ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳୀନ ସେବା ସଂସ୍ଥାର ୫୪ତମ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କଲେ ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ । ୧୯୯୦ ବ୍ୟାଚର ବରିଷ୍ଠ ଆଇପିଏସ ଅଫିସର ଡ଼ ସୁଧାଂଶୁ ଷଡଙ୍ଗୀଙ୍କୁ କିଛି ଦିନ ତଳେ ଡିଜି ପଦକୁ
Read More...

ଶପଥ ନେଲେ ତିନି ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ରାଜ୍ୟ କ୍ୟାବିନେଟରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ସରିଯାଇଛି। ପଦ ଓ ଗୋପନୀୟତାର ପାଠ ପଢ଼ାଇଲେ ରାଜ୍ୟପାଳ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଚାଲିଥିଲା । ସୂଚନାଯୋଗ୍ୟ, ଲୋକସେବା ଭବନର
Read More...

ନୂଆପଡାର ହେବ ନବକଳେବର

ନୂଆପଡ଼ା: ନୂଆପଡ଼ାର ବଦଳିବ ରୂପରେଖ। ନୂଆପଡା ଜିଲ୍ଲା ଗସ୍ତ କରି ସବୁକ୍ଷେତ୍ରରେ ବିକାଶ ପାଇଁ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ। ସିନାପାଲି ବ୍ଲକ ନିଲଜି ଗଦରାମାଲରେ ମେଗା ଉଠା ଜଳସେଚନ ପ୍ରକଳ୍ପର ଅନୁଧ୍ୟାନ କରି ଖୁବଶୀଘ୍ର କାମ ସାରିବାକୁ ସେ ନିର୍ଦ୍ଦେଶ
Read More...

ନୂଆ କ୍ୟାବିନେଟ୍ ମନ୍ତ୍ରୀ ଭାବେ ବିକ୍ରମ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି ଶପଥ ନେବେ

ଭୁବନେଶ୍ୱର: ନବୀନଙ୍କ ଟିମ୍ ରେ କିଏ ହବ ସାମିଲ ଅର୍ଥାତ କିଏ ହେବ ନୂଆ ମନ୍ତ୍ରୀ ସେ ନେଇ ବେଶ୍ କିଛି ଦିନ ହେବ ଚର୍ଚ୍ଚା ଜୋର୍ ଧରିଥିଲା। ତେବେ ଆଜି ତିନି ବରିଷ୍ଠ ବିଜେଡି ବିଧାୟକଙ୍କ ନାଁରେ ବାଜିଛି ମୋହର । ନୂଆ ମନ୍ତ୍ରୀ ଭାବେ  ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି
Read More...

ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା
Read More...

ଆସନ୍ତା ସୋମବାର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ୱର: ଆସନ୍ତା ସୋମବାର ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଚୂଡ଼ାନ୍ତ ହୋଇଛି । ସୋମବାର ସକାଳ ସାଢ଼େ ୯ଟାରେ ନୂଆ ମନ୍ତ୍ରୀମାନେ ନେବେ ଶପଥ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନୂଆ ମନ୍ତ୍ରୀମାନଙ୍କୁ ଗୋପନୀୟତାର ଶପଥ ପାଠ କରାଇବେ । ତେବେ ନବୀନଙ୍କ ନୂଆ ଟିମରେ କିଏ ସ୍ଥାନ ପାଇବେ
Read More...