ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଇଣ୍ଡିଆନ ଆଇଡଲରେ ଓଡିଆ ପୁଅ ଡାକ୍ତର ରୋହନ ବିଶ୍ୱାଳ

ଭୁବନେଶ୍ୱର: ପ୍ରଖ୍ୟାତ ରିଏଲିଟି ଟିଭି ସୋ ଇଣ୍ଡିଆନ ଆଇଡଲରେ ଓଡିଶା ମାଟିର ପୁଅ ଡାକ୍ତର ରୋହନ ବିଶ୍ୱାଳ । କହିଲେ , ସଂଙ୍ଗୀତ ହେଉଛି ମୋ ଜୀବନ , ପେଶା ହେଉଛି ଡାକ୍ତର । କୁନି କୁନି ପିଲାଙ୍କୁ ଟ୍ରିଟମେଣ୍ଟ୍ କଲା ବେଳେ ଗୀତ ଗାଇ ସେମାନଙ୍କୁ ମନୋରଞ୍ଜନ କରେ । ସୂଚନାଯୋଗ୍ୟ,
Read More...

କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍‌କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି। ସର୍ବୋଚ୍ଚ ଅଦାଲତ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି। ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର।
Read More...

ବ୍ରହ୍ମପୁରରେ ଖୋଲିଲା ରକ୍ ଗାର୍ଡନ

ବ୍ରହ୍ମପୁର: ବ୍ରହ୍ମପୁରରେ ଖୋଲିଲା ରକ୍ ଗାର୍ଡନ । ଆଜି ଠାରୁ ଏହି ଗାର୍ଡନରେ ପରିସରରେ ଶିଶୁଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ମାନେ ଏଠାରେ ବୁଲିବା ସହ ଏହାର ମଜା ନେଇପାରିବେ । ସର୍ବସାଧାରଣଙ୍କ ପାଇଁ ଖୋଲଯାଇଥିବା ଏହି ପାର୍କ ଦେଶର ଦ୍ଵିତୀୟ ରକ୍ ଗାର୍ଡେନ ବୋଲି
Read More...

ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ

ଭୁବନେଶ୍ବର: ଦେବଗଡ଼ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦେବଗଡ ଜିଲ୍ଲା ବାରକୋଟଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି। ତ୍ୱରିତ ନ୍ୟାୟ ପ୍ରଦାନ
Read More...

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆଜି ପୁରୀର ନୀଳାଦ୍ରି ଭକ୍ତ ନିବାସରେ ହୋଇଥିବା ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ ହୋଇଛି। ହବିଷ୍ୟାଳୀଙ୍କ ଦର୍ଶନ ଉପରେ ଅଧିକ ଗୁରୁତ୍ଵ ଦିଆଯାଇଛି। ସେହିପରି ଶୃଙ୍ଖଳିତ ନୀତି ,ବାଳଭୋଗ ଓ
Read More...

ସୋଆ କମ୍ୟୁନିଟି ରେଡିଓକୁ ପୂରିଲା ଏଗାର ବର୍ଷ

ଭୁବନେଶ୍ୱର , ୧୬/୧୦: ‘ରେଡିଓ’ରୁ ଭାସି ଆସୁଥିବା ସ୍ୱରରୁ ସାଧାରଣ ଲୋକଟିର ସକାଳ ଆରମ୍ଭ ହୋଇଥାଏ । ସମସ୍ତଙ୍କର ପାଖରେ ଖୁବ୍ ସହଜରେ ପହଂଚିଯାଏ ରେଡିଓର ସ୍ୱର। ରବିବାର ଏଗାର ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍‌ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪। ଏଗାର ବର୍ଷ
Read More...

ଆସନ୍ତା ୨୦ ତାରିଖରୁ ରାଜଧାନୀରେ ମିଳିବନି କଞ୍ଚା ପରିବା

ଭୁବନେଶ୍ବର: ରାଜଧାନୀରେ ମିଳିବନି କଞ୍ଚା ପରିବା। ଚେତାବନୀ ଦେଲା କଞ୍ଚା ପରିବା ବ୍ୟବସାୟୀ ମହାସଂଘ । ୟୁନିଟ୍ -୧ ହାଟକୁ ଲମ୍ବିଥିବା ରାସ୍ତାକୁ ବେଆଇନ୍ ଅବରୋଧକୁ କେନ୍ଦ୍ର କରି ଆନ୍ଦୋଳନକୁ ଓହ୍ଲାଇବ ସଂଘ। ଏହା ସହ ଆହୁରି ୧୦ ଦଫା ଦାବିକୁ ନେଇ ମଧ୍ୟ ସଂଘ ଆନ୍ଦୋଳନ କରିବ। ରାଜମହଲରୁ
Read More...

ମିନି ଅଙ୍ଗନବାଡିକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ମିଳିଲା ଅନୁୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି
Read More...

ଏଥର ଭିଜିବ ଦଶହରା !

ଭୁବନେଶ୍ବର: ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂ୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୁଳ ଓଡ଼ିଶା ରେ ବର୍ଷା ଆଶଙ୍କା । 
Read More...

ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ଭୁବନେଶ୍ବର: ପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଯୁଧିଷ୍ଠିରଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି।
Read More...