ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ବଜେଟ ୨୦୨୩-୨୪: କାହାକୁ ମିଳିଲା କେତେ ?

ଭୁବନେଶ୍ବର; ବିଧାନସଭାରେ ଉପସ୍ଥାପିତ ହୋଇଛି ଆର୍ଥିକ ବଜେଟ । ଚଳିତ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟବ ବରାଦ କରାଯାଇଛି । ଏଥିରେ କୃଷି ବିଭାଗକୁ ମିଳିଛି ୨୪ ହଜାର ୮୨୯ କୋଟି ଟଙ୍କା । ସ୍ୱାସ୍ଥ୍ୟ ବିଭାଗ ପାଇଁ ରହିଛି ୧୫ ହଜାର ୭୫୬
Read More...

ରାଜ୍ୟରେ ଚାଷ ଓ ଚାଷୀଙ୍କ ପାଇଁ ପ୍ରାଧାନ୍ୟ ଦେଇଛନ୍ତି ସରକାର

ଭୁବନେଶ୍ବର : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାରଦିନ ବିଧାନସଭାରେ ବର୍ଷ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏବର୍ଷ ମଧ୍ୟ ଅର୍ଥମନ୍ତ୍ରୀ ପ୍ରଥମେ ଏକ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ କୃଷି ଉତ୍ପାଦନ ବୃଦ୍ଧି, କୃଷକ
Read More...

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜଣେ ଗିରଫ

ବାଲେଶ୍ବର: ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ବାଲେଶ୍ୱର ପୁଲିସ । ଡିଆରଡିଓ ତଥ୍ୟ ଲିକ୍ ପ୍ରସଙ୍ଗରେ ବାଲେଶ୍ୱର ପୁଲିସ ପ୍ରେସ ମିଟ୍ କରି ସୂଚନା ଦେଇଛି । ଗଣମାଧ୍ୟମର ପ୍ରତିନିଧିଙ୍କୁ ଆଇଜି ହିମାଂଶୁ ଲାଲ ଓ ବାଲେଶ୍ବର ଏସ୍‌ପି ସାଗରିକା ନାଥ କହିଛନ୍ତି,
Read More...

ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ଗୁଳି କରି ହତ୍ୟା କଲେ ନକ୍ସଲ

ରାଇଘର: ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ରାଇଘର ବ୍ଲକ ଅନ୍ତର୍ଗତ ହାତୀଗାଁ ପଞ୍ଚାୟତର ଖାଲେପାରାଠାରେ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରିଛନ୍ତି ନକ୍ସଲ। ଯୁବକ ଜଣକ ଉକ୍ତ ଗ୍ରାମର ଚନ୍ଦନ ମଲ୍ଲିକ (୪୨) ବୋଲି ସୂଚନା ମିଳିଥିବା ବେଳେ ପୁଲିସ ଇନଫର୍ମର ଅଭିଯୋଗ କରି
Read More...

ସୋଆ ଏନ୍‌ଏସ୍‌ଏସ୍ ଦ୍ୱାରା ଆୟୋଜିତ ୩ ଦିନିଆ ନେତୃତ୍ୱ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ଭୁବନେଶ୍ୱର, ୨୩ /୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଯୁବ ସ୍ୱେଚ୍ଛାସେବୀ ଙ୍କ ନିମନ୍ତେ ଏକ ୩ ଦିନିଆ ବିଶ୍ୱବିଦ୍ୟାଳୟ ସ୍ତରୀୟ ଯୁବ ନେତୃତ୍ୱ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି । ସୋଆ କ୍ୟାମ୍ଫସ୍ -୪ର ଅଡିଟୋରିୟମ୍ ରେ ଆୟୋଜିତ ଏହି ୩ ଦିନିଆ
Read More...

ପ୍ରଫେସର ରାଜେନ୍ଦ୍ର ମହାନ୍ତିଙ୍କୁ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ

ଭୁବନେଶ୍ୱର , ୨୩/ ୦୨ : ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁର୍ବତନ କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ମହାନ୍ତିଙ୍କୁ ଗୁରୁବାର ନୂଆ ଦିଲ୍ଲୀ ଠାରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ କରାଯାଇଛି । ଏହି
Read More...

ରାସ୍ତାରୁ ହଟିବ ୨୦ ଲକ୍ଷରୁ ଅଧିକ ପୁରୁଣା ଗାଡ଼ି

ଭୁବନେଶ୍ୱର: ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଫିଟନେସ ଠିକ୍ ନଥିବା ଯାନକୁ ସ୍କ୍ରାପ କରାଯିବ। ରାଜ୍ୟରେ ୨୦ ଲକ୍ଷରୁ ଅଧିକ ଗାଡ଼ି ରାସ୍ତାରୁ ହଟିବ। କେଉଁ କେଉଁ ଗାଡ଼ି ହଟିବ ସେ ନେଇ ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ୧୫ ବର୍ଷରୁ ଉଦ୍ଧ୍ୱର୍
Read More...

ସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ

ଉତ୍କଳମଣିଙ୍କ ଜନ୍ମପୀଠର କାୟାକଳ୍ପ୧୫ ଫୁଟ ଉଚ୍ଚ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ, ଶିବ ମନ୍ଦିର, ସଂଗ୍ରାହାଳୟ, ଶିଶୁ ପାର୍କ, ପରିକ୍ରମା ରାସ୍ତା, ସୂଚନା କେନ୍ଦ୍ରସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟକ୍ରମ, ୫-ଟି ଉପକ୍ରମରେ ରାଜ୍ୟର ସବୁ
Read More...

ଘରେ ଗ୍ୟାସ୍‌ ଟାଙ୍କି ଫାଟି ଦୁଇ ଜଣ ଗୁରୁତର

ତାଳଚେର; ଘରେ ଗ୍ୟାସ୍‌ ଟାଙ୍କି ଫାଟି ଦୁଇ ଜଣ ଗୁରୁତର ହୋଇ କଟକ ବଡ ମେଡିକାଲକୁ ସ୍ଥାନାସ୍ତର ହୋଇଛନ୍ତି। ତାଳଚେର ଆର୍ଯ୍ୟବିହାର ଅଞ୍ଚଳର କିଶୋରୀ ‌ବେହେରା ନାମକ ଜଣେ ବ୍ୟକ୍ତିଙ୍କର ଗ୍ୟାସ୍‌ ଚୁଲାରେ ତ୍ରୁଟି ରହିଥିବାରୁ ଚୁଲା ଜଳୁ ନଥିଲା। ଠିକ୍‌ ଏହି ସମୟରେ ଆର୍ଯ୍ୟବିହାର ଦେଇ ଗୋବରା
Read More...

ଦିଲ୍ଲୀର ନୂଆ ମେୟର ହେଲେ ଶେଲି ଓବରୟ

ନୂଆଦିଲ୍ଲୀ: ବହୁ ବାଦବିବାଦ ପରେ ଆମ୍‌ ଆଦମୀ ପାର୍ଟି ର ଶେଲି ଓବରୟ ଦିଲ୍ଲୀର ନୂଆ ମେୟର ଭାବେ ନିର୍ବାଚିତ ହୋଇଛନ୍ତି। ଦିଲ୍ଲୀର ନୂଆ ମେୟର ଚୟନ ପାଇଁ ଆଜି ମତଦାନ ହୋଇଥିବା ବେଳେ ଏଥିପାଇଁ ପୌର ସଦନରେ ଏକ ବୈଠକ ବସିଥିଲା। ଏଥିରେ ଆପ୍‌ ପ୍ରାର୍ଥୀ ତଥା ପ୍ରଥମ ଥର କାଉନସିଲର ହୋଇଥିବା ଶେଲି
Read More...