ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଘୋଷଣା ହୋଇଛି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ନ୍ୟୁଜ ବ୍ୟୁରୋ: ଆଜି ଘୋଷଣା ହୋଇଛି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ତାଲିକା । ଏହି ତାଲିକାରେ ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି। ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ଜାତୀୟ ପୁରସ୍କାର ମିଳିଛି । ପୁଷ୍ପା ଫିଲ୍ମ ପାଇଁ ଆଲ୍ଲୁ
Read More...

ଆଇଟିଇଆର୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୪/୦୮ : ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏହି ବିଶେଷ
Read More...

ଏକ ମାସ ଶିଶୁ ଶରୀରରେ ସଫଳ ଲାପ୍ରୋସ୍କୋପିକ୍ ସର୍ଜରୀ କଲେ ସମ୍ ସର୍ଜନ୍‌

ଭୁବନେଶ୍ୱର, ଅଗଷ୍ଟ ୨୪ : ଏକ ମାସ ଶିଶୁ କନ୍ୟାର ଶରୀରରେ ଇନ୍‌ଗୁଇନାଲ୍ ହାର୍ନିଆର ଲାପ୍ରୋସ୍କୋପିକ୍ ପଦ୍ଧତିରେ ସଫଳତାର ସହଅସ୍ତ୍ରୋପଚାର କରିବାରେ ସକ୍ଷମ ହୋଇପାରିଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାରର ପେଡିଆଟ୍ରିକ୍ ସର୍ଜନ୍ ।“ଏଭଳି ଅସ୍ତ୍ରୋପଚାର ଆମେ ନିୟମିତ ହସ୍ପିଟାଲ୍‌ରେ କରୁଛୁ ତେବେ
Read More...

ଡିଏଫଓଙ୍କ ଘରେ ଭିଜିଲାନ୍ସ ରେଡ୍

ରାୟଗଡ଼ା: ରାୟଗଡ଼ା ଡିଏଫଓଙ୍କ ଘରେ ପଶିଲା ଭିଜିଲାନ୍ସ । ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାର ୭ଟି ସ୍ଥାନରେ ଏହି ଚଢାଉ କରିଛି ଭିଜିଲାନ୍ସ
Read More...

ସୋଆ ଓଡ଼ିଶାର ପ୍ରଥମ ୫ ଜି କ୍ୟାମ୍ପସ୍ ଘୋଷିତ

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରିଲାୟନ୍ସ ଜିଓ ଦ୍ୱାରା ପ୍ରଥମ ଥର ପାଇଁ ଟ୍ରୁ ୫ ଜି କ୍ୟାମ୍ପସ୍‌ର ମାନ୍ୟତା ପ୍ରଦାନ କରାଯାଇଛି । ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ଶିଳ୍ପ କ୍ଷେତ୍ରରେ
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ‘ଗାଜରଘାସ ସଚେତନତା ସପ୍ତାହ’ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ (ଆଇଏଏସ୍‌) ଏବଂ ସୋଆ ପରିଚାଳିତ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ର ମିଳିତ ସହଯୋଗରେ ଗତ ମଙ୍ଗଳବାର ଦିନ ଗାଜର ଘାସ ସଚେତନତା ସପ୍ତାହ ପାଳିତ କରାଯାଇଛି ।ଏହି ସଚେତନତା
Read More...

ଇତିହାସ ରଚିଲା ଭାରତ: ସଫଳତାର ସହ ଅବତରଣ କଲା ଚନ୍ଦ୍ରଯାନ-୩

ଭୁବନେଶ୍ବର: ଆଜି ଇତିହାସ ରଚିଲା ଭାରତ। ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ସଫଳତାର ସହ ଅବତରଣ କଲା ଚନ୍ଦ୍ରଯାନ-୩। ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି। ୨୦୧୯ ରେ ଭାରତ ତାର ଚନ୍ଦ୍ର ଅଭିଯାନରେ ବିଫଳ ହୋଇଥିବା ବେଳେ ଦୀର୍ଘ ୫ବର୍ଷର ଅକ୍ଳାନ୍ତ
Read More...

ଚନ୍ଦ୍ରରେ ପାଦ ଥାପିବ ଚନ୍ଦ୍ରଯାନ

ବେଙ୍ଗାଲୁରୁ: ଆଉ କିଛି ଘଣ୍ଟା ପରେ ଭାରତକୁ ମିଳିବ ଏକ ବଡ ସଫଳତା। ଅର୍ଥାତ ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ ଚନ୍ଦ୍ରଯାନ-୩ । ମହାକାଶ ବିଜ୍ଞାନୀଙ୍କ ମତରେ ଚନ୍ଦ୍ରଯାନ ୩ର ସଫଳତା କେବଳ କିଛି ମିନିଟର ଖେଳ ଅଟେ। ଏହି ସମୟରେ ମହାକାଶ ଯାନକୁ ଚନ୍ଦ୍ରର
Read More...

ଲାଇଫଟାଇମ୍ ଆଚିଭମେଣ୍ଟ ଆୱାର୍ଡ ସମ୍ମାନରେ ସମ୍ମାନିତ ହେଲେ ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ/ଭୁବନେଶ୍ବର: ସାମାଜିକ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ସମାଜର ଦୁର୍ବଳ ଏବଂ ବଞ୍ଚିତ ବର୍ଗର ବ୍ୟକ୍ତିଙ୍କ ସମାଜିତ ଓ ଆର୍ଥିକ ବିକାଶ ପାଇଁ ଉଲ୍ଲେଖନୀୟ ତଥା ନିରନ୍ତର ସକରାତ୍ମକ ଅବଦାନ ନିମନ୍ତେ ଜଣାଶୁଣା ସମାଜସେବୀ ତଥା ଜେଏସପି ଫାଉଣ୍ଡେସନର ଚେୟାରପର୍ସନ୍ ଶ୍ରୀମତୀ ଶାଲୁ
Read More...

ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ହେଲେ ପ୍ରଫେସର ସବିତା ପ୍ରଧାନ

ଭୁବନେଶ୍ବର: ସବିତା ପ୍ରଧାନ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି। ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ହେଲେ ପ୍ରଫେସର ସବିତା ପ୍ରଧାନ। ୨ ବର୍ଷ ପାଇଁ କୁଳପତି ଭାବେ ଦାୟିତ୍ଵ ତୁଲାଇବେ ସବିତା ପ୍ରଧାନ। ନିଯୁକ୍ତି ଦେଲେ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍। ଏବେ ବିଶ୍ୱଭାରତୀ
Read More...