ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଆଜି ଦକ୍ଷିଣ ଆଫ୍ରିକାରୁ ଆସିବେ ଆଉ ୧୨ ଚିତା

ନୂଆଦିଲ୍ଲୀ: ଆଜି ଦକ୍ଷିଣ ଆଫ୍ରିକାରୁ ଆସିବେ ଆଉ ୧୨ ବିରଳ ଚିତା । ଭାରତରୁ ଯାଇଥିବା ସି-୧୭ ପରିବହନ ବିମାନରେ ଭାରତରେ ପହଞ୍ଚିବେ ଅତିଥି । ବିମାନଟି ମଧ୍ୟପ୍ରଦେଶ ଗ୍ୱାଲିୟର ଏୟାରଫୋର୍ସ ବେସରେ ପହଞ୍ଚିବା ପରେ ବାୟୁସେନା ହେଲିକପ୍ଟରରେ ସେମାନଙ୍କୁ ୧୬୫ କିଲୋମିଟର ଦୂର ସେଓପୁର ଜିଲ୍ଲା କୁନୋ
Read More...

ମହାଶିବରାତ୍ରୀ ପାଇଁ ସମସ୍ତ ଶୈବପୀଠ ଆଜି ଉତ୍ସବମୁଖର

ଭୁବନେଶ୍ବର; ପବିତ୍ର ମହାଶିବରାତ୍ରୀ ପାଇଁ ଉତ୍ସବମୁଖର ହୋଇପଡିଛି ଶ୍ରୀଲିଙ୍ଗରାଜ ମନ୍ଦିର ସମେତ ରାଜ୍ୟର ସମସ୍ତ ଶୈବପୀଠ । ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ
Read More...

ବିଏମସି କାର୍ଯ୍ୟାଳୟର ନୂଆ ଠିକଣା

ଭୁବନେଶ୍ୱର: ସତ୍ୟନଗର ସ୍ଥିତ ଆଇସିଏମଓସି ୧୨ ମହଲା ବିଶିଷ୍ଟ କୋଠାକୁ ସ୍ଥାନାନ୍ତର ହେଲା ବିଏମସି କାର୍ଯ୍ୟାଳୟ । ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଇସିଏମଓସି କୋଠା ସମ୍ପର୍କିତ ଭିଡିଓ ସ୍କ୍ରିନିଂ ପରେ ବିଏମସି ପକ୍ଷରୁ ପ୍ରସ୍ତୁତ ସଫା ଆପକୁ ଲୋକାର୍ପିତ କରିଛନ୍ତି
Read More...

ସମ୍ ହସ୍ପିଟାଲ୍‌କୁ ଆଇସିଆଇସିଆଇ ଫାଉଣ୍ଡେସନ୍ ପକ୍ଷରୁ ୭ଟି ଡାଏଲିସିସ୍ ମେସିନ୍ ପ୍ରଦାନ

ଭୁବନେଶ୍ୱର , ୧୬/ ୦୨ : ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସହଯୋଗର ହାତ ବଢ଼ାଇବା ଲକ୍ଷ୍ୟରେ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ଆଇସିଆଇସିଆଇ ଫାଉଣ୍ଡେସନ୍ ପକ୍ଷରୁ ଗୁରୁବାର ୭ଟି ଡାଏଲିସିସ୍ ମେସିନ ଗୁରୁବାର ପ୍ରଦାନ କରାଯାଇଛି । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ
Read More...

ସ୍ବର୍ଗତ ପ୍ୟାରୀ ‌ମହାପାତ୍ରଙ୍କ ଝିଅ ସିକ୍ତା ପତି କଂଗ୍ରେସରେ ସାମିଲ

ଭୁବନେଶ୍ବର; କଂଗ୍ରେସରେ ସାମିଲ ହେଲେ ଶିକ୍ତା ପତି। ପୂର୍ବତନ ସାଂସଦ ସ୍ବର୍ଗତ ପ୍ୟାରୀମୋହନ ‌ମହାପାତ୍ରଙ୍କ ଝିଅ ସିକ୍ତା ପତି ବୁଧବାର ଦିନ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ପ୍ୟାରିମୋହନଙ୍କ ମୃତ୍ୟୁର କିଛି ମାସ ପରେ ସିକ୍ତା ବିଜେଡିରେ ମିଶିଥିବାବେଳେ ବୁଧବାର ଦିନ ସେ ବିଜେଡି
Read More...

ଆରମ୍ଭ ହେଲା ତିନି ଦିନିଆ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’

ଭୁବନେଶ୍ୱର; ଆଜିଠୁ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡ଼ିଆରେ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’ ଆରମ୍ଭ ହୋଇଛି । ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବ ଏହି ମହୋତ୍ସବ। ଚଳିତ ବର୍ଷର ରାଜ୍ୟ କୃଷି ମହୋତ୍ସବର ଶୀର୍ଷକ ହେଉଛି ’କୃଷି ବିକାଶରେ ନୂତନ ଜ୍ଞାନ କୌଶଳ’। ନିଆରା ଢ଼ଙ୍ଗରେ ଏକ
Read More...

ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ

ପୁରୀ: ଆଜି ହେଉଛି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପୁରୀର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଆଜି ଚଳଚଞ୍ଚଳ ହୋଇପଡ଼ିଛି। ଏଠାରେ ହଜାର ହଜାର ଭକ୍ତଙ୍କ ସମାଗମ ହେବାର ଆକଳନ କରାଯାଇଛି। ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ
Read More...

ପାଣି ପଞ୍ଚାୟତ ଆଜି ବାସ୍ତବରେ ବହୁତ ବଡ ସଫଳତା

ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦଯାପନୀ ସମାରୋହ – ୨୦୨୩ଚାଷୀମାନଙ୍କ ଭାଗିଦାରୀ, ନିଷ୍ଠା ଓ ସହଯୋଗ ଯୋଗୁ ପାଣି ପଞ୍ଚାୟତ ଆଜି ଆନ୍ଦୋଳନରେ ପରିଣତ ହୋଇପାରିଛି – ମୁଖ୍ୟମନ୍ତ୍ରୀବୃହତ ଉଠା ଜଳସେଚନରେ ମଧ୍ୟ ପାଣି ପଞ୍ଚାୟତ କାର୍ଯ୍ୟକାରୀ ହେବ ଜଳର ସୁବିନିଯୋଗ ଓ ସୁଷମ ବଣ୍ଟନ ପାଇଁ
Read More...

ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗୋପାଳପୁର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା ଭୁବନେଶ୍ବର; ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ର ମାଣ୍ଡିଆ ପଲ୍ଲୀ ରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି
Read More...

ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନ ଥିବା ଗାଡ଼ି ମାଲିକଙ୍କୁ ଜରିମାନା

ଭୁବନେଶ୍ବର; ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନ ଥିବା ଗାଡ଼ି ମାଲିକଙ୍କୁ ଜରିମାନା। ଗାଡ଼ି ମାଲିକଙ୍କ ବିରୋଧରେ ଚାଲାଣ କାଟିଲାଣି ପରିବହନ ବିଭାଗ। ଗତ ୧୧ ଦିନ ମଧ୍ୟରେ ୨୬୭୪ଟି ଯାନ ନାଁରେ ଚାଲାଣ କଟାଗଲାଣି। ଶେଷ ଅକ୍ଷର ୮ ପର୍ଯ୍ୟନ୍ତ ଡେଡ୍ ଲାଇନ ସରିଥିବାରୁ କଟାଯାଉଛି ଚାଲାଣ। କେବଳ
Read More...