ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ସଠିକ ସମୟରେ ଚିହ୍ନଟ ଓ ଚିକିତ୍ସା କରାଗଲେ ଶିଶୁମାନଙ୍କ କ୍ୟାନ୍‌ସର ଭଲ ହେବ

ଭୁବନେଶ୍ୱର , ୧୫/ ୦୨ : ଆଗୁଆ ରୋଗର ଚିହ୍ନଟ ହୋଇପାରିଲେ କ୍ୟାନ୍ସରରେ ଆକ୍ରାନ୍ତ ଶିଶୁମାନଙ୍କର ସଫଳତାର ସହ ଚିକିତ୍ସା କରାଯାଇପାରିବ ବୋଲି ବୁଧବାର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପେଡିଆଟ୍ରିକ ଅଙ୍କୋଲୋଜି ଆଣ୍ଡ ହେମାଟୋଲୋଜି ୟୁନିଟର ମୁଖ୍ୟ
Read More...

ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଢେଙ୍କାନାଳ:ଢେଙ୍କାନାଳ ଟାଉନଥାନାର ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଢେଙ୍କାନାଳ ଟାଉନଥାନା ଭିଏଚ୍‌ଏଫ୍‌ ବିଭାଗରେ କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ରିଜର୍ଭ ଲାଇନ
Read More...

ଆରମ୍ଭ ହୋଇଯାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା

ଭୁବନେଶ୍ବର; ଆଜି ଠାରୁ ଆରମ୍ଭ ହୋଇଯାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା। ସକାଳ ସାଢେ଼ ୧୦ଟାରୁ ଦିନ ସାଢେ଼ ଗୋଟାଏ ଯାଏ ଚାଲିଥିଲା ଏହି ପରୀକ୍ଷା । ପରୀକ୍ଷାର୍ଥୀ ମାନେ ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ଦଶମ ପରୀକ୍ଷା ୨୧ ମାର୍ଚ୍ଚ ଯାଏ ଓ ଦ୍ଵାଦଶ
Read More...

‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ

ଭୁବନେଶ୍ବର: ‘ଆମ  ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କାର୍ଯ୍ୟ କରାଯିବ। ଏଥି ପାଇଁ ସରକାର ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି। ସ୍ବାସ୍ଥ୍ୟ ସଚିବ କହିଛନ୍ତି‌ ଯେ, ବିଗତ କିଛି ବର୍ଷ ମଧ୍ୟରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ
Read More...

ଅବଦୁର୍‌ ରହେମାନକୁ ୭ ବର୍ଷ ୫ ମାସ ଜେଲ୍ ଦଣ୍ଡାଦେଶ

ନୂଆଦିଲ୍ଲୀ; ଦିଲ୍ଲୀ ପୁଲିସ ଦ୍ବାରା ଗିରଫ ହୋଇଥିବା କଟକର ଅବଦୁର‌ ରହେମାନକୁ ଆଜି ଦଣ୍ଡବିଧାନ ହୋଇଛି। ତାକୁ  ୭ ବର୍ଷ ୫ ମାସ ଜେଲ୍ ଦଣ୍ଡାଦେଶ ସହ ଅନ୍ୟ ତିନି ସହଯୋଗୀଙ୍କୁ ମଧ୍ୟ ସମାନ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହାସହ ୨୫ ହଜାର ଲେଖାଏଁ ଜରିମାନା ଦଣ୍ଡାଦେଶ ଦିଆଯାଇଛି।
Read More...

୧୫ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମଂଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ୧୫ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମଂଜୁରୀ।ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ବଜେଟ୍‌କୁ ଅନୁମୋଦନ। ଆର୍ଥିକ ବର୍ଷ ୨୦୨୩-୨୪ ଲାଗି ବଜେଟ୍‌କୁ ମିଳିଲା ମଂଜୁରୀ। ପ୍ରାୟ ୨,୩୦,୦୦୦ କୋଟି ଟଙ୍କାର ବଜେଟ୍‌କୁ ମଂଜୁରୀ।
Read More...

ମୁଖ୍ୟମନ୍ତ୍ରୀ ମାନ୍ୟତା ପତ୍ର ପିଲାମାନଙ୍କୁ ଦେଲେ

କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀପିଲାମାନଙ୍କୁ ଦେଲେ ଧରଣୀଧର ବିଶ୍ବବିଦ୍ୟାଳୟର ଅନୁମୋଦନ ପତ୍ର୪୭୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭରାଜ୍ୟର ବିକାଶରେ କେନ୍ଦୁଝରର ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନଚାଷୀ, ମହିଳା ଓ ଯୁବସମାଜ ଆମର
Read More...

ଆଜି ଶପଥ ନେଲେ ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ୨ ଜଣ ନୂଆ ବିଚାରପତି ରାଜେଶ ବିନ୍ଦଲ୍‌ ଓ ଅରବିନ୍ଦ କୁମାର ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟରେ ପ୍ରଧାନ ବିଚାପତିଙ୍କ ସମେତ ମୋଟ ୩୪ଟି ବିଚାରପତି ଆସନ ରହିଛି। ଆଜି ପୂର୍ବାହ୍ନ ୧୦.୩୦ରେ ସୁପ୍ରିମ୍‌ କୋର୍ଟର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼
Read More...

ଏବେ ଜେଲରେ ଗୋପାଳ ଦାସ

ଝାରସୁଗୁଡା; ନବକିଶୋର ଦାସ ହତ୍ୟା ମାମଲାରେ ଏବେ ଜେଲରେ ରହିଛି ଅଭିଯୁକ୍ତ ଗୋପାଳ ଦାସ । ଅଭିଯୁକ୍ତ ଗୋପାଳ ଦାସକୁ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ନିଆଯାଇଛି। ତୃତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ କଡ଼ା ସୁରକ୍ଷା ବଳୟରେ ଗୋପାଳକୁ କୋର୍ଟରେ ହାଜର
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ

କେନ୍ଦୁଝର: କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ଉଠାଇଛନ୍ତି। ୩୮୧ କୋଟି ଟଙ୍କା
Read More...