ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଚ୍ୟାଲେଞ୍ଜ ମୋଡ୍ ମାଧ୍ୟମରେ ୫୦ ଟି ପର୍ଯ୍ୟଟନ ସ୍ଥଳ ଚୟନ

୫୦ ଗନ୍ତବ୍ୟ ସ୍ଥଳକୁ ‘ସଂପୂର୍ଣ୍ଣ ପର୍ଯ୍ୟଟନ ପ୍ୟାକେଜ୍‌’ ଭାବରେ ବିକଶିତ କରାଯିବ ପର୍ଯ୍ୟଟକ ମାନଙ୍କ ଅନୁଭବକୁ ସୁଖଦ କରିବା ପାଇଁ ଏକ ଆପ୍ ଆରମ୍ଭ କରାଯିବ ‘ଦେଖୋ ଆପନା ଦେଶ’ ର ଉଦ୍ଦେଶ୍ୟ ହାସଲ କରିବା ପାଇଁ କ୍ଷେତ୍ର ଅନୁସାରେ କୌଶଳ ଏବଂ ଉଦ୍ୟମିତା ବିକାଶର ସମନ୍ୱୟ କରାଯିବ
Read More...

ବ୍ୟକ୍ତିଗତ ଆୟକର କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଆଣିଲା କେନ୍ଦ୍ର

• ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ବ୍ୟକ୍ତି ମାନଙ୍କୁ ନୂତନ କର ବ୍ୟବସ୍ଥାରେ ଆୟକର ଦେବାକୁ ପଡିବ ନାହିଁ• ଟିକସ ଛାଡ ସୀମା ବୃଦ୍ଧି କରି ୩ ଲକ୍ଷ ଟଙ୍କା କରି ଦିଆଯାଇଛି• ଟିକସ ସ୍ଲାବରେ ପରିବର୍ତ୍ତନ : ସ୍ଲାବ୍ ସଂଖ୍ୟା ୫ କୁ ହ୍ରାସ କରାଯାଇଛି• ବେତନଭୋଗୀ ଏବଂ ପେନସନଭୋଗୀ ମାନଙ୍କୁ
Read More...

ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର

ଭୁବନେଶ୍ବର; ଲୋକପ୍ରିୟ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଆକ୍ୟୁଟ୍‌ ହେପାଟାଇଟିସ୍‌ ଯୋଗୁ ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଛନ୍ତି । ଖୁବ୍ ଶୀଘ୍ର ତାଙ୍କର ଯକୃତ
Read More...

ଚଳିତ ବଜେଟ୍ ରେ କ’ଣ ଶସ୍ତା, କ’ଣ ମହଙ୍ଗା ?

ସଂସଦରେ ଉପସ୍ଥାପିତ ହୋଇଛି ବଜେଟ୍ ୨୦୨୩-୨୪। ଆଜି ବଜେଟ୍‌ରେ ଅନେକ ଜିନିଷ ଉପରୁ ଟିକସ ହ୍ରାସ ହୋଇଥିବା ବେଳେ ଅନେକର ବୃଦ୍ଧି କରାଯାଇଛି। ନିର୍ମଳାଙ୍କ ଘୋଷଣା ଏବେ ଦରଦାମ୍ ଉପରେ ପ୍ରଭାବ ପକାଇବ। ଆସନ୍ତୁ ଜାଣିବା କେଉଁ ଜିନିଷ ଶସ୍ତା ହେବ, ଆଉ କଣ ମହଙ୍ଗା । ଶସ୍ତା ସାମଗ୍ରୀ- ଏହା ଭିତରେ
Read More...

ନବ ଦାସଙ୍କ ହତ୍ୟା ଘଟଣା: ତଦନ୍ତର ତଦାରଖ କରିବେ ଜଷ୍ଟିସ ଜେ.ପି ଦାସ

କଟକ: ନବକିଶୋର ଦାସଙ୍କୁ ହତ୍ୟା ଘଟଣାରେ ତଦନ୍ତର ତଦାରଖ କରିବେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦାସ । ତଦନ୍ତ ପ୍ରକ୍ରିୟାର ତଦାରଖ ପାଇଁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଥିଲେ ରାଜ୍ୟ ସରକାର । ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ତଦନ୍ତ ପାଇଁ
Read More...

୨୦୨୩-୨୪ ଆର୍ଥିକ ବର୍ଷ ପାଇଁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ଯାେଜନା ?

ନୂଆଦିଲ୍ଲୀ: ଆଜି ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ବାରା ବଜେଟ୍ ଉପସ୍ଥାପିତ ହୋଇଛି। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ଯାେଜନା । କେଉଁ କ୍ଷେତ୍ରରେ କାହାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଗ୍ରାଧିକାର ଦେଇଛନ୍ତି । ଆସନ୍ତୁ ଜାଣିବା..
Read More...

ନବ ଦାସଙ୍କ ମୃତ୍ୟୁ ପରେ ପିଏସଓ ଥିବା ମିତ୍ରଭାନୁ ଦେଓ ନିଲମ୍ବିତ

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ମୃତ୍ୟୁ ପରେ ମନ୍ତ୍ରୀଙ୍କ ପିଏସଓ ଥିବା ମିତ୍ରଭାନୁ ଦେଓଙ୍କୁ ନିଲମ୍ବିତ କରାଯାଇଛି। ସେପଟେ ବ୍ରଜରାଜନଗର ଆଇଆଇସି ଓ ସବ୍‌ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। ଆଇଆଇସି ପ୍ରଦ୍ୟୁମ୍ନ କୁମାର ସ୍ୱାଇଁଙ୍କୁ ସମ୍ବଲପୁର ଜିଲ୍ଲା ପୁଲିସ
Read More...

୨୦୨୩-୨୪ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପୂର୍ବାହ୍ନ ୧୧ଟା ବେଳେ ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରି ଉଦ୍‌ବୋଧନ ଆରମ୍ଭ କରିଛନ୍ତି।୨୦୨୩-୨୪ କେନ୍ଦ୍ର ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଥମେ ଅର୍ଥମନ୍ତ୍ରାଳୟରେ ପହଞ୍ଚିଥିଲେ। ଏହାପରେ ସେ ବଜେଟ୍‌
Read More...

ଆସନ୍ତାକାଲି ଠାରୁ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠାରୁ ବିଭିନ୍ନ ହାୟର ସେକେଣ୍ଡାରୀ ସ୍କୁଲ ଗୁଡିକ ପ୍ରସ୍ତୁତି ଚୂଡାନ୍ତ କରିବା ସହ ସମସ୍ତ ବିଭାଗକୁ ପ୍ରଶ୍ନପତ୍ର, ଉତ୍ତର ଖାତା ସହ ଟାଇମ୍ ଟେବୁଲ ପଠାଯାଇଛି । ଏନେଇ ଏକ୍ସଟରନାଲ ମାନଙ୍କୁ ଚିଠି କରାଯାଇଛି
Read More...

ଆଇପିଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଆଇପିଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଝାରସୁଗୁଡା ଏସପି ଥିବା ରାହୁଲ ଜୈନ ବଦଳି ହୋଇ ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ ହୋଇଛନ୍ତି। ବରଗଡ଼ ଏସପି ପରମାର ସ୍ମିଥଙ୍କୁ ଦିଆଯାଇଛି ଝାରସୁଗୁଡା ଏସପି ଦାୟିତ୍ବ । ବରଗଡ଼ ଏସପି ହୋଇଛନ୍ତି ପ୍ରହଲ୍ଲାଦ
Read More...