ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ

ନୂଆଦିଲ୍ଳୀ: ସଂସଦରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେକ୍ଷଣ ରିପୋର୍ଟ। ବଜେଟ୍ ପୂର୍ବରୁ ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୨୩-୨୪ ଆର୍ଥିକ ବର୍ଷରେ ୬.୫ ପ୍ରତିଶତ ଜିଡିପି ଅଭିବୃଦ୍ଧି ରହିବା ନେଇ ଆକଳନ କରାଯାଇଛି ।
Read More...

ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ

ଗାନ୍ଧିନଗର: ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ । ଆଜି ଦଣ୍ଡ ଘୋଷଣା କଲେ ଗାନ୍ଧିନଗର କୋର୍ଟ । ୨୦୧୩ ଦୁଷ୍କର୍ମ ମାମଲାରେ କୋର୍ଟ ଦଣ୍ଡ ଘୋଷଣା କଲେ । ଗତକାଲି ଏହି ମାମଲାରେ ଦୌରାଜଜ ଡି.କେ. ସୋନି ୬ ଅଭିଯୁକ୍ତଙ୍କୁ ଖଲାସ କରିଥିବାବେଳେ ଆଶାରାମଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।
Read More...

ବିଶାଖାପାଟଣା ହେବ ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ

ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ ହେବ ବିଶାଖାପାଟଣା । ନୂଆଦିଲ୍ଲୀରେ ଆଜି ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀ ନୂତନ ରାଜଧାନୀର ନାଁ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ ବିଶାଖାପାଟଣାକୁ
Read More...

ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର ପ୍ରମୋଦ

ବ୍ରହ୍ମପୁର; ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ । ଅଫିସ ସହ ଏକକାଳୀନ ୧୦ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ
Read More...

ଆଜିଠାରୁ ଆରମ୍ଭ ହେଲା କେନ୍ଦ୍ରୀୟ ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ; ଆଜିଠାରୁ ଆରମ୍ଭ ହୋଇଗଲା କେନ୍ଦ୍ରୀୟ ବଜେଟ୍ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ସଦସ୍ୟଙ୍କୁ ଉଦବୋଧନ ଦେବା ପରେ ଆରମ୍ଭ ହେଇଛି ୨୦୨୩-୨୪ ଆର୍ଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ । ଏଥର ବଜେଟ୍ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ
Read More...

କଟକ ଅବକାରୀ ବିଭାଗ ଷ୍ଟୋରରୁମରେ ଅଗ୍ନିକାଣ୍ଡ

କଟକ; ହାଇକୋର୍ଟ ନିକଟ କଟକ ସବ ରେଜିଷ୍ଟ୍ରାର ଅଫିସ ପରିସରରେ ଥିବା ଅବକାରୀ ଷ୍ଟୋରରୁମ ଆଗ ହୋଟେଲରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି । ଏଥିରେ ୩ ଜଣ ହୋଟେଲ କର୍ମଚାରୀ ଆହତ ହୋଇଥିବାବେଳେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଆଁକୁ ଆୟତ କରିବାକୁ ୩ଟି
Read More...

ପଞ୍ଚଭୂତରେ ବିଲୀନ ହୋଇଗଲେ ନବକିଶୋର

ଝାରସୁଗୁଡ଼ା: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପଞ୍ଚଭୂତରେ ଲୀନ ହୋଇଯାଇଛି ନବକିଶୋରଙ୍କ ମରଶରୀର । ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି | ମନ୍ତ୍ରୀ ନବ
Read More...

ପାକିସ୍ତାନ ମସଜିଦରେ ଆତ୍ମଘାତୀ ବିସ୍ଫୋରଣ

ପାକିସ୍ଥାନ; ପାକିସ୍ତାନ ପେଶାୱାରରେ ଥିବା ଏକ ମସଜିଦରେ ଆତ୍ମଘାତୀ ଆକ୍ରମଣ ହୋଇଛି । ଏହି ଧମାକାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କର ମୃତ୍ୟୁ ହାଇସାରିଥିବାବେଳେ, ୯୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ପେଶାୱାରର ପୋଲିସ ଲାଇନ୍ସ ପାଖରେ ଥିବା ମସଜିଦରେ ନମାଜ ପାଠ ପରେ ଏହି ବିସ୍ଫୋରଣ ଘଟିଛି ।
Read More...

ଅର୍ମଥନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ବର; ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଗତକାଲି ମୃତ୍ୟୁ ହେବା ପରେ ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀ ପୂଜାରୀଙ୍କୁ
Read More...

ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ନେତା ଓ କର୍ମୀ

ଭୁବନେଶ୍ବର; ସରକାରୀ ସ୍ଥିତ ବାସ ଭବନରେ ନବ ଦାସଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କ ସମେତ ନେତା ଓ କର୍ମୀ। ଭୁବନେଶ୍ୱର ବାସଭବନରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଲେ । ପାର୍ଥିବଶରୀରରେ ପୁଷ୍ପଗୁଚ୍ଛ ଦେଇ ଶେଷ ଦର୍ଶନ କଲେ । ଶେଷ ଦର୍ଶନ କରି ମୁଖ୍ୟମନ୍ତ୍ରୀ ଭାବବିହ୍ୱଳ
Read More...