ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ବଢ଼ିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି

ନୂଆଦିଲ୍ଲୀ: ଅକ୍ଟୋବର ୭ ତାରିଖ ଯାଏ ବଢ଼ିଲା ଦୁଇ ହଜାର ଟଙ୍କିଆ ବଦଳ ଅବଧି। ଏବେ ଅକ୍ଟୋବର ୭ଯାଏ ବ୍ୟାଙ୍କରେ ଜମା ବା ବଦଳା ଯାଇପାରିବ ୨ ହଜାର ଟଙ୍କିଆ ନୋଟ୍ । ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ।…
Read More...

ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ: ଆଇନରେ ପରିଣତ ହୋଇଛି ମହିଳା ସଂରକ୍ଷଣ ବିଲ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୋହର ପରେ ସଂସଦରେ ପାରିତ ହୋଇଥିବା ଐତିହାସିକ ମହିଳା ସଂରକ୍ଷିତ ବିଲ୍‌ ଆଜି ଆଇନରେ ପରିଣତ ହୋଇ ଯାଇଛି। ସର୍ବସମ୍ମତିକ୍ରମରେ ମହିଳା ସଂରକ୍ଷଣ ବିଲ୍‌ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉଭୟ…
Read More...

ଡ. ଜଷ୍ଟିସ୍‌ ବିଦ୍ୟୁତ୍‌ ରଂଜନ ଷଡ଼ଙ୍ଗୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଡ. ଜଷ୍ଟିସ୍‌ ବିଦ୍ୟୁତ୍‌ ରଂଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। କେନ୍ଦ୍ର ଆଇନ୍‌ ମନ୍ତ୍ରାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର…
Read More...

ଏବେ ଆଇନ୍ ବୃତି ବିଷୟରେ ଧାରଣା ବଦଳିଯାଇଛି

ଭୁବନେଶ୍ୱର: ୨୫ ବର୍ଷ ପୂର୍ବର ଆଇନ ବୃତି ଉପରେ ଥିବା ଲୋକଙ୍କ ଧାରଣା ସମ୍ପୂର୍ଣ୍ଣ ଭାବେ ବଦଳିଯାଇଛି। ବର୍ତମାନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏହା ଏକ ଆକର୍ଷଣୀୟ ପେସା ଭାବେ ଗୃହୀତ ହୋଇପାରିଛି ବୋଲି ଶୁକ୍ରବାର ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ସୁବାଷ ଚନ୍ଦ୍ର ପରିଜା…
Read More...

ଦୁଇ ବିଜେପି ବିଧାୟକ ମୋହନ ଏବଂ ମୁକେଶ ନିଲମ୍ବିତ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟ ଜାରି ଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମକୁ ବିଜେପିର ବିଧାୟକମାନେ ହୋହାଲ୍ଲା କରିବା ସହିତ ଡାଲି ଫିଙ୍ଗିଛନ୍ତି। ଏହି ଘଟଣା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋନହ ଚରଣ ମାଝୀ ଓ ଲୋଇସିଂହା ବିଧାୟକ…
Read More...

ବଙ୍ଗୋପସାଗରରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ମ୍ୟାଁମାର – ଥାଇଲାଣ୍ଡ ଉପକୂଳ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟା ମଧ୍ୟରେ ବାଂଲାଦେଶ ଉପକୂଳ ମୁହାଁ ହେବା ସହ ଉତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ…
Read More...

‘ସବୁଜ ବିପ୍ଳବ’ର ଜନକ ସ୍ବାମୀନାଥନ୍‌ଙ୍କ ପରଲୋକ

ଚେନ୍ନାଇ: ‘ସବୁଜ ବିପ୍ଳବ’ର ଜନକ କୁହାଯାଉଥିବା ଏମଏସ ସ୍ବାମୀନାଥନ୍‌ଙ୍କ ପରଲୋକ। ୧୯୨୫ ମସିହା ଅଗଷ୍ଟ ୭ ତାରିଖରେ ତାମିଲନାଡୁର ତାଞ୍ଜାବୁର ଜିଲ୍ଲାରେ ଜନ୍ମିତ ସ୍ବାମୀନାଥନ୍‌ଙ୍କୁ ମୃତ୍ୟୁ ବେଳକୁ ୯୮ ବର୍ଷ ହୋଇଥିଲା। । ଜଣେ ଅନ୍ତର୍ଜାତୀୟ ସ୍ତରର କୃଷିଅର୍ଥନୀତିଜ୍ଞ, କୃଷି ବିଜ୍ଞାନୀ ଓ…
Read More...

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

ଭୁବନେଶ୍ୱର, ସେପ୍ଟେମ୍ବର ୨୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ବୁଧବାର ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ବିଶ୍ୱ ପର୍ଯ୍ୟଟନ ଦିବସର ବିଷୟବସ୍ତୁ ଥିଲା “ପର୍ଯ୍ୟଟନ ଏବଂ ସବୁଜ ନିବେଶ” । ଏହି…
Read More...

ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀଙ୍କୁ ଗ୍ରାଜୁଏସନ୍ ଡିଗ୍ରୀ ପ୍ରଦାନ

ଭୁବନେଶ୍ୱର, ୨୭/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍‌ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀଙ୍କୁ ବୁଧବାର ସ୍ୱତବ ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଡିଗ୍ରୀ ଉପାଧି ପ୍ରଦାନ କରାଯାଇଛି । ୨୦୨୦, ୨୦୨୧ ଏବଂ ୨୦୨୨…
Read More...

ସରକାରଙ୍କ ‘ଲକ୍ଷ୍ମୀ’ ବସ୍‌ ଯୋଜନାକୁ ତୀବ୍ର ବିରୋଧ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ବସ୍‌ ଯୋଜନାକୁ ତୀବ୍ର ବିରୋଧ । ରାଜ୍ୟ ସରକାରଙ୍କ ଦ୍ବାରା ଆସନ୍ତା ୨ ତାରିଖରେ ଆରମ୍ଭ ହେବାକୁ ଥିବା ସର୍ବସାଧାରଣ ପରିବହନ ବ୍ୟବସ୍ଥା ‘ଲକ୍ଷ୍ମୀ’ ଯୋଜନାକୁ ଘରୋଇ ବସ୍‌ ମାଲିକ ସଂଘ  ବିରୋଧ କରିଛି। ଆସନ୍ତା ଅକ୍ଟୋବର ୧୦ ତାରିଖରେ ରାଜ୍ୟବ୍ୟାପି…
Read More...