ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଅସହ୍ୟ ଖରାର ପ୍ରକୋପ ଆହୁରି ୩୬ ଘଣ୍ଟା !

ଭୁବନେଶ୍ବର: ସମଗ୍ର ରାଜ୍ୟ ରେ ଜାରି ରହିଛି ପ୍ରଚଣ୍ଡ ଖରା ର ପ୍ରକୋପ। ଦିନ କୁ ଦିନ ନୂଆ ରେକର୍ଡ କରୁଛି ତାତି। ପଶ୍ଚିମ ରୁ ଉପକୂଳ ସବୁଠାରେ ଅଧିକ ତାପମାତ୍ରା ରେକର୍ଡ ହେଉଛି। ଗତ କାଲି ବାରିପଦା, ନୂଆପଡ଼ା, ବଲାଙ୍ଗୀର ରେ ୪୪.୦ସି ଅତିକ୍ରମ କରିଥିଲା ପାରଦ। ଆଜି ମଧ୍ୟ ପ୍ରବଳ ଖର ଓ
Read More...

ସୁରତ ସେସନ୍ସ କୋର୍ଟରୁ ନିରାଶ ହେଲେ ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା। ମାନହାନି ମାମଲାରେ ରାହୁଲ କରିଥିବା ଆବେଦନକୁ ଖାରଜ କଲେ ସୁରଟ ସେସନ୍ସ କୋର୍ଟ । ମୋଦୀ ସାଙ୍ଗିଆ ବାବଦରେ ରାହୁଲ ଦେଇଥିବା ବୟାନକୁ ନେଇ ତଳ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡାଦେଶ ଦେଇଥିଲେ । ଯାହାଫଳରେ ରାହୁଲଙ୍କ ସାଂସଦ
Read More...

ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ
Read More...

ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କଲେ ସରକାର । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା ହୋଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଛୁଟି ଘୋଷଣା କଲେ ସରକାର ।
Read More...

ସରୋଜ ସାମଲ ହେଲେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଭାବେ ଆଇଏଏସ୍ ସରୋଜ କୁମାର ସାମଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସକାଳେ ବଦଳି ନିର୍ଦ୍ଦେଶ ପ୍ରକାଶ ପାଇବା ପରେ ଅପରାହ୍ନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଆଇଆଣ୍ଡପିଆର
Read More...

ପୁଣି ଦୁଇ ଦିନ ବନ୍ଦ ହେଲା ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ବର; ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣିଥରେ ସମସ୍ତ ସ୍କୁଲକୁ ଆଉ ୨ଦିନ ପାଇଁ ଛୁୂଟି ଘୋଷଣା କରିଛନ୍ତି । ଆସନ୍ତା ୧୯ ଓ ୨୦ତାରିଖ ଦୁଇଦିନ ଧରି ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର , ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ
Read More...

ଆହୁରି ବଢ଼ିବ ତାତି: ଓଡ଼ିଶାର ୮ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗକୁ ଆହୁରି ବଢ଼ିବ ତାତି। ତାପମାତ୍ରା ଆଗାମୀ ୨ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଆଗାମୀ ଦୁଇଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର ୮ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼,
Read More...

ସୋଆରେ ୮ଟି ଦେଶର ପ୍ରତିନିଧି: ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ନେଲେ ଉପଲବ୍ଧି

ଭୁବନେଶ୍ୱର, ୧୭/୦୪: ଓଡ଼ିଶାରେ ୧୯୯୯ ମହାବାତ୍ୟା ସାରା ରାଜ୍ୟକୁ ବିପର୍ଯ୍ୟସ୍ତ କରିଦେଇଥିବା ବେଳେ ଏହାର ପରବର୍ତୀ ସମୟରେ ଦୀର୍ଘ ୨୨ ବର୍ଷ ଧରି ରାଜ୍ୟ କିଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରି ଆସୁଛି ସେ ସମ୍ପର୍କରେ ଇଣ୍ଡିଆନ୍ କାଉନ୍‌ସିଲ୍ ଫର୍ କଲ୍‌ଚରାଲ ରିସର୍ଚ୍ଚ (ଆଇସିସିଆର୍‌)
Read More...

କାର୍ଯ୍ୟକ୍ଷମ ହେଲା କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ

ଭୁବନେଶ୍ବର; ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ କାର୍ଯ୍ୟକ୍ଷମ ହୋଇଛି । ପୂର୍ବରୁ ଭିଭିଆଇପି, ଭିଆଇପିଙ୍କ ବଢ଼ୁଥିଲା ସୁରକ୍ଷା ଚିନ୍ତା । କମିଶନରେଟ ପୋଲିସ ଅଧୀନରେ ପୂର୍ବରୁ ଏକ ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ ମଧ୍ୟ ରହିଛି । ଭୁବନେଶ୍ବର କଟକ
Read More...

ଆଜି ସବୁଠୁ ଉତ୍ତପ୍ତ ସହର ଝାରସୁଗୁଡା

ଭୁବନେଶ୍ବର: ଓଡ଼ିଶାର ସବୁଠି ଲୋକେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡ଼ାର ସର୍ବାଧିକ
Read More...