ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର: ଆଜି ଓଡିଶାରେ ୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ଆଇଆଇଏମଟିଠାରେ ରୋଜଗାର ମେଳାର ଆୟୋଜିତ ହୋଇଥିଲା। ଏଥିରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ତଥା ଉଦ୍ୟାମିତା ମନ୍ତ୍ରୀ
Read More...

ପତାକା ଉତ୍ତୋଳନ: କିଏ, କେଉଁଠି କରିବେ ଜାଣନ୍ତୁ..

ଭୁବନେଶ୍ୱର: ଆଉ ମାତ୍ର ପାଞ୍ଚ ଦିନ ପରେ ଆସିବ ସାଧାରଣତନ୍ତ୍ର ଦିବସ । ରାଜ୍ୟସ୍ତରୀୟ ପରେଡ୍ ଆୟୋଜିତ ହେବ । ୨୦ଜିଲ୍ଲାରେ ମନ୍ତ୍ରୀମାନେ କରିବେ ପତାକା ଉତ୍ତୋଳନ। ଏନେଇ ପ୍ରକାଶ ପାଇଛି ତାଲିକା । ଜାଣନ୍ତୁ, ସାଧାରଣତନ୍ତ୍ର ଦିବସରେ କେଉଁଠି କିଏ କରିବେ ପତାକା ଉତ୍ତୋଳନ।… ସୂଚନାନୁଯାୟୀ;
Read More...

ଆଜି ଖେଳାଯିବ ହକି ବିଶ୍ବକପର ୪ଟି ମ୍ୟାଚ

ଭୁବନେଶ୍ବର/ରାଉରକେଲା: ଆଜି ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯିବ ହକି ବିଶ୍ବକପର ୪ଟି ମ୍ୟାଚ । ଦିନ ଗୋଟାଏରେ ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ଆରମ୍ଭ ହୋଇ ଯାଇଥିବା ବେଳେ ଅପରାହ୍ନ ୩ଟାରେ ଫ୍ରାନ୍ସ ଓ ଆର୍ଜେଣ୍ଟିନା ମଧ୍ୟରେ ମୁକାବିଲା ରହିଛି। ସେହିପରି
Read More...

୭୧ ହଜାର ଯୁବକଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ; ଆଜି ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚ୍ଚୁଆଲ୍ ମାଧ୍ୟମରେ ୭୧ ହଜାର ବେରୋଜଗାରଙ୍କୁ ସରକାରୀ ଚାକିରୀ ପାଇଁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି କି ଦେଶର ଶିକ୍ଷିତ ବେରୋଜଗାରମାନଙ୍କୁ ନିଯୁକ୍ତି ଦେଇ ସରକାର ନିଜ ସୁଶାସନର ପରିଚୟ ଦେଇଛନ୍ତି ।
Read More...

ଫାଣ୍ଡି ଅଧିକାରୀଙ୍କ ସମେତ ୨ କନେଷ୍ଟବଳ ସସପେଣ୍ଡ

ବୌଦ୍ଧ: ବୌଦ୍ଧ: ଗଞ୍ଜେଇ କାରବାରରେ ଜଣେ ଫାଣ୍ଡି ଅଧିକାରୀ ସମେତ ୨ କନେଷ୍ଟବଳ ନିଲମ୍ବିତ। ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ଚାଷ ପଛରେ ପୋଲିସର ସଂପୃକ୍ତିକୁ ନେଇ ସବୁବେଳେ ଅଭିଯୋଗ ହୋଇଆସୁଛି। ତେବେ ତିନିଜଣ ପୋଲିସ କର୍ମଚାରୀଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ଏହି ଅଭିଯୋଗର ସତ୍ୟତାକୁ
Read More...

ବେଣୁଗୋପାଳଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌

ମୁମ୍ବାଇ: ବେଣୁଗୋପାଳ ଧୂିତଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌। ‘ଆଇସିଆଇସି’ ବ୍ୟାଙ୍କ୍‌-ଭିଡିଓକନ୍‌ ଋଣ ମାମଲାରେ ଆଜି ବମ୍ବେ ହାଇକୋର୍ଟ ‘ଭିଡିଓକନ୍‌ ଗ୍ରୁପ୍‌’ର ଅଧ୍ୟକ୍ଷ ବେଣୁଗୋପାଳ ଧୂତଙ୍କୁ ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି। ନଗଦ ୧ ଲକ୍ଷ ଟଙ୍କା ମୁଚାଲିକା ଦାଖଲ କରିବା ପରେ ତାଙ୍କୁ
Read More...

କର୍ଣ୍ଣେଲ୍‌ ପାହ୍ୟାକୁ ପଦୋନ୍ନତି ପାଇବେ ଭାରତୀୟ ସେନା ମହିଳା ଅଧିକାରୀ

ନୂଆଦିଲ୍ଲୀ: କର୍ଣ୍ଣେଲ୍‌ ପାହ୍ୟାକୁ ପଦୋନ୍ନତି ପାଇବେ ୧୦୮ ଭାରତୀୟ ସେନା ମହିଳା ଅଧିକାରୀ। ସେନାର ପୁରୁଷ ଅଧିକାରୀମାନଙ୍କ ସହିତ ମହିଳା ଅଧିକାରୀମାନଙ୍କୁ ସମକକ୍ଷ କରିବା ନିମନ୍ତେ ୨୦୨୩ ଜାନୁଆରି ୨ରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଜାନୁଆରି ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସେନା
Read More...

୪-୨ ଗୋଲ୍‌ରେ ୱେଲ୍‌ସକୁ ପରାସ୍ତ କଲା ଭାରତୀୟ ଦଳ

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ରେ ଭାରତୀୟ ଟିମ୍‌ ୪-୨ ଗୋଲ୍‌ରେ ୱେଲ୍‌ସକୁ ପରାସ୍ତ କରିଛି। ଭାରତ ପୁଲ୍‌-ଡି’ରେ ଦ୍ବିତୀୟ ସ୍ଥାନରେ କ୍ରସ୍‌ଓଭର ଖେଳିବା ପୂର୍ବରୁ ପୁଲ-ଡି’ରେ ଇଂଲଣ୍ଡ ଶୀର୍ଷରେ ରହି କ୍ବାର୍ଟର ଫାଇନାଲକୁ ଯାଇସାରିଛି। କଳିଙ୍ଗ ଷ୍ଟାଡିୟମ୍‌ରେ ଟିମ୍‌ ଇଣ୍ଡିଆ
Read More...

ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷଙ୍କୁ ୧୫ ମିଟର ଘୋଷାରି ନେଲା କାର୍ ଚାଳକ

ନୂଆଦିଲ୍ଲୀ; ଦିଲ୍ଲୀ ପୋଲିସ ଗୁରୁବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଯେଉଁଥିରେ ଦିଲ୍ଲୀ ମହିଳା ଆୟୋଗର ମୁଖ୍ୟ ସ୍ବାତୀ ମାଲିୱାଲ ଦାବି କରିଛନ୍ତି ଯେ ତାଙ୍କୁ ଏମ୍ସ ସାମ୍ନାରେ ଅନେକ ମିଟର ଦୂରତାରେ ନିର୍ଯାତନା ଦିଆଯିବା ସହ ତାଙ୍କୁ କାର ଦ୍ୱାରା ଟାଣି ନିଆଯାଇଛି। ସୂଚନାଯୋଗ୍ୟ;
Read More...

ମହିଳା ଥାନାରେ ହାଜର ହେଲେ ହ୍ୟୁମାନ ସାଗର

କଟକ: ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ହ୍ୟୁମାନ ସାଗର। କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ଗତକାଲି ପତ୍ନୀ ସାଙ୍ଘାତିକ ଅଭିଯୋଗ ଆଣିବା ପରେ ପୁଲିସର ସମନ ପାଇଁ ଆଜି ମହିଳା ଥାନାରେ ପହଞ୍ଚିଛନ୍ତି। ପତ୍ନୀ ଶ୍ରେୟା ମିଶ୍ରଙ୍କୁ ମାନସିକ, ଶାରୀରିକ ନିର୍ଯାତନା ଦେଉଥିବା ନେଇ ପତ୍ନୀ
Read More...