ରାଜଧାନୀରେ ୪ ମହଲା କୋଠା ଭୁଶୁଡ଼ି ୬ ମୃତ, ଅନେକ ଆହତ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ମୁସ୍ତଫାବାଦରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଦିଲ୍ଲୀର ମୁସ୍ତଫାବାଦ ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ଏହା ତଳେ ଚାପି ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି। ୨୮ ଜଣ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି।!-->…
Read More...
Read More...