ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଜାତୀୟ ଦଳର ମାନ୍ୟତା ପାଇଲା ‘ଆପ’

ନୂଆଦିଲ୍ଲୀ: ତିନୋଟି ଜାତୀୟ ରାଜନୈତିକ ଦଳ ହରାଇଲେ ମାନ୍ୟତା। ଯଥା ମମତା ବାନାର୍ଜୀଙ୍କ ତୃଣ ମୂଳ କଂଗ୍ରେସ ଟିଏମସି, ଶରଦ ପାୱାରଙ୍କ ଏନସିପି ହରାଇଲା ଜାତୀୟ ରାଜନୈତିକ ଦଳର ମାନ୍ୟତା  । ସେହିପରି ସିପିଆଇ ବି ହରାଇଲା ଜାତୀୟ ଦଳ ମାନ୍ୟତା। ତେବେ  ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି
Read More...

ଅସହ୍ୟ ତାତିରେ କଲବଲ ଓଡିଶାବାସୀ

ଭୁବନେଶ୍ବର; ଆଜି ରାଜ୍ୟର ଅଧିକାଂଶ ଅଂଚଳରେ ତାପମାତ୍ରା ୩୯ ଡିଗ୍ରୀ ତାପମାତ୍ରା ଉପରେ ଥିବାବେଳେ ବାରିପଦା ଓ ଝାରସୁଗୁଡାରେ ତାପମାତ୍ରା ୪୦ ଡିଗ୍ରୀ ରେ ରହିଛି | ସକାଳ ୧୦ଟା ପରେ ଘରୁ ବାହାରିବାକୁ ନିରାପଦ ମଣୁନାହାନ୍ତି ଲୋକେ। ଆଜି ଝାରସୁଗୁଡ଼ା ହେଉଛି ସବୁଠାରୁ ଉତ୍ତପ୍ତ ସହର। ଏଠି
Read More...

କରୋନା ସଂକ୍ରମଣକୁ ନେଇ ଦେଶ ଚିନ୍ତାରେ

ନୂଆଦିଲ୍ଲୀ; ପୁଣି ଦେଶରେ ବଢିଚାଲିଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଂଟାରେ ୫ହଜାର ୮ଶହ କରୋନା ସଂକ୍ରମଣ ରେକର୍ଡ କରାଯାଇଛି । ଦୈନିକ ସଂକ୍ରମଣ ବୃଦ୍ଧିକୁ ଆଖିରେ ରଖି ସତର୍କ କରାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଦକ୍ଷିଣ ପୂର୍ବ ଏସିଆ ଆଂଚଳିକ ନିର୍ଦ୍ଦେଶକ ଡକ୍ଟର ପୁନମ କ୍ଷେତ୍ରପାଲ
Read More...

ଦେଶରେ ବଢ଼ିଛି ବାଘଙ୍କ ସଂଖ୍ୟା

ନୂଆଦିଲ୍ଲୀ: ୨୦୨୨ ବାଘ ଗଣନା ଅନୁଯାୟୀ ଏବେ ଦେଶର ବିଭିନ୍ନ ଜଙ୍ଗଲରେ ମୋଟ ୩୧୬୭ଟି ବାଘ ରହିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ଣ୍ଣାଟକାର ମହୀଶୂରରେ ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷ ପୂର୍ତ୍ତି ଅବସରରେ ବାଘଙ୍କ ସଂଖ୍ୟା ସାର୍ବଜନୀନ କରିଛନ୍ତି। ୨୦୨୨ରେ ହୋଇଥିବା ବାଘ ଗଣନା
Read More...

ବିଦେଶରୁ ଭର୍ଚୁଆଲରେ ବସିଲା କ୍ୟାବିନେଟ୍: ୭ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ଜାପାନରୁ କ୍ୟାବିନେଟ୍ ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ। ଜାପାନର କିଓଟା ସହରରୁ ରବିବାର ଅପରାହ୍ଣ ସାଢେ ୧ଟାରେ ଆରମ୍ଭ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୭ଟି ପ୍ରସ୍ତାବକୁ ଅନୁମୋଦନ
Read More...

‘ମଙ୍ଗଳମ୍‌’ କପଡ଼ା ସୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଅନୁଗୁଳ: ଅନୁଗୁଳ ସହର ଶଙ୍କର ସିନେମା ରୋଡ୍ ସ୍ଥିତ ‘ମଙ୍ଗଳମ୍‌’ କପଡ଼ା ସୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଛାରଖାର ହୋଇଯାଇଛି। ନିଆଁ ଭୟଙ୍କର ରୂପ ନେଇଛି। ଅଗ୍ନିକାଣ୍ଡର କାରଣ ବିଦ୍ୟୁତ୍‌ ସର୍ଟସର୍କିଟ୍ ବୋଲି କୁହାଯାଉଛି। ବିଦ୍ୟୁତ୍‌ ପ୍ୟାନେଲ୍ ବୋର୍ଡରୁ ସୂତ୍ରପାତ ହୋଇଥିବା ପ୍ରଥମ
Read More...

ଓଡ଼ିଶାରେ ହେବ ଜିମ୍ନାଷ୍ଟିକ୍ ହାଇପରଫରମାନ୍ସ ସେଣ୍ଟର

ଭୁବନେଶ୍ବର: କ୍ରୀଡ଼ା ବିଭାଗ ଓ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି । ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ଓଡିଶାରେ ପ୍ରତିଷ୍ଠା କରିବ ଜିମ୍ନାଷ୍ଟିକ୍ ହାଇପରଫରମାନ୍ସ ସେଣ୍ଟର । ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ଅବସରରେ ଆର୍ସେଲର ମିତ୍ତର ନିପ୍ପନ
Read More...

ସୋଆରେ ଜି-୨୦ ପ୍ରେସିଡେନ୍ସି ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୮: ଭାରତରେ ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୋଆ କ୍ୟାମ୍ପସ ୫ରେ ରୋଟାରୀ କ୍ଲବ
Read More...

ସମରେ ମେକାନିକାଲ୍ ଭେଂଟିଲେସନ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦ୍‌ଘାଟିତ

ଭୁବନେଶ୍ୱର, ୦୮/୦୪: ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ମେକାନିକାଲ୍ ଭେଂଟିଲେସନ୍‌କୁ ନେଇ ଆରମ୍ଭ ହୋଇଥିବା ଦୁଇ ଦିନିଆ ଜାତୀୟ କର୍ମଶାଳାରେ ସାମିଲ ହୋଇଛନ୍ତି ଦେଶର ୭୩ ଜଣ ଡାକ୍ତର ଓ ଇନ୍‌ଟେନ୍ସିଭି୍‌ଷ୍ଟସ । ଏହି କର୍ମଶାଳାରେ ଯୋଗ ଦେଇଥିବା ପ୍ରତିନିଧିମାନଙ୍କୁ
Read More...

ଛାତ୍ରଛାତ୍ରୀଙ୍କ ପାଇଁ ଆଇନ ଶିକ୍ଷା ବିସ୍ତୃତ ଭାବେ ପରିବ୍ୟାପ୍ତ

ଭୁବନେଶ୍ୱର, ୭/୦୪: ଆଇନ୍‌ର ଅନେକ ପରିଭାଷା ରହିଛି ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିସ୍ତୃତ ଭାବେ ପରିବ୍ୟାପ୍ତ । ଆଇନ୍‌ଜୀବିଙ୍କ ବୃତିରେ ଅନେକ ପରିବର୍ତନ ଆସିଲାଣି ତେଣୁ ନୂଆ କରି ଏହି ବୃତିରେ ପ୍ରବେଶ କରୁଥିବା ଛାତ୍ରଛାତ୍ରୀମାନେ ସମୟର ସୁବିନିଯୋଗ କରନ୍ତୁ ବୋଲି କହିଛନ୍ତି ବରିଷ୍ଠ
Read More...