ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଆଜି ବିର୍ସାମୁଣ୍ଡା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଇଂଲଣ୍ଡ-ଭାରତ

ରାଉଣକେଲା; ଆଜି ହକି ବିଶ୍ବକପର ତୃତୀୟ ଦିନ । ତୃତୀୟ ଦିନରେ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯିବ ଦୁଇଟି ମ୍ୟାଚ୍ । ସନ୍ଧ୍ୟା ୫ଟାରେ ସ୍ପେନ ଓ ଓ୍ବେଲ୍ସ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ଏହାପରେ ବିଜୟରୁ ଏଫଆଇଏଚ ଓଡ଼ିଶା ହକି ପୁରୁଷ ବିଶ୍ୱକପ ଅଭିଯାନ ଆରମ୍ଭ କରିଥିବା ଘରୋଇ ଟିମ
Read More...

ସମ୍ ରେ ୩୦ ଦିନର ନବଜାତ ଶିଶୁର ସଫଳ ହୃଦରୋଗ ଚିକିତ୍ସା

ଭୁବନେଶ୍ୱର, ୧୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଡାକ୍ତର ମାନଙ୍କ ଦ୍ୱାରା ଜନ୍ମରୁ ହୃଦ ସମସ୍ୟା ଥିବା ଏକ ନବଜାତ ଶିଶୁର ସଫଳ ବେଲୁନ୍ ଆଞ୍ଜିଓପ୍ଲାଷ୍ଟି ଚିକିତ୍ସା କରିପାରିଛନ୍ତି । ସମ୍ ହସ୍ପିଟାଲରେ ନୂତନ ଜ୍ଞାନ
Read More...

ମୃତକ ଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର; ଆଜି ମକର ମେଳା ରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା
Read More...

ମହାନଦୀ ଉପରେ ନିର୍ମିତ ଟି-ସେତୁ ଦଳାଚକଟାରେ ୨ ମୃତ

କଟକ: କଟକ ଜିଲ୍ଲା ବଡ଼ମ୍ବା-ଗୋପୀନାଥପୁର ଟି-ସେତୁରେ ଦଳାଚକଟା ‌ଯୋଗୁଁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଶ୍ରଦ୍ଧାଳୁ ଗୁରୁତର ହୋଇଥିବା ସୂଚନା ମିଳିଛି। ଏଥିରୁ ୫ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଗୁରୁତରମାନଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ
Read More...

ନେଦରଲ୍ୟାଣ୍ଡ୍‌ସ ଠାରୁ ମାଲେସିଆ ୪-୦ରେ ପରାସ୍ତ

ରାଉରକେଲା: ପୁରୁଷ ହକି ବିଶ୍ବକପ-୨୦୨୩ରେ ଶନିବାର ନେଦରଲ୍ୟାଣ୍ଡ୍‌ସ ଠାରୁ ମାଲେସିଆ ୪-୦ରେ ପରାସ୍ତ ହୋଇଛି। ଅପରାହ୍‌ଣ ୩ଟାରେ ସ୍ଥାନୀୟ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍‌ର ପ୍ରଥମ କ୍ବାର୍ଟରରେ କଡ଼ାମୁକାବିଲା ହୋଇଥିଲା। ଦ୍ବିତୀୟ କ୍ବାର୍ଟରରେ ନେଦରଲାଣ୍ଡ୍‌ସ ୨ଟି ଗୋଲ
Read More...

୩-୧ ଗୋଲ୍‌ରେ ଜିତିଲା ନ୍ୟୁଜିଲାଣ୍ଡ

ରାଉରକେଲା: ଆଜି ପୁରୁଷ ହକି ବିଶ୍ବକପ-୨୦୨୩ରେ ନ୍ୟୁଜିଲାଣ୍ଡ ୩-୧ ଗୋଲ୍‌ରେ ଚିଲିକୁ ପରାସ୍ତ କରିଛି। ଟୁର୍ଣ୍ଣାମେଣ୍ଟର ପଞ୍ଚମ ମ୍ୟାଚ୍‌ରେ ଚିଲି ପ୍ରଥମ ଥର ପାଇଁ ଭାଗ ନେଇ ମ୍ୟାଚ୍‌ ହାରିଛି। ମ୍ୟାଚ୍‌ ଆରମ୍ଭରୁ ନ୍ୟୁଜିଲ୍ୟାଣ୍ଡ ଟିମ୍ ଚିଲି ଉପରେ ଚାପ ପକାଇବାକୁ ଉଦ୍ୟମ କରିଥିଲା। ପ୍ରଥମ
Read More...

ଶ୍ରୀଜିଉଙ୍କୁ ଲାଗି ହେଲା ମକର ଚାଉଳ

ପୁରୀ; ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ ଏହି ପର୍ବ । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ଆଜି ମକର ସଂକ୍ରାନ୍ତି ଅବସରରେ
Read More...

ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ ପାୱାରକୁ ଦ୍ବିତୀୟ ଥର ପାଇଁ ରାଷ୍ଟ୍ରୀୟସ୍ତରୀୟ ଗୋଲଡେନ୍ ପିକକ୍ ସିଏସଆର ପୁରସ୍କାର

ଭୁବନେଶ୍ୱର / ମୁମ୍ବାଇ; ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଇସ୍ପାତ ସେକ୍ଟରରେ କର୍ପୋରେଟ ସାମାଜିକ ଦାୟିତ୍ବ କାର୍ଯ୍ୟରେ ଉତ୍କର୍ଷତା ପାଇଁ ସମ୍ମାନଜନକ ଗୋଲଡେନ୍ ପିକକ୍ ପୁରସ୍କାର ୨୦୨୨ ସମ୍ମାନ ପ୍ରଦାନ କରାଯାଇଛି । ଜାନୁଆରୀ ୧୨ରେ ମୁମ୍ବାଇରେ ଅନୁଷ୍ଠିତ
Read More...

ବିଜୟରୁ ବିଶ୍ୱକପ୍ ଅଭିଯାନ ଆରମ୍ଭ କଲା ଟିମ୍ ଇଣ୍ଡିଆ

ରାଉରକେଲା/ଭୁବନେଶ୍ବର: ସ୍ପେନ ବିପକ୍ଷରେ ଏକ ବଡ଼ ବିଜୟ(୨-୦)ରୁ ଭାରତ ବିଶ୍ବକପ୍‌ ହକି (ପୁରୁଷ) ଅଭିଯାନ ଆରମ୍ଭ କରିଛି। ଓଡ଼ିଶା ଖେଳାଳି ଯୁବକ ଅମିତ ରୋହିତ ପ୍ରଥମ ଗୋଲ୍‌ ଦେଇଥିଲେ। ଏଥିସହିତ ରାଉରକେଲା ର ନୂଆ ଷ୍ଟାଡ଼ିୟମର ପ୍ରଥମ ମ୍ୟାଚ୍‌ରେ ଭାରତ ନିଜ ନାମରେ ନୂଆ ରେକର୍ଡ ହିଁ
Read More...

୨ ଓଡିଆ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା

ଭୁବନେଶ୍ବର; ରାଜ୍ୟରେ ହକି ଫିଭର ଭିତରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ବିଶ୍ବକପରେ ଭାଗ ନେଉଥିବା ଦୁଇ ଓଡ଼ିଆ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଆ ଖେଳାଳି ଅମିତ ରୋହିଦାସ ଓ ନିଲମ ସଂଜୀପ ଖେସଙ୍କ ପାଇଁ ୧୦ ଲକ୍ଷ ଟଙ୍କା
Read More...