ପ୍ରମୁଖ ଖବର

ଘୋଷଣା ହେଲା ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର; ‘ପୁଷ୍କରା’, ‘ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌’ ଓ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ତଦନ୍ତ ସରିଲା, ଆଜି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇପାରେ କମିଟି
ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା ସ୍କୁଲ୍ ବ୍ୟାଗ୍
ରଥଯାତ୍ରାରେ ପିପିଲି ଟୋଲ୍‌ ଫି’ ଛାଡ଼, ଚଳାଚଳ କରିବ ହଜାରେ ବସ୍‌
ବିଜେଡିରେ ସାମିଲ ହେଲେ ସୁଜାତା ଆର୍ କାର୍ତ୍ତିକେୟନ

ବାଚଷ୍ପତିଙ୍କ ରୁଲିଂ ପରେ ଆସନ୍ତାକାଲି ଉତ୍ତର ଦେବେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଡ୍ରାଇଭର ସଂଘଙ୍କ ଆନ୍ଦୋଳନ ଯୋଗୁ ଲୋକେ ହଇରାଣ ହେଉଛନ୍ତି । ଶୂନ୍ୟକାଳରେ ବିରୋଧୀ ଗୃହରେ ଏହି ପ୍ରସଙ୍ଗ ଉଠାଇ ବାଚସ୍ପତିଙ୍କ ରୁଲିଂ ଦାବିରେ ଗୃହ ମଧ୍ୟଭାଗରେ ହଟ୍ଟଗୋଳ କରିଥିଲେ । ଯାହାଯୋଗୁ ଗୃହକୁ ମୁଲତବି ରଖି ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି । ବୈଠକ ପରେ ବାଚସ୍ପତି
Read More...

ଏପ୍ରିଲ ୧୩ରେ ହେବ ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ବର: ଚଳିତ ବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବ। ଏହାକୁ ପ୍ଲାଟିନମ ଜୁବୁଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଉତ୍ସବକୁ ପାଳନ କରିବ ଭୁବନେଶ୍ୱର ମହାନଗର ନିଗମ। ସୂଚନାନୁସାରେ, ଆସନ୍ତା ଏପ୍ରିଲ ୧୩ ତାରିଖରୁ ୧୫ ପର୍ଯ୍ୟନ୍ତ ତିନି
Read More...

ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଯୋଗୁଁ ଖାଲି ଦିଶୁଛି ପରିବା ମାର୍କେଟ

ଭୁବନେଶ୍ବର; ୧୦ ଦଫା ଦାବି ପୂରଣ ନିମନ୍ତେ ଗତକାଲିଠୁ ଡ୍ରାଇଭର ମହାସଂଘ ଆନ୍ଦୋଳନ ଆରମ୍ଭ କରିଥିବା ବେଳେ ଏହାର ସିଧା ପ୍ରଭାବ ବଜାର ଉପରେ ପଡ଼ିଛି। ପରିବା, ଫଳ ସହ ଅତ୍ୟାବଶ୍ୟକ ଜିନିଷ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଜାରକୁ ଆସିପାରୁନି। ବିଭିନ୍ନ ସ୍ଥାନରେ ପନିପରିବା ଓ ଅନ୍ୟ
Read More...

ପ୍ରଶ୍ନପତ୍ର ଭାଇରାଲ ପରେ ବଦଳିଲା ନିୟମ

କଟକ; ପ୍ରଶ୍ନପତ୍ର ଭାଇରାଲ ପରେ ବଦଳିଲା ନିୟମ। ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ପରେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଆଯାଇଛି ପ୍ରତିକାରମୂଳକ ପଦକ୍ଷେପ। ମାଟ୍ରିକ ବାକି ୩ଟି ପରୀକ୍ଷା ପାଇଁ ନିୟମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ନୋଡାଲ ସେଣ୍ଟରରୁ ପରୀକ୍ଷା
Read More...

ଏଚ୍୩ଏନ୨ ଭାଇରସକୁ ନେଇ ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ; କରୋନା ପରେ ଏବେ ଏଚ୍୩ଏନ୨ ଭାଇରସକୁ ନେଇ ଏବେ ଚିନ୍ତା ବଢିବାରେ ଲାଗିଛି । ସାରା ଦେଶରେ ଏହି ଭୂତାଣୁକୁ ନେଇ ଚିନ୍ତା ବଢୁଥିବା ବେଳେ ମହାରାଷ୍ଟ୍ରରୁ ସର୍ବଧିକ ମାମଲା ସାମ୍ନାକୁ ଆସିଛି । ମହାରାଷ୍ଟ୍ରର ସ୍ୱାସ୍ଥ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ଏବେ ଯାଏଁ ରାଜ୍ୟରେ
Read More...

ଏସସିଓ ସମ୍ମିଳନୀ ରେ ଯୋଗଦେବାକୁ ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ

ନୂଆଦିଲ୍ଲୀ: ଆସନ୍ତା ମାସରେ ଦିଲ୍ଲୀରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସ୍ ସିଓ) ବୈଠକରେ ଯୋଗଦେବାକୁ ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ। ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗଦେବାକୁ ଭାରତ ସରକାର ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖାୱାଜା ଅସିଫ ଓ ଜାତୀୟ
Read More...

ଶିକ୍ଷାର ଗୁଣବତା ବୃଦ୍ଧିକୁ ନେଇ ସୋଆ ଏବଂ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର , ୧୫/ ୦୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ଏବଂ କଟକ ସ୍ଥିତ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ ଇନ୍‌ଟର୍ଣ୍ଣସିପ୍‌ର ସୁଯୋଗ, ଫ୍ୟାକଲ୍ଟି ଏବଂ ଷ୍ଟାଫ୍ ଡେଭଲପ୍‌ମେଂଟ କାର୍ଯ୍ୟକ୍ରମ ଏବଂ
Read More...

୧୦ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର ସଂଘ

ଭୁବନେଶ୍ବର; ଆଜି ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର ସଂଘ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନ କଲେ ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଥିଲା । ଭୁବନେଶ୍ୱର ତମାଣ୍ଡୋରେ
Read More...

ମାଟ୍ରିକ ଡ୍ରପଆଉଟ ପିଲାଙ୍କ ପାଇଁ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ମାଟ୍ରିକ ଡ୍ରପଆଉଟ ପିଲାଙ୍କ ପାଇଁ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା । ୧୩ ହଜାର ୫୮ ପିଲା ଫର୍ମ ଫିଲଅପ କରି ମାଟ୍ରିକ ପରୀକ୍ଷା ଦେଉ ନାହାନ୍ତି । ସେମାନଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷାର ବ୍ୟବସ୍ଥା କରାଯିବା ନେଇ ଗୃହରେ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିବୃତି
Read More...

ଫିଲିପ୍ସ ଏଜୁକେସନ୍ ସହିତ ସୋଆର ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର ,୧୪/ ୦୩ : ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଶିଳ୍ପ କ୍ଷେତ୍ରର ବିଭିନ୍ନ ସମସ୍ୟା ସହ ପରିଚିତ ହେବା ନିମନ୍ତେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ନଭି ମୁମ୍ବାଇସ୍ଥିତ ଫିଲିପ୍ସ ଏଜୁକେସନ୍‌, ଫିଲିପ୍ସ ମେସିନ୍ ଟୁଲ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ ସହିତ ଏକ ବୁଝାମଣା ପତ୍ର
Read More...