ଜାନୁଆରୀ ୩୧ରୁ ଆରମ୍ଭ ସଂସଦର ବଜେଟ ଅଧିବେଶ
ନୂଆଦିଲ୍ଲୀ; ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶ । ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୬ ଯାଏ ଚାଲିବ । ଚଳିତବର୍ଷ ବଜେଟ ଅଧିବେଶର ସମୟ ୬୬ ଦିନ ଥିବା ବେଳେ ମୋଟ ୨୭ଟି କାର୍ଯ୍ୟ ଦିବସ ରହିଛି । ଜାନୁଆରୀ ୧ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ ଅଧିବେଶ ପ୍ରଥମେ ୧୩ ଫେବୃଆରୀ ଯାଏ!-->…
Read More...
Read More...