ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଭବିଷ୍ୟତରେ ସ୍ମାର୍ଟ ଟେକ୍ନୋଲୋଜି ଓ ମଣିଷତ୍ୱ ମଧ୍ୟରେ ସମାନତା ରଖିବାର ଆବଶ୍ୟକତା ରହିଛି: ପ୍ରଫେସର ଶ୍ରୀବାସ୍ତବ

ଭୁବନେଶ୍ୱର , ୫ ଏପ୍ରିଲ୍ : ସ୍ମାର୍ଟ ଟେକ୍ନୋଲୋଜିର ଉଦ୍‌ଭାବନ ପୃଥିବୀ ପୃଷ୍ଠରେ ଅନେକ ବୈପ୍ଳବିକ ପରିବର୍ତନ ଆଣିଛି । କିନ୍ତୁ ମଣିଷ ଉପରେ ଏହାର ଦୀର୍ଘ ମିଆଦୀ ପ୍ରଭାବ ଉପରେ ଅନୁଶୀଳନ କରିବାର ଆବଶ୍ୟକତା ରହିଛି ବୋଲି ବୁଧବାର ୟୁନିଭର୍ସିଟି ଗ୍ରାଂଟ୍ସ କମିଶନ (ୟୁଜିସି)ର ଭାଇସ୍
Read More...

ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି

ଝାରସୁଗୁଡ଼ା: ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ତେବେ ସାରଦା ପ୍ରସାଦ ନାୟକ ଏବେ ଦଳର ଝାରସୁଗୁଡ଼ା ଜିଲ୍ଲା
Read More...

ଚନ୍ଦ୍ର ପୃଷ୍ଠରେ ପ୍ରଥମ ଥର ଲାଗି ପାଦ ଦେବେ ଜଣେ ମହିଳା

ନୂଆଦିଲ୍ଲୀ: ଚନ୍ଦ୍ର ପୃଷ୍ଠରେ ପ୍ରଥମ ଥର ଲାଗି ପାଦ ଦେବେ ଜଣେ ମହିଳା । ଆଷ୍ଟ୍ରୋନଟ କ୍ରିଷ୍ଟିନା ହାମୋକ କୋଚଙ୍କ ନାମ ଘୋଷଣା କରିଛି ନାସା । ଆସନ୍ତା ବର୍ଷ ଆର୍ଟେମିସ-୨ ମିସନରେ କ୍ରିଷ୍ଟିନା ସାମିଲ ହେବେ ବୋଲି ନାସା କହିଛି । ଓରିଅନ ସ୍ପେସକ୍ରାଫ୍ଟ ଜରିଆରେ ଚନ୍ଦ୍ର ଅଭିଯାନରେ ସାମିଲ
Read More...

ବଦଳିଲା ଟ୍ବିଟରର ଲୋଗୋ

ନୂଆଦିଲ୍ଲୀ; ବଦଳିଛି ଟ୍ବିଟର୍‌ର ଲୋଗୋ। ଗତ ବର୍ଷ ଅକ୍ଟୋବର ମାସରେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ମାଇକ୍ରୋ ବ୍ଲଗିଂ ସାଇଟରେ ନୂତନ ନୀତି ଏବଂ ପରିବର୍ତ୍ତନ ଆଣିବା ପାଇଁ ଟୁଇଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଏଲୋନ୍ ମସ୍କ ଅନେକ ସମୟରେ ହେଡଲାଇନ୍ ପ୍ରସ୍ତୁତ କରିଛନ୍ତି | ୫୧
Read More...

କ୍ରିକେଟ୍ ମଇଦାନରେ ଅଘଟଣ: ବ୍ୟାଟ୍ ଓ ଛୁରା ମାଡ଼ରେ ଯୁବକ ମୃତ

କଟକ; କ୍ରିକେଟ ଖେଳକୁ ନେଇ ଦୁଇ ଟିମ୍ ମଧ୍ୟରେ ଗଣ୍ଡୋଗୋଳ ଘଟିଛି। ଏମିତିକି ବ୍ୟାଟ ଓ ଛୁରୀ ମାଡ଼ରେ ଯୁବକଙ୍କ ମୃତ୍ୟୁ । ମୃତକ ହେଲେ କଟକ ଜିଲ୍ଲା ଚୌଦ୍ୱାର ଥାନା ମହିଷାନଣ୍ଡା ପଂଚାୟତର ଲକି ରାଉତ । ଉଭୟ ଟିମ ମଧ୍ୟରେ ରନ ରେଟକୁ ନେଇ ପାଟିତୁଣ୍ଡ ହୋଇଥିଲା । ସୁଚନାଯୋଗ୍ୟ, ଚୌଦ୍ୱାର
Read More...

ନାମିବ୍ୟାରୁ ଆସିଥିବା ଚିତା ଗାଆଁରେ ବୁଲୁଛି

ମଧ୍ୟପ୍ରଦେଶ; କୁନୋ ଜାତୀୟ ଉଦ୍ୟାନରୁ ଚିତା ବାହାରି ହଠାତ୍ ଚିତା ଗାଁରେ ପ୍ରବେଶ କରିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ଏହି ଚିତାର ନାଁ ଓବାନ୍ ବୋଲି କୁହାଯାଉଛି, ଯାହାକୁ ସେପ୍ଟେମ୍ବର ୨୦୨୨ରେ ନାମ୍ବିଆରୁ ଭାରତକୁ ଅଣାଯାଇଥିଲା । ଫେବ୍ରୁଆରି ମାସରେ, ଏହି ଚିତାଗୁଡିକୁ
Read More...

ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ ରାସ୍ତାରେ ଦୁର୍ଘଟଣା

ନୂଆଦିଲ୍ଲୀ; ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ୍ ମୁଖ୍ୟ ରାସ୍ତାରେ ଥିବା ଶେରଗଡି ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ଜଣ ପ୍ରାଣ ହରାଇଥିବାବେଳେ ଅନେକ ଆହତ ହୋଇଥିବା କଥା ସାମ୍ନାକୁ ଆସିଛି। ଏହି ରାଜପଥରେ ଏକ ବସ୍ ନିୟନ୍ତ୍ରଣ ହରାଇ ଖାତକୁ ଖସିପଡିଛି । ଦୁର୍ଘଟଣା
Read More...

ଜେଲରୁ ମୁକୁଳିଛନ୍ତି କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ

ପଞ୍ଜାବ; ଆଜି ପଞ୍ଜାବର ପଟିଆଲା ଜେଲରୁ ମୁକୁଳିଛନ୍ତି କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ। ରୋଡ ରେଜ ମାମଲାରେ ତାଙ୍କୁ ଏକ ବର୍ଷ ସଜା ହୋଇଥିଲା। ହେଲେ ବର୍ଷ ପୂରଣର ୪୮ ଦିନ ପୂର୍ବରୁ ସେ ମୁକୁଳି ଯାଇଛନ୍ତି। ଏହି ସମୟରେ ଜେଲ ବାହାରେ ସିଦ୍ଧୁଙ୍କ ପ୍ରଶଂସକଙ୍କର ଭିଡ ଲାଗିଥିଲା। ଢୋଲ ବଜାଇ
Read More...

ସୋଆରେ ଜି-୨୦ ପ୍ରେସିଡେନ୍ସି ପାଳନ ନେଇ ସଭା ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୧: ଭାରତର ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଏଥି ନିମନ୍ତେ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନଙ୍କୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଉତ୍କଳ ଦିବସ ଅବସରରେ ଏକ ସଭା ଆୟୋଜିତ ହୋଇଯାଇଛି । ଆସନ୍ତା ଏପ୍ରିଲ୍
Read More...

ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ

ଭୁବନେଶ୍ୱର, ବିଶିଷ୍ଟ ଗବେଷକ ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସୋଆର ପୂର୍ବତନ ଡିନ୍ (ରିସର୍ଚ୍ଚ ଆଣ୍ଡ ଡେଭ୍‌ଲପ୍‌ମେଂଟ) ଭାବେ କାର୍ଯ୍ୟ ତୁଲାଇଥିବା ପ୍ରଫେସର ନନ୍ଦ କୁଳପତି
Read More...