ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ
କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ । ଗୁରିଡିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ମୃତଦେହ ମିଳିଛି । ମଙ୍ଗଳାବାଗ ଥାନା ଆଇଆଇସି ଏ ନେଇ ସୂଚନା ଦେଇଛନ୍ତି । ତାଙ୍କ ଦେହରେ ଅନେକଗୁଡ଼ିଏ କ୍ଷତ ଚିହ୍ନ ଏବଂ ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଥିବାର ସୂଚନା ମିଳିଛି।!-->…
Read More...
Read More...