ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ୫ନୂଆ ପରାମର୍ଶଦାତା ନିଯୁକ୍ତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ୫ନୂଆ ପରାମର୍ଶଦାତା ନିଯୁକ୍ତି କରିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତମାନର ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ
Read More...

ମାଲକାନଗିରିକୁ ଗଡ଼ିଲା ବାଇକ୍‌ ଆମ୍ୱୁଲାନ୍ସ

ମାଲକାନଗିରି; ଦୀର୍ଘ ଦିନର ଦୂର ହେଲା ଦୁଃଖ । ଆଜିଠାରୁ ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳକୁ ପ୍ରଥମ ଥର ପାଇଁ ଗଡ଼ିଲା ବାଇକ୍‌ ଆମ୍ୱୁଲାନ୍ସ। ନାବାର୍ଡ଼ ସହାୟତାରେ ଦୁଇ ବାଇକ୍‌ ଆମ୍ୱୁଲାନ୍ସ ଯୋଗାଇ ଦେଇଛି ଜିଲ୍ଲା ପ୍ରଶାସନ। ଏହି ବାଇକ ଆମ୍ବୁଲାନ୍ସ ମାଧ୍ୟମରେ ଦୁର୍ଗମ ଅଞ୍ଚଳରୁ
Read More...

୨୬ ଦିନିଆ ସୋଆ କପ୍ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ବୁଧବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୨ ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଠାରେ ଉଦ୍‌ଘାଟିତ ହୋଇଯାଇଛି । ୨୬ ଦିନ ଧରି ଚାଲିବାକୁ ଥିବା ଏହି ସୋଆ କପ୍‌ରେ ୧୨ ରୁ ଅଧିକ କ୍ରୀଡା ପ୍ରତିଯୋଗିତାରେ
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ରାଉରକେଲା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଯିବେ । ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲା ସହରରେ ମୋ ବସ ସେବା ମଧ୍ୟ
Read More...

ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ କରୁଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଳବାଇର କାର୍ଯ୍ୟରତ ଅଫିସରଙ୍କ ଭୁବନେଶ୍ୱର ସମେତ ମୋଟ ୪ଟି ଜାଗାରେ ଚଢ଼ାଉ କରୁଛି ସିବିଆଇ। ଭୁବନେଶ୍ୱରର ୨ଟି, କଟକ ଓ ଜଗତସିଂହପୁରର
Read More...

ରାସ୍ତା କଡକୁ ଓଲଟିଲା ବସ୍, ୪୦ ଜଣ ଆହତ

ଆଳି; କେନ୍ଦ୍ରାପଡାର ଆଳି ସିଙ୍ଗିରରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍, ୪୦ ଜଣ ଆହତ । ତେବେ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ତୁରନ୍ତ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ବସରେ ମୋଟ ୭୦ ଜଣ ଯାତ୍ରୀ ଥିଲେ । ରାସ୍ତା କଡକୁ ଖସି ପଡିବା
Read More...

ରାତି ଅଧରେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଆକ୍ରମଣ ଉଦ୍ୟମ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ରାତି ଅଧରେ ଜଣେ ମହିଳା ସବ୍-ଇନ୍ସପେକ୍ଟରଙ୍କ କାର୍‌କୁ କିଛି ଦୁର୍ବୃତ୍ତ ପିଛା କରିଥିବା ଅଭିଯୋଗ ହୋଇଛି । ସେମାନେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଖଣ୍ଡାରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିବା ସୂଚନା ରହିଛି । ଜାଣିବାକୁ ମିଳିଛି ଯେ
Read More...

ଏଏସ୍‌ଆଇ ଗାଡି ଧକ୍କାରେ ୪ରୁ ଅଧିକ ଆହତ

ନୂଆଦିଲ୍ଲୀ: ଗତକାଲି ରାତିରେ ଦିଲ୍ଲୀର ଦ୍ବାରକା ମୋର୍‌ ଅଞ୍ଚଳରେ ଦିଲ୍ଲୀ ପୁଲିସର ସହକାରୀ ସବ୍‌-ଇନ୍ସପେକ୍ଟର୍‌ଙ୍କ କାର୍‌ ଗୋଟିଏ ‘ପିସିଆର୍‌’ ଭ୍ୟାନ୍‌ ସମତେ ୬ଟି ଗାଡ଼ିକୁ ଧକ୍କା ଦେଇ ନଷ୍ଟ କରିବା ସହିତ କେତେଜଣ ଲୋକଙ୍କୁ ମଧ୍ୟ ଆହତ କରିଥିବା କଥା ପୁଲିସ କହିଛି।
Read More...

ଆସନ୍ତାକାଲିଠୁ ଆରମ୍ଭ ହେବ ଫାଇଭ୍ ଜି ସେବା

ଭୁବନେଶ୍ବର; ଆସନ୍ତା କାଲି ଓଡ଼ିଶାବାସୀ ପାଇବେ 5-G ସେବା। ଦିନକ ପରେ ଭୁବନେଶ୍ୱରରୁ ଏହି ସେବାକୁ ଲଞ୍ଚ କରିବେ କେନ୍ଦ୍ର ଆଇଟି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଭୁବନେଶ୍ୱର, କଟକ ସମେତ ଅନ୍ୟ କେତେକ ସ୍ଥାନରେ ଏହି ସେବା ଆରମ୍ଭ ହେବାକୁ ଯାଉଛି ।
Read More...

ଆରମ୍ଭ ହେଲା ଚିଲିକାରେ ପକ୍ଷୀ ଗଣନା

ପୁରୀ; ଆଜିଠୁ ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା । ସକାଳ ୬ ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଥିବା ବେଳେ ମଧ୍ୟ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ଗଣନା ଚାଲିବ । ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଥିବା ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ନୂଆପଡାରେ ଏହି ଗଣନା ଚାଲିଛି । ମୋଟ ଉପରେ
Read More...