ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଭୁବନେଶ୍ବର: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଜଳ ସମ୍ପଦ ବିଭାଗର ମିଳିତ ସହଯୋଗରେ ୧୪ ଜଣ କୃଷକ ଓ ୧୪ଜଣ ଅଧିକାରୀଙ୍କୁ ଏଥିପାଇଁ ମନୋନୀତ କରାଯାଇଛି।୭ ଦିନିଆ ମାଲେସିଆ ଗସ୍ତରେ!-->…
Read More...
Read More...