ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସକାଳୁଆ ସ୍କୁଲ ବ୍ୟବସ୍ଥା ଘୋଷଣା କରିଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜୁନ୍ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ!-->…
Read More...
Read More...