ଆଜି ଅପରାହ୍ମରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା
ପୁରୀ: ପୁରୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ । ଆଜି ଅପରାହ୍ମରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା । ବିଶେଷ ବ୍ୟବସ୍ଥା ମଧ୍ୟରେ ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା!-->…
Read More...
Read More...