ଦୁଇ ଦିନ ଓଡିଶାରେ ରହି ଫେରିଗଲେ ରାଷ୍ଟ୍ରପତି
ଭୁବନେଶ୍ବର; ଆଜି ସକାଳୁ କଡା ସୁରକ୍ଷା ଭିତରେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ଆଦିବାସୀ ନୃତ୍ୟଗୀତରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିଲା । ତେବେ ପୂଜା କରିବା ପୂର୍ବରୁ ବିନ୍ଦୁ ସାଗରରେ ପାଦ ଧୋଇ ଖାଲି ପାଦରେ ଚାଲି ଚାଲି ମନ୍ଦିରରେ ପ୍ରବେଶ କରିଥିଲେ!-->…
Read More...
Read More...