ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଗ୍ୟାସ ଲିକ ଯୋଗୁଁ ନିଆଁ ଲାଗି ୪ ଗୁରୁତର

ରାଉରକେଲା: ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଯିବା ଯୋଗୁ ୪ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ରାଉରକେଲା ସହରର ରେଲୱେ କଲୋନୀର ଛୋଟା ପାର୍କ ନିକଟରେ। ସୂଚନାନୁସାରେ; ଆଜି ପ୍ରାୟ ଦିନ ସାଢେ଼ ୧୨ଟା ସମୟରେ ଏହି ଘଟଣା ଘଟିଥିଲା। ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍‌ରୁ
Read More...

ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ

ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀଯୁଗ ଯୁଗ ପାଇଁ ଅଦମ୍ୟ ସାହସ, ଓ ଅନନ୍ୟ ପରାକାଷ୍ଠାର ବାର୍ତ୍ତା ଦେଇ ଚାଲିବ ବିଜୁ ବାବୁଙ୍କ ଡାକୋଟାଭୁବନେଶ୍ୱର - ରଙ୍ଗେଇଲୁଣ୍ଡା ବିମାନସେବା ର ଶୁଭାରମ୍ଭବିଧାନ ସଭାରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି
Read More...

ଥଣ୍ଡା, ଜ୍ୱର,କାଶ ପାଇଁ ସତର୍କ ସୂଚନା ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ; ଏବେ ଦେଶର ବିଭିନ୍ନ ଭାଗରେ ପ୍ରାୟ ସମସ୍ତଙ୍କୁ ଲାଗି ରହିଛି ଥଣ୍ଡା, ଜ୍ୱର,କାଶ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଏସବୁ ଭିତରେ ଆଜି କେନ୍ଦ୍ର ସରକାର ସତର୍କ ସୂଚନା ବା ଆଡଭାଇଜରୀ ଜାରି କରିଛନ୍ତି। ଆଇସିଏମଆର କହିଛି ଯେ ସମଗ୍ର ଦେଶରେ ଏବେ ଜ୍ୱର ଓ
Read More...

କାଲିଫର୍ଣ୍ଣିଆରେ ବରଫ ଝଡ

କାଲିଫର୍ଣ୍ଣିଆ; ଆମେରିକାର କାଲିଫର୍ଣ୍ଣିଆରେ ବରଫ ଝଡ ଯୋଗୁଁ ୧୩ ସହର ପ୍ରଭାବିତ ହୋଇଛି । ଏଥିରେ ୯ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ବହୁ ଲୋକ ନିଖୋଜ ହୋଇଯାଇଛନ୍ତି । ଝଡ ଭିତରୁ ଲୋକଙ୍କୁ ଉଦ୍ଧାର କରାଯାଉଛି । ଏବେ ସୁଦ୍ଧା ୧ଶହରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇସାରିଲାଣି । ଝଡ ଯୋଗୁ
Read More...

ତେଲ ଡିପୋରେ ଭୟାବହ ଅଗ୍ନିକାଣ୍ଡ

ଜାକର୍ତା; ଇଣ୍ଡେନେସିଆ ରାଜଧାନୀ ଜାକର୍ତାରେ ଥିବା ଏକ ତେଲ ଡିପୋରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁର ଭୟାବହତା ଅଧିକ ଥିବା ବେଳେ ନିଆଁକୁ ଆୟତ କରିବା ସମ୍ଭବ ହୋଇପାରିନଥିଲା । ଅଗ୍ନିକାଣ୍ଡରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି ।
Read More...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଦୁଇ ଅଧିକାରୀ

ଭୁବନେଶ୍ବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଦୁଇ ଅଧିକାରୀ। ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା ଓ କଳାହାଣ୍ଡି ଜିଲ୍ଲା କ୍ଷୁଦ୍ର ଜଳସେଚନ ବିଭାଗ କେବିକେ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ ଏବେ ଜେଲରେ। ତେବେ ଉମେଶ ଜେନାଙ୍କ
Read More...

“ଓଡ଼ିଶା ୱିମେନ୍ ଇନ୍ ମିଡିଆ”ର ଶୁଭାରମ୍ଭ

ଭୁବନେଶ୍ୱର , ୦୪/ ୦୩ : ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ ଓ ଏବଂ ଏହି କ୍ଷେତ୍ର ସହିତ ଜଡ଼ିତ କାର୍ଯ୍ୟରତ ମହିଳାମାନଙ୍କୁ ନେଇ ଗଠନ ହୋଇଥିବା “ଓଡ଼ିଶା ୱିମେନ୍ ଇନ୍ ମିଡିଆ” (ଓଡବ୍ଲୁଏମ୍‌)ର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ମଧ୍ୟ ଉନ୍ମୋଚିତ ହୋଇଯାଇଛି । ଏହି କ୍ଷେତ୍ର ସହିତ ଜଡ଼ିତ ମହିଳାମାନଙ୍କ
Read More...

କୋଭିଡ ଭଳି ଆହ୍ୱାନର ସାମ୍ନା କରିବା ପାଇଁ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍‌

ଭୁବନେଶ୍ୱର , ୦୩/ ୦୩ : କୋଭିଡ ଭଳି ସମସ୍ୟାକୁ ମାନବ ସମାଜ ବାରମ୍ବାର ସାମ୍ନା କରିବାର ଯଥେଷ୍ଟ ସମ୍ଭାବନା ରହିଥିବା ବେଳେ ଏହାକୁ ସାମ୍ନା କରିବା ସହ ମୁକାବିଲା କରିବା ନିମନ୍ତେ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍ ବୋଲି ଗବେଷକ କହିଛନ୍ତି । କୋଭିଡ୍ ୧୯ ଭଳି ସ୍ୱାସ୍ଥ୍ୟ ସମସ୍ୟା
Read More...

ନର୍ସମାନେ ଯତ୍ନର ସହ ରୋଗୀ ସେବା କରିବା ଉଚିତ୍

ଭୁବନେଶ୍ୱର , ୦୩/ ୦୩ : ନର୍ସମାନେ ତ୍ୟାଗ ଓ ସେବାର ପ୍ରତୀକ । ତାଙ୍କ ହାତରେ ମଣିଷର ଜୀବନ ନିର୍ଭର କରେ । ତେଣୁ ସେମାନେ ଯତ୍ନର ସହ ରୋଗୀ ସେବା କରନ୍ତୁ ବୋଲି ଗ୍ୱାଲିୟର ସ୍ଥିତ କ୍ୟାନ୍ସର ହିଲ ହସ୍ପିଟାଲ୍‌ର ଅବସରପ୍ରାପ୍ତ ଅଧ୍ୟକ୍ଷା ପ୍ରଫେସର ରେଣୁକା ଦାସ କହିଛନ୍ତି । ଶିକ୍ଷା ଓ
Read More...

ସେନାର ଶକ୍ତି ବଢ଼ାଇବ ‘ଜେଟପ୍ୟାକ’

ନୂଆଦିଲ୍ଲୀ; ସେନାର ଶକ୍ତି ବଢ଼ାଇବ ‘ଜେଟପ୍ୟାକ’। ଆହୁରି ଶକ୍ତିଶାଳୀ ହୋଇପାରିବ ଭାରତୀୟ ସେନା। ବିମାନ ବିନା ଯବାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେଇଯିବ ଏହି ଜେଟପ୍ୟାକ । ସୂଚନାନୁସାରେ, ବ୍ରିଟେନ ପ୍ରତିରକ୍ଷା ବାହିନୀ ଠାରୁ ଜେଟ୍ ପ୍ୟାକ୍ କିଣିଛି ଭାରତ। ପ୍ରଥମ ପର୍ଯ୍ୟାୟରେ
Read More...