ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଘାରୁଛି କରୋନା ଚିନ୍ତା, ସତର୍କ ରହିବାକୁ ଆଇଏମଏର ଚେତାବନୀ

ପୁଣି କଡ଼ ଲେଉଟାଣି ମାରିଲାଣି ମହାମାରୀ କରୋନା । ଏନେଇ ଦେଶବାସୀଙ୍କୁ ସତର୍କ କରାଇଛି ଇଣ୍ଡିଆନ ମେଡିକାଲ ଆସୋସିଏସନ ବା ଆଇଏମଏ। ଦେଶବାସୀଙ୍କୁ ତୁରନ୍ତ କୋଭିଡର ନିୟମ ପାଳନ କରିବା ସହିତ ସତର୍କ ସୂଚନା ଜାରି କରିଛି । ସଂସ୍ଥା ପକ୍ଷରୁ କୁହାଯାଇଛି କି, ସଂକ୍ରମଣରୁ ବର୍ତ୍ତିବାକୁ ହେଲେ
Read More...

ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର

୨୦୨୨ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରରେ ସମ୍ମାନିତ ହେବେ ଓଡ଼ିଆ ଭାଷାରେ କବି ଡ. ଗାୟତ୍ରୀବାଳା ପଣ୍ଡା । କବିତା ପୁସ୍ତକ 'ଦୟାନଦୀ' ପାଇଁ ସେ ମର୍ଯ୍ୟାଦାଜନକ ସାହିତ୍ୟ ଏକାଡେମୀ ୨୦୨୨ ପାଇଁ ମନୋନୀତ ହୋଇଛନ୍ତି । ପୁରସ୍କାର ସ୍ୱରୂପ ୧ ଲକ୍ଷ ଟଙ୍କା ଅର୍ଥରାଶି ଓ ତାମ୍ର ଫଳକ କେନ୍ଦ୍ର
Read More...

ଆଜି ବର୍ଷର ସବୁଠୁ ଛୋଟ ଦିନ ଓ ବଡ଼ ରାତି

ଆଜି ହେବ ବର୍ଷର ସବୁଠୁ ବଡ଼ ରାତି । ସେହିପରି ସବୁଠୁ ଛୋଟ ଦିନ ଦେଖିବେ ଉତ୍ତର ଗୋଲାର୍ଦ୍ଧର ବାସିନ୍ଦା। ସନ୍ଧ୍ୟାରେ ସୂର୍ଯ୍ୟାସ୍ତ ଠାରୁ ‌ଆସନ୍ତାକାଲି ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ସମୟ ରହିବ ୧୩ ଘଣ୍ଟା ୧୯ ମିନିଟ୍‌ । ଅର୍ଥାତ୍‌ ୧୩ ଘଣ୍ଟା ୧୯ ମିନିଟ୍‌ ରହିବ ରାତିର ଅବଧି । ସେହିପରି ସବୁଠୁ
Read More...

୧୮୦୬ କୋଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର ଗସ୍ତରେ ଯାଇ ୧୮୦୬ କୋଟି ଟଙ୍କାର ୧୯୧ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ମିଶନ ଶକ୍ତି ଋଣ ସହାୟତା ପ୍ରଦାନ କରିଛନ୍ତି ନବୀନ । ଏଥିସହିତ ଓଡ଼ିଆ ସାହିତ୍ୟର
Read More...

ଓସ୍କାର ରେସରେ ‘କନ୍ତାରା’

ବଡ ବଡ ଫିଲ୍ମକୁ ପଛରେ ପକାଇ ଥିବା ସାଉଥର ସ୍ବଳ୍ପ ବଜେଟ୍ ଫିଲ୍ମ ‘କନ୍ତାରା’ ଏବେ ଆଉ ଏକ ରେକର୍ଡ ମୁହାଁ ହୋଇଛି । ଓସ୍କାର ରେସରେ ସାମିଲ ହେବାକୁ ଯାଉଛି ଚଳିତ ବର୍ଷର ସବୁଠାରୁ ବଡ ବ୍ଲକବଷ୍ଟର ହିଟ୍ ଫିଲ୍ମ ‘କନ୍ତାରା’ । ନିଆରା କାହାଣୀ ଓ ବକ୍ସ ଅଫିସରେ ଦମଦାର ବ୍ୟବସାୟ କରି ପ୍ରତ୍ୟେକ
Read More...

ହନୁମାନଙ୍କ କୃପାରୁ ଯୋଡ଼ି ହୁଏ ଲୋକଙ୍କ ଭଙ୍ଗା ହାଡ଼

ମଧ୍ୟପ୍ରଦେଶ; ଭାରତ ଏକ ଧାର୍ମିକ ଦେଶ । ଏଠାରେ କିଛି ମନ୍ଦିର ଏପରି ବି ଅଛି, ଯାହାକୁ ଚମତ୍କାରୀ ବୋଲି କୁହାଯାଏ। କେତେକ ମନ୍ଦିରରେ ଅନେକ ରହସ୍ୟ ଲୁଚି ରହିଛି, ଯାହା ଉପରୁ ଆଜି ପର୍ଯ୍ୟନ୍ତ ବି ପରଦା ଉଠିପାରିନାହିଁ। ହିନ୍ଦୁ ଧର୍ମରେ ୩୩ କୋଟି ଦେବା ଦେବୀ ଅଛନ୍ତି । ସେମାନଙ୍କ ମଧ୍ୟରେ
Read More...

ସମ୍ ନର୍ସିଂ କଲେଜ ପକ୍ଷରୁ ନର୍ସମାନଙ୍କ ନିମନ୍ତେ କର୍ମଶାଳା

ଭୁବନେଶ୍ୱର,୨୧ /୧୨ : ରୋଗୀଙ୍କ ସେବା କରୁଥିବା ନର୍ସମାନେ ସେମାନଙ୍କର ଯତ୍ନ ନେବା ସହ ତାଙ୍କ ଚିକିତ୍ସା ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିବା ଉଚିତ୍ । ଚିକିତ୍ସା କରିବା ସମୟରେ ସମସ୍ତ ପ୍ରକାର ତ୍ରୁଟିକୁ ଏଡାଇବା ନିମନ୍ତେ ଯତ୍ନବାନ ହେବା ଉଚିତ୍ । ଔଷଧ, ଏହାର ପାଶ୍ୱର୍
Read More...

ଆଫଗାନିସ୍ତାନରେ ମହିଳାଙ୍କୁ ବିଶ୍ୱବିଦ୍ୟାଳୟ ମନା

ଆଫଗାନିସ୍ତାନ; ମହିଳାଙ୍କ ବିଶ୍ୱବିଦ୍ୟାଳୟ ପାଠ ପଢ଼ାରେ ଲାଗିଲା କଟକଣା । ମଙ୍ଗଳବାର ଠାରୁ ଏହି କଟକଣା ଲଗାଇଛନ୍ତି ତାଲିବାନ ସରକାର । ଏନେଇ ତାଲିବାନ୍ ଉଚ୍ଚ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଚିଠି କରାଯାଇଛି । ଝିଅମାନଙ୍କ ବିଶ୍ୱବିଦ୍ୟାଳୟ
Read More...

ଜାନୁଆରୀରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ୍‌

ନ୍ୟୁଜ୍ ବ୍ୟୁରୋ; ଆଉ କିଛି ଦିନର ଅପେକ୍ଷା ପରେ ଆସୁଛି ନୂତନ ବର୍ଷ ୨୦୨୩ । ନୂଆ ବର୍ଷ ଆରମ୍ଭ ପୂର୍ବରୁ ମଧ୍ୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଦ୍ୱାରା ୨୦୨୩ ପାଇଁ ବ୍ୟାଙ୍କ ଛୁଟିଦିନର ତାଲିକା ପ୍ରକାଶ ପାଇଛି । ଯାହା ଅନୁଯାୟୀ, ନୂତନ ବର୍ଷର ପ୍ରଥମ ମାସରେ ଅର୍ଥାତ୍ ଜାନୁୟାରୀ ୨୦୨୩ ରେ
Read More...

ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ବର; ପୁରୀ ପରେ ଏବେ ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ । ଆଜିଠାରୁ ସହରରେ ଆରମ୍ଭ ହେଲା ‘ଡ୍ରିଙ୍କ ଫ୍ରମ ଟ୍ୟାପ୍‍’ ଯୋଜନା । ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋପାଳପୁରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ସହିତ ରାଜ୍ୟର ୧୯ ଟି
Read More...