ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସମଗ୍ର ବିଶ୍ୱରେ କରୋନା ସ୍ଥିତି ଅଣାୟତ୍ତ

ନୁଆଦିଲ୍ଲୀ; ଚୀନ ସମେତ ସମଗ୍ର ବିଶ୍ୱରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି । ଗତ ସପ୍ତାହେ ମଧ୍ୟରେ କରୋନା ସଂକମ୍ରଣ ନେଇ ୩୬ ଲକ୍ଷ କେସ୍‌ ସାମ୍ନାକୁ ଆସିଥିବା ବେଳେ ଗତ ୭ ଦିନରେ ୧୦ ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ଚୀନ ପରେ ଆମେରିକା, ଜାପାନ, ବ୍ରାଜିଲ, ଦକ୍ଷିଣ କୋରିଆ, ଜର୍ମାନୀ
Read More...

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ଭୁବନେଶ୍ବର; ପୁଣି ଭିଜିଲାନ୍ସ କବ୍ଜାରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକଲ ଆମ୍ପା ଭାଲି ଲାଇମ ଷ୍ଟୋନ୍ ମାଇନ୍ସର ଡେପୁଟି ମ୍ୟାନେଜର ଗୟା ସାଆନ୍ତରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଗୟା ସାଆନ୍ତରାଙ୍କ ଘର ଓ ଅଫିସ ସମେତ ୭ଟି ସ୍ଥାନରେ ରେଡ୍
Read More...

ଜେଲରେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

କଣ୍ଟାବାଞ୍ଝି; ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆଜି କଣ୍ଟାବାଞ୍ଝି ଜେଲ୍ ଭିତରେ ରଶି ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହା ଦେଖିବା ପରେ ଜେଲ କର୍ତ୍ତୃପକ୍ଷ ତାଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ହେଲେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର।
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ଜମ୍ମୁ କଶ୍ମୀର; ଜମ୍ମୁ କଶ୍ମୀରର ସୋପିଆନରେ ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଲସ୍କର-ଏ-ତୋଇବା ଆତଙ୍କବାଦୀ। ତେବେ ଆତଙ୍କବାଦୀଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ସର୍ଚ୍ଚ ଅପରେସନ୍ ଜାରି ରଖିଛି ଭାରତୀୟ ସେନା । ଜମ୍ମୁ-କଶ୍ମୀର
Read More...

ପହିଲାରୁ ଟ୍ବିନ ସିଟିରେ ଗଡିବନି ଭାରୀଯାନ

କଟକ; ଜାନୁଆରୀ ପହିଲାରୁ ଟ୍ବିନ ସିଟିରେ ଭାରୀଯାନ ଗଡ଼ିବା ଉପରେ ଲାଗିଲା କଟକଣା । ଏହି କଟକଣା ଆସନ୍ତା ୧୨ ତାରିଖ ଯାଏଁ ବଳବତ୍ତର ରହିବ । ସୂଚନା ଅନୁଯାୟୀ, ପୁରୁଷ ହକି ବିଶ୍ୱ କପ୍ ୨୦୨୩ର ଉଦଘାଟନୀ ସମାରୋହକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି କଟକ ଜିଲ୍ଲା ପ୍ରଶାସନ । ପ୍ରଶାସନ
Read More...

ରାଉରକେଲାରେ ବିମାନ ସେବା ଖୁବଶୀଘ୍ର

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ରାଉରକେଲା ଗସ୍ତବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷାଷ୍ଟାଡିଅମ ଓ ବିମାନ ବନ୍ଦର ନିର୍ମାଣ ସଂପୂର୍ଣ୍ଣଜାନୁଆରୀ ୧୩ରେ ପ୍ରଥମ ମ୍ୟାଚ ଭାରତ ଓ ସ୍ପେନ
Read More...

ରାଉରକେଲାରେ ଗଡିବ ‘ମୋ ବସ୍’

ରାଉରକେଲା; ଭୁବନେଶ୍ୱର, କଟକ ଓ ପୁରୀ ପରେ ଏଣିକି ଇସ୍ପାତ ନଗରୀରେ ଗଡ଼ିବ ମୋ ବସ୍ । ହକି ବିଶ୍ୱକପ ପୂର୍ବରୁ ମୋ ବସ ସେବାରେ ସାମିଲ ହେବ ଅଧିକ ୩୦ଟି ବସ୍‌ । ୩୦ଟି ପ୍ରଦୂଷଣ ମୁକ୍ତ ତଥା ଶୀତତାପ ନିୟନ୍ତ୍ରିତ ଇକେକ୍ଟ୍ରିକ ବସ୍‌। ବିଶ୍ବକପ୍ ପୂର୍ବରୁ ୨୫ଟି ବସ୍ କ୍ରୁଟ ପକ୍ଷରୁ
Read More...

ମଙ୍ଗଳନାଥଙ୍କୁ ପୂଜା କଲେ ଦୂର ହୋଇଥାଏ ମଙ୍ଗଳ ଦୋଷ

ଉଜ୍ଜୟିନୀ; ଉଜ୍ଜୟିନୀକୁ ମହାକାଳଙ୍କ ନଗରୀ କୁହାଯାଇଥାଏ । ଏହି ପବିତ୍ର ସ୍ଥାନରେ ବହିଯାଇଛି ସିପ୍ରା ନଦୀ । ଏହି ପବିତ୍ର ତଟର ପାଦ ଦେଶରେ ଅମଙ୍ଗଳକୁ ମଙ୍ଗଳରେ ପରିବର୍ତ୍ତନ କରିବା ପାଇଁ ପୂଜା ପାଇଥାନ୍ତି ଭଗବାନ ମଙ୍ଗଳନାଥ । ଦେଶରେ ମଙ୍ଗଳ ଭଗବାନଙ୍କର ଅନେକ ମନ୍ଦିର ରହିଛି କିନ୍ତୁ ଭଗବାନ
Read More...

ବିମାନ ଦୋହଲିବାରୁ ୩୬ ଯାତ୍ରୀ ଆହତ

ହନଲୁଲୁ; ଲ୍ୟାଣ୍ଡିଂର ଅଧଘଣ୍ଟା ପୂର୍ବରୁ ମଝି ଆକାଶରେ ଦୋହଲିଲା ବିମାନ । ଘଟଣାରେ ୩୬ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏଥିସହିତ ୨୦ ଜଣଙ୍କୁ ଏମରେଜନ୍ସି ଚିକିତ୍ସା ପାଇଁ ହନଲୁଲୁ ମେଡିକାଲ ସର୍ଭିସେସ୍‌କୁ ପଠାଯାଇଛି । ଆହତ
Read More...

ମିସେସ୍‌ ଓ୍ଵାଲ୍ଡ ମୁକୁଟ ପିନ୍ଧିଲେ ସରଗମ କୌଶଲ

ଆମେରିକା; ୨୧ ବର୍ଷ ପରେ ଭାରତକୁ ମିଳିଲା ମିସେସ୍ ଓ୍ବାଲ୍ଡ ଟାଇଟଲ୍ । ୨୦୨୨-୨୩ର ମିସେସ୍‌ ଓ୍ଵାଲ୍ଡ ମୁକୁଟ ପିନ୍ଧିଲେ ସରଗମ କୌଶଲ । ଲସ ଭେଗସରେ ଚାଲିଥିବା ଗାଲା ଇଭେଣ୍ଟରେ ଜମ୍ମୁ ଓ କାଶ୍ମୀରର ବାସିନ୍ଦା ଏହି ଟାଇଟଲର ଅଧିକାରୀ ହୋଇଛନ୍ତି । ୬୩ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ
Read More...