ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ପାରସ୍ପରିକ ସହଭାଗିତା ନେଇ ସୋଆ ଏବଂ ୟୁଏସ୍‌ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୨୪/୦୪: ପାରସ୍ପରିକ ସହଭାଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇଟି ସର୍ଭିସେସ୍ ଓ ସଲ୍ୟୁସନ୍ସ କ୍ଷେତ୍ରରେ କାର୍ଯ୍ୟରତ ଥିବା କମ୍ପାନୀ ୟୁଏସ୍‌ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ସୋମବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି ।ଏହି ବୁଝାମଣାଟି ସୋଆର ପ୍ରୋ-…
Read More...

ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍‌ଆର ମାନ୍ୟତା

ଭୁବନେଶ୍ୱର, ୨୪/୦୪: ଦେଶର ଅଗ୍ରଣୀ କରେଂଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ (ସିଏସ୍‌ଆର୍‌) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ କରାଯିବା ସହ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା…
Read More...

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି  । ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ। ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି  । ସେହିପରି ବିଜୁ ସେତୁ ଯୋଜନାର ଅବଧିକୁ ୨୦୨୫-୨୬ ମସିହାକୁ ବୃଦ୍ଧି କରାଯିବା…
Read More...

୩୫ ଲକ୍ଷ ଚାଷୀଙ୍କୁ ସୁଧ ରିହାତି ବିତରଣ କ‌ଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀମାନଙ୍କୁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…
Read More...

ଆଜି ଠାରୁ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ

ପୁରୀ: ଆଜିଠାରୁ ବିଧିବଦ୍ଧଭାବେ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ। ଗତକାଲି ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣର ଅନୁକୂଳ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି। ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ,…
Read More...

ବିଜେବି କଲେଜର ୩ ଜଣ ଛାତ୍ରଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ

ଭୁବନେଶ୍ବର: ବିଜେବି କଲେଜ ରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖାଯାଇଛି। ବିଜେବି କଲେଜ ପରିସରରେ ଶନିବାର ପୁଣି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିବା ନେଇ ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର…
Read More...

ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ବର: କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।  ଏ ଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ବିଜୟଙ୍କ ନାଁରେ ମୋହର ଲାଗିଛି। ଅନ୍ୟପକ୍ଷରେ ରାଜ୍ୟ କଂଗ୍ରେସ ପକ୍ଷରୁ ୨୭ ଜଣିଆ ରାଜନୀତିକ…
Read More...

ପଞ୍ଚଭୂତରେ ଲୀନ ହେଲା ସହିଦ ଦେବାଶିଷଙ୍କ ପାର୍ଥୀବ ଶରୀର

ସତ୍ୟବାଦୀ: ଶହୀଦ ଦେବାଶିଷ ବିଶ୍ୱାଳ ଅମର ରହେ । ପୁଞ୍ଚରେ ଆତଙ୍କୀ ଆକ୍ରମଣରେ ସହିଦ ହୋଇଥିବା ସତ୍ୟବାଦୀର ସହିଦ ଦେବାଶିଷ ବିଶ୍ୱାଳ ପଞ୍ଚଭୂତରେ ଲୀନ ହୋଇଛନ୍ତି । ଜନ୍ମସ୍ଥାନ ଅଳଗୁମରେ ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି । ଅଳଗୁମ ଶ୍ମଶାନରେ ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର ସମ୍ପନ୍ନ…
Read More...

ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ଛାତ୍ରଛାତ୍ରୀଙ୍କୁ ୪ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ

ଭୁବନେଶ୍ୱର, ୨୧/୦୪: ଦୁର୍ଘଟଣା ଜନିତ ଅଗ୍ନିକାଣ୍ଡର ପ୍ରତିକାର ନିମନ୍ତେ ଏକ ଅଭିନବ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ । ଏଠାରେ ଗୁରୁବାର ଆରମ୍ଭ ହୋଇଥିବା ୩ ଦିନିଆ ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍…
Read More...

ବଢ଼ୁଛି କରୋନା: ୮ ରାଜ୍ୟକୁ ଚିଠି ଲେଖି ସତର୍କ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ

ନୂଆଦିଲ୍ଲୀ: ଭାରତରେ ପୁଣି କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ତାଜା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ କରୋନାର ୧୧,୬୯୨ ନୂଆ ମମଲା ସାମ୍ନାକୁ ଆସିଛି । ଏବେ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୬ ହଜାରରୁ ଅଧିକ…
Read More...