ପ୍ରତି ୬ ବର୍ଷରେ ଡାକ୍ତରଙ୍କୁ ମିଳିବ ୪ଥର ପ୍ରମୋସନ
ଭୁବନେଶ୍ୱର:ଏବେ ପ୍ରତି ୬ ବର୍ଷରେ ସରକାରୀ ଡାକ୍ତରଙ୍କୁ ମିଳିବ ପ୍ରମୋସନ । ଚାକିରିର ୬, ୧୨, ୧୮ ଓ ୨୪ବର୍ଷରେ ପଦୋନ୍ନତି ମିଳିବ । ଓଡ଼ିଶା ମେଡିକାଲ ଓ ହେଲଥ ସର୍ଭିସରେ କାର୍ଯ୍ୟରତ ଡାକ୍ତରଙ୍କୁ ସେମାନଙ୍କର କ୍ୟାରିୟର ମଧ୍ୟରେ ୪ ଥର ପ୍ରମୋସନ ମିଳିବ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ!-->…
Read More...
Read More...