ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଟ୍ରକକୁ ପିଟିଲା କାର ; ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ

ଖୋର୍ଦ୍ଧା; ଆନ୍ଧ୍ରରୁ ପୁରୀ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ବଡ଼ପୋଖରିଆ ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଦ୍ରୁତ  ଗତିରେ ଆସୁଥିବା ଏକ କାର୍‌ ପିଟି ଦେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି
Read More...

ପୁଣି ମାସେ ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଅବଧି

ଭୁବନେଶ୍ବର; ଗାଡ଼ି ଚାଳକଙ୍କୁ ମିଳିଲା ଆଶ୍ୱସ୍ତି । ପୁଣି ଥରେ ମାସେ ଯାଏଁ ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ର ଅବଧି । ଅର୍ଥାତ ଡିସେମ୍ବର ୩୧ ଯାଏଁ ସମୟସୀମା ବୃଦ୍ଧି ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ତେବେ ଯେଉଁ ସବୁ ଗାଡ଼ିର ନମ୍ୱର ପ୍ଲେଟ୍‌ର ଶେଷ ଅଙ୍କ
Read More...

ଡିସେମ୍ବର ୯ରୁ ମାଟ୍ରିକ୍ ଖାତା ମୂଲ୍ୟାୟନ

କଟକ; ଶେଷ ହୋଇଛି ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ ତାରିଖରୁ ମୂଲ୍ୟାୟନ ହେବ ମାଟ୍ରିକ୍ ଖାତା । ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ। ସକାଳ ୯ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଖାତା ଦେଖା । ୧୦ ଦିନରେ ଖାତା ଦେଖା ସାରିବା ଲକ୍ଷ୍ୟ ରଖା ଯାଇଥିବା
Read More...

୧୦ ବର୍ଷରେ ୧୫୦୦ ପରମାଣୁ ଅସ୍ତ୍ର ତିଆରି କରିବ ଚୀନ

ଚୀନ୍; ପରମାଣୁ ଅସ୍ତ୍ର ସଂଖ୍ୟା ପ୍ରାୟ ୪ ଗୁଣକୁ ବୃଦ୍ଧି କରିବ ଚୀନ । ଏହି ବଡ ଯୋଜନାକୁ ନେଇ ପେଣ୍ଟାଗନ୍‌ ସୂଚନା ଦେଇଛି । ପେଣ୍ଟାଗନ୍ ରିପୋର୍ଟରେ ଦାବି କରାଯାଇଛି ଯେ ଚୀନ୍ ନିଜର ଆଣବିକ ଶକ୍ତିର ଆଧୁନିକୀକରଣକୁ ବିସ୍ତାର କରିବାକୁ ଲକ୍ଷ୍ୟ ରଖିଛି । ୨୦୩୫ ସୁଦ୍ଧା ଚୀନ୍ ପାଖରେ ୧୫୦୦
Read More...

ଆଦାନିଙ୍କ ଦଖଲରେ ଏନଡିଟିଭି, ଇସ୍ତଫା ଦେଲେ ପ୍ରଣୟ ଓ ରାଧିକା ରାୟ

ନୂଆଦିଲ୍ଲୀ: ଖୁବଶୀଘ୍ର ଏନଡିଟିଭିର ମାଲିକାନା ପରିବର୍ତ୍ତନ ହେବ। ଅର୍ଥାତ୍ ଜାତୀୟ ନ୍ୟୁଜ ଚ୍ୟାନେଲ ଏନଟିଭିକୁ ନିଜ ଦଖଲକୁ ନେବେ ଶିଳ୍ପପତି ଗୌତମ ଆଦାନି। ନ୍ୟୁ ଦିଲ୍ଲୀ ଟେଲିଭିଜନ ଅଧିଗ୍ରହଣ କରିବାକୁ ଆଦାନୀ ଗ୍ରୁପର ଖୋଲା ପ୍ରସ୍ତାବ ପରେ ଏବେ ଆରଆରପିଆର ହୋଲଡିଂ ପ୍ରାଇଭେଟ ଲିମିଟେଡ
Read More...

ଡିସେମ୍ବର ମାସର ଛୁଟି ତାଲିକା ଘୋଷଣା କଲା ଆରବିଆଇ

ନୂଆଦିଲ୍ଲୀ; ଆସନ୍ତା ମାସ ଅର୍ଥାତ୍‌ ଡିସେମ୍ବରରେ ୧୩ ଦିନ ବ୍ୟାଙ୍କ ବନ୍ଦ ରହିବ । ଛୁଟି ତାଲିକାରେ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର ମଧ୍ୟ ସାମିଲ ରହିଛି । ଏହାବ୍ୟତୀତ କିଛି ପର୍ବପର୍ବାଣୀ ଓ ବିଶେଷ ଦିନକୁ ମଧ୍ୟ ଦୃଷ୍ଟିରେ ରଖି ବ୍ୟାଙ୍କ କାର୍ଯ୍ୟ ହେବ ନାହିଁ । ତେବେ ଛୁଟି ତାଲିକା
Read More...

ବିଲଡିଂରେ ନିଆଁ ଲାଗି ୩ ପିଲାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ; ଉତ୍ତର ପ୍ରଦେଶର ଫିରୋଜାବାଦରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ। ଏକ ବିଲଡିଂରେ ନିଆଁ ଲାଗି ୩ ପିଲାଙ୍କ ସମେତ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆଉ ୩ ଜଣ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯେଉଁ
Read More...

ଆଜିଠୁ ଆରମ୍ଭ ହେବ ‘ମେକ୍ ଇନ୍ ଓଡ଼ିଶା’ ସମ୍ମିଳନୀ

ଭୁବନେଶ୍ବର; ଓଡ଼ିଶା ଶିଳ୍ପ ଜଗତରେ ସୃଷ୍ଟି ହେବ ନୂଆ ଅଧ୍ୟାୟ ।ଆଜିଠୁ ଆରମ୍ଭ ହେବ ରାଜ୍ୟର ସବୁଠାରୁ ବଡ଼ ନିବେଶ ମେଳା ‘ମେକ୍ ଇନ୍ ଓଡ଼ିଶା’ ସମ୍ମିଳନୀର ତୃତୀୟ ସଂସ୍କରଣ । ରାଜଧାନୀର ଜନତା ମଇଦାନରେ ଜମିବ ଦେଶ ବିଦେଶର ୧୦୦ରୁ ଅଧିକ ଶିଳ୍ପପତି ସମାଗମ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ
Read More...

ମିଶନ ଶକ୍ତି ମା’ମାନଙ୍କୁ ନବୀନଙ୍କ ଭେଟି

ଭୁବନେଶ୍ୱର: ରାଜ୍ୟର ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ
Read More...

ଶତ୍ରୁ ଡ୍ରୋନକୁ ରୋକିବ ଭାରତୀୟ ସେନାର ‘ଇଗଲ ବାହିନୀ’

ଉତ୍ତରାଖଣ୍ଡ; ଏଣିକି ଚିଲ ଖସାଇବ ଶତ୍ରୁ ପକ୍ଷର ଡ୍ରୋନ୍ । ସୀମାରେ ପ୍ରବେଶ ମାତ୍ରେ ଶତ୍ରୁର ଡ୍ରୋନକୁ ଝାମ୍ପିନେବ ଭାରତୀୟ ସେନାର ‘ଇଗଲ ବାହିନୀ’ । ଇଣ୍ଡିଆନ୍ ଆର୍ମିରେ ଖୁବଶୀଘ୍ର ସାମିଲ ହେବାକୁ ଯାଉଛି ‘ଫାଲକନ୍ ଟ୍ରୁପ୍’ ବା ‘ଇଗଲ ବାହିନୀ’ । ଉତ୍ତରାଖଣ୍ଡର ଅଉଲିରେ ଇଣ୍ଡୋ-ୟୁଏସ୍
Read More...