ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

କାଲିଠୁ ଆରମ୍ଭ ଅଙ୍ଗନବାଡି କେନ୍ଦ୍ର ସମେତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏପ୍ରିଲ ୧୭ରୁ ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପ୍ରଥମରୁ ଦ୍ବାଦଶ ‌ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ। ସ୍ଥଳବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି…
Read More...

ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଆଜି ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାରୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ବିଜେବି କଲେଜରେ ଇଣ୍ଟିଗ୍ରେଟେଡ ଏମବିଏ ପଢ଼ୁଥିବା ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣରେ ଆହତ ହୋଇଥିବା ଛାତ୍ର ହେଉଛନ୍ତି ଶାଶ୍ୱତ ପଣ୍ଡା ।…
Read More...

ରାଜଧାନୀରେ ଗ୍ରିଲ ତାଡି ଲୁଟିନେଲେ ୩ ଲକ୍ଷ ଟଙ୍କା

ଭୁବନେଶ୍ବର; ରାଜଧାନୀ ଭୁବନେଶ୍ୱରେ ଏକ ବଡ ଧରଣର ଲୁଟ ହୋଇଛି । ଗ୍ରିଲ ତାଡି ଲୁଟିନେଇଛନ୍ତି ୩ ଲକ୍ଷ ଟଙ୍କା ସହ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ । ଏକ ଘଣ୍ଟାର ଅପରେସନରେ ଲୁଟିନେଲେ ୩ ଲକ୍ଷ ଟଙ୍କା ସୂଚନାଯୋଗ୍ୟ, ଗଜପତିନଗରରେ ଇଲେକ୍ଟ୍ରିକାଲ କଣ୍ଟ୍ରାକ୍ଟରଙ୍କ ଅଫିସରେ କଳାକନା…
Read More...

ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଏସଓପି ପ୍ରସ୍ତୁତ କରିବ ଗୃହମନ୍ତ୍ରଣାଳାୟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମାଫିଆ ଡନ୍ ଅତିକ୍ ଅହମଦ ଏବଂ ତାର ଭାଇ ଅସରଫର ହତ୍ୟା ଘଟଣା ପରେ ଗୃହମନ୍ତ୍ରଣାଳାୟ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ବଡ଼ ପଦକ୍ଷେପ ଗ୍ରହଣ କରିଛି । ଗୃହ ମନ୍ତ୍ରଣାଳୟ ଏସଓପି ପ୍ରସ୍ତୁତ କରିବା ନେଇ ନିଷ୍ପତ୍ତି ନେଇଛି । ପ୍ରକାଶଥାଉକି, ଅତିକ ଏବଂ ଅସରଫର…
Read More...

ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ବିଦେଶୀ ରାଜନେତା ଓ ପ୍ରତିନିଧିଙ୍କ ପ୍ରଶଂସା

ଭୁବନେଶ୍ୱର, ୧୫/୦୪: ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଥିବା ଭାରତୀୟ ଗଣତାନ୍ତ୍ରିକ ଭାବଧାରା ସଂପର୍କରେ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ଗଣତାନ୍ତ୍ରିକ ଦେଶର ପ୍ରତିନିଧିମାନେ ଶନିବାର ଉଚ୍ଚ ପ୍ରଶଂସା କରିଛନ୍ତି । ଭାରତ ବିଶ୍ୱର କେବଳ ସର୍ବ ପୁରାତନ ନୁହେଁ ବରଂ ସର୍ବୋତମ…
Read More...

ଉପର ମୁହାଁ ହେଲାଣି କରୋନା ସଂକ୍ରମଣ

ନୂଆଦିଲ୍ଲୀ; ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୭୫୩ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ…
Read More...

ରାଜ୍ୟର ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ତାରିଖରୁ ବନ୍ଦ ରହିଥିବା ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ । ତେବେ ସ୍କୁଲରେ ପାଠପଢ଼ା ସକାଳ ସାଢ଼େ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ଆଜି ସ୍କୁଲ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା…
Read More...

ସୋଆରେ ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ କର୍ମଶାଳା ରେ ଯୋଗଦେଲେ ୮ ଦେଶର ପ୍ରତିନିଧି

ଭୁବନେଶ୍ୱର, ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଶୁକ୍ରବାର ଭୁବନେଶ୍ୱର ପହଂଚିଛନ୍ତି। ଏହି ପ୍ରତିନିଧି ମାନେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ କର୍ମଶାଳାରେ…
Read More...

ସୋଆର ଗବେଷକ ପ୍ରଫେସର କୁଳମଣି ପରିଡ଼ାଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ

ଭୁବନେଶ୍ୱର, : ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ (ହୀରକ ଜୟନ୍ତୀ) ପାଳନ ଅବସରରେ ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜି କେନ୍ଦ୍ର ର ନିର୍ଦେଶକ ପ୍ରଫେସର କୁଳମଣି ପରିଡାଙ୍କୁ ବିଜ୍ଞାନ କ୍ଷେତ୍ରରେ ପାରଦର୍ଶିତା ତଥା ଗବେଷଣା କ୍ଷେତ୍ରରେ…
Read More...

ଜି-୨୦ ଜନ ଭାଗିଦାରୀ : ସୋଆରେ ଫୁଡ ଫେଷ୍ଟିଭାଲ୍

ଭୁବନେଶ୍ୱର, ୧୪/୦୪ : ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଦିନ ଏକ ଫୁଡ୍‌ଫେଷ୍ଟିଭାଲ୍ ଆୟୋଜିତ ହୋଇଯାଇଛି । ମହାବିଷୁବ ସଂକ୍ରାନ୍ତିରେ ସୋଆର ଛାତ୍ରଛାତ୍ରୀ ଓ ଫାକଲ୍ଟି ମାନଙ୍କ…
Read More...