ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆଜିଠୁ ଆରମ୍ଭ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆଜି ଠାରୁ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ
Read More...

ଭସାଣି ବେଳେ ଦୁର୍ଘଟଣା: ୩୦ରୁ ଅଧିକ ଆହତ, ୪ ଗୁରୁତର

କେନ୍ଦ୍ରାପଡା; କାର୍ତ୍ତିକେଶ୍ୱର ଭସାଣି ଚାଲିଥିବାବେଳେ ବାଣ ଫୁଟି ୩୦ରୁ ଅଧିକ ବ୍ୟକ୍ତି ଆହତ ହେବା ସହ ୪ ଜଣ ଗୁରୁତର ଅଛନ୍ତି। ଏହି ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଟାଉନ୍ ବାଲିଆ ବଜାରରେ। ଏକାଧିକଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ
Read More...

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

() କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେଲା ପ୍ୟାକେଜ() ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ମିଳିବ ୧ ହଜାର ଟଙ୍କା() ପ୍ରତି ସିଜିନାଲ ଷ୍ଟାଫ୍‌ଙ୍କୁ ପ୍ରଦାନ କରାଯିବ୧୫୦୦ ଟଙ୍କା() ସମସ୍ତଙ୍କୁ ବିଏସକେୱାଇ ଯୋଜନାରେ କରାଯିବ ସାମିଲ() ତୋଳାଳି ଓ କର୍ମଚାରୀଙ୍କ ପିଲାମାନଙ୍କୁ ପ୍ରଦାନ
Read More...

‘ଅମ୍ଳାନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଜ୍ୟରେ ରକ୍ତହୀନତା ରୋଗକୁ ଦୂର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ପାଦ ଆଗକୁ ବଢାଇଛନ୍ତି । ଏଣିକି ରକ୍ତହୀନତା ରୋଗରୁ ମୁକ୍ତ ହେବ ଓଡିଶା । ରାଜ୍ୟରେ ଯେପରି କେହି ରକ୍ତହୀନତା ରୋଗୀ ରହିବେନି ସେଥିପାଇଁ ଆଜି 'ଅମ୍ଳାନ' ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ
Read More...

ଆମେରିକାର ୱାଲମାର୍ଟରେ ଗୁଳିକାଣ୍ଡ ଘଟି ୧୦ ମୃତ

ଆମେରିକା; ଆମେରିକାରେ ପୁଣି ଫୁଟିଲା ଗୁଳି। ଭର୍ଜିନିଆ ସ୍ଥିତି ଏକ ୱାଲମାର୍ଟ ଷ୍ଟୋର୍‌ରେ ଗୁଳିମାଡ ହେବାରୁ ଏଥିରେ ପାଖାପାଖି ୧୦ ଜଣଙ୍କର ଜୀବନ ଯାଇଥିବା ବେଳେ ଏଥିରେ ଅନେକ ଆହତ ହୋଇଛନ୍ତି । ଏଏଫ୍‌ପିର ରିପୋର୍ଟ ଅନୁଯାୟୀ, ଜଣେ ବନ୍ଧୁକଧାରୀ ମଙ୍ଗଳବାର ସନ୍ଧ୍ୟାରେ ଭର୍ଜିନିଆର ଏହି
Read More...

୨୪ ରୁ ବଢିବ ଶୀତ ର ପ୍ରଭାବ

ଭୁବନେଶ୍ବର; ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଡିପ୍ରେଶନ ଏବେ ଦୁର୍ବଳ ହୋଇ ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ରେ ସଦୃଶ ଲଘୁଚାପ ରୂପ ରେ ରହିଛି ଏବଂ ୨୪ ଘଣ୍ଟା ମଧ୍ୟରେ ଏହି କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର
Read More...

ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ
Read More...

ଭିଜିଲାନ୍ସ ହାତରେ ୨ ସରକାରୀ କର୍ମଚାରୀ

ଭୁବନେଶ୍ବର; ଭିଜିଲାନ୍ସ କବଜାରେ ୨ ସରକାରୀ ବାବୁ । ମଙ୍ଗଳବାର ଲାଞ୍ଚ ନେବା ବେଳେ ଉଭୟ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ସଞ୍ଜୟ କୁମାର ସେଠୀ। ଅନ୍ୟ ଜଣେ ହେଉଛନ୍ତି ଝାରସୁଗୁଡ଼ା ଜିଲ୍ଲା
Read More...

ଆସନ୍ତାକାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା

କଟକ; ଆସନ୍ତାକାଲିଠୁ ଆରମ୍ଭ ହେଉଛି ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧୨ଟା ଯାଏଁ ଚାଲିବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ,
Read More...

ମହିମା ଗାଦିରେ ଚାଲିଛି ଜବରଦଖଲ ଉଚ୍ଛେଦ

ଢ଼େଙ୍କାନାଳ; ବିଶ୍ଵପ୍ରସିଦ୍ଧ ଯୋରନ୍ଦାସ୍ଥିତ ମହିମା ଗାଦିରେ ଚାଲିଲା ଜେସିବି । ମହିମାପୀଠ ପରିସରରେ ଥିବା ବକଳ ସମାଜଙ୍କ ମୁଖ୍ୟ ଗାଦି ମନ୍ଦିର ତୃତୀୟ ବେଢ଼ା, କୌପୁନି ସମାଜର ବତୀ ମନ୍ଦିର, ଧୂନି ମନ୍ଦିର, ଟୁଙ୍ଗି ଘର ଆଦିକୁ ଭଙ୍ଗା ଯାଉଛି । ସୂଚନା ଅନୁଯାୟୀ, ମହିମା ପୀଠରେ ଥିବା ଉଭୟ
Read More...