ଆଜିଠୁ ଆରମ୍ଭ ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍
କିୱି: କିୱି ମାଟିରେ ଆଜିଠାରୁ ମୁହାମୁହିଁ ହେବେ ଭାରତ-ନ୍ୟୁଜିଲ୍ୟାଣ୍ଡ । ଟି-୨୦ ସିରିଜରେ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାଗ୍ୟ ପରୀକ୍ଷା କରିବ ଟିମ୍ ଇଣ୍ଡିଆ । ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ହାର୍ଦିକ ପାଣ୍ଡ୍ୟାଙ୍କୁ ଦଳର ନେତୃତ୍ବ ଦିଆଯାଇଛି । ହାର୍ଦ୍ଦିକଙ୍କୁ ମଧ୍ୟ ୨୦୨୪ ବିଶ୍ବକପ୍ରେ!-->…
Read More...
Read More...