ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ଏସବିଆଇର ପୂର୍ବତନ ଡେପୁଟି ମ୍ୟାନେଜର ଗିରଫ

ଫୁଲବାଣୀ; ଏସବିଆଇର ପୂର୍ବତନ ଡେପୁଟି ମ୍ୟାନେଜର କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଦ୍ବାରା ଗିରଫ ହୋଇଛନ୍ତି। ଫେକ୍‌ କାଗଜପତ୍ର ଦେଇ କୋଟି କୋଟି ଟଙ୍କା ହଡପ୍‌ କରିଥିବା ଅଭିଯୋଗରେ ଫୁଲବାଣୀ ଏସବିଆଇ ବ୍ରାଞ୍ଚର ପୂର୍ବତନ ଡେପୁଟି ମ୍ୟାନେଜରଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୁଲିସ। …
Read More...

ବିଲରେ ଖେଳୁଥିବା ବେଳେ କୀଟନାଶକ ପିଇଦେଲେ ୪ ଶିଶୁ

ଭଦ୍ରକ; ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଝିଙ୍କିରିଆରେ ଘଟିଛି ଅଭାବନୀୟ ଘଟଣା। ବିଲରେ ଖେଳୁଥିବା ବେଳେ କୀଟନାଶକ ପିଇଦେଇଛନ୍ତି ୪ ଜଣ ଶିଶୁ। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଏହି ଶିଶୁମାନଙ୍କ ବୟସ ଦେଢ଼ ବର୍ଷରୁ ୩ ବର୍ଷ ମଧ୍ୟରେ।…
Read More...

ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ୬ ଦଶମିକ ୫ ପ୍ରତିଶତରେ ରହିଲା ଅପରିବର୍ତ୍ତିତ । ଗତବର୍ଷ ମେ ମାସ ପର ଠାରୁ ୬ ଥର ରେପୋରେଟ ବୃଦ୍ଧି ପରେ ଚଳିତ ଥର ଏହି ହାର ଅପରିବର୍ତ୍ତିତ ରହିଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି- ମୁଦ୍ରାନୀତି ନେଇ ବସିଥିବା ମନିଟାରୀ…
Read More...

ଗିରଫ ହେଲେ ଖଣ୍ଡଗିରି ଥାନା ଏସଆଇ

ଭୁବନେଶ୍ବର; ଲାଞ୍ଚ ନେଉଥିବାବେଳେ, ଭିଜିଲାନ୍ସ ଜାଲରେ ପଡିଲେ ପୁଲିସ ଅଫିସର । ବୁଧବାର ଗୋଟିଏ ପୁରୁଣା ମାମଲାର ରଫାଦଫା କରିବାକୁ ନେଇ ଲାଞ୍ଚ ନେଉଥିବାବେଳେ, ଧରାପଡିଛନ୍ତି ଖଣ୍ଡଗିରି ଥାନାର ଏସଆଇ ସୁଶାନ୍ତ ସ୍ୱାଇଁ । ଭିଜିଲାନ୍ସ ଟିମ୍ ତାଙ୍କୁ ଲାଞ୍ଚ ନେଉଥିବାବେଳେ ଧରିବା ସହିତ ଗିରଫ…
Read More...

ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ

ଭୁବନେଶ୍ବର: ଏବେ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ିବାରେ ଲାଗିଛି । ରିପୋର୍ଟ ମୁତାବକ ଆଜି ୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଣୁ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୩୫୯କୁ ବୃଦ୍ଧି ପାଇଛି। ୨୪…
Read More...

ଭିଡିଓ କନଫରେନ୍ସିଂ ଜରିଆରେ ଘରୁ କାମ କରିବେ ଓକିଲ

ନୂଆଦିଲ୍ଲୀ: ପୁଣି ଥରେ ଦେଶରେ ବଢ଼ିଲାଣି କରୋନା ସଂକ୍ରମଣ । ଏଥିପାଇଁ ଭିଡିଓ କନଫରେନ୍ସିଂ ଜରିଆରେ ଘରୁ କାମ କରିପାରିବେ ବୋଲି ସହମତି ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ଗତ କିଛି ଦିନ ଧରି ମହାରାଷ୍ଟ୍ର ସମେତ ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଓ୍ବାର୍କ ଫ୍ରମ ହୋମ ଲାଗି…
Read More...

ଓଡିଶାରୁ ୩ଜଣ ପାଇଲେ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ତିନି ଜଣ ବ୍ୟକ୍ତି ବିଶେଷଙ୍କୁ ଆଜି ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତା’ମଧ୍ୟରେ ରହିଛନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ। ରଙ୍ଗବତୀ ଗୀତର ମୂଳ ଗାୟିକା କ୍ରିଷ୍ଣା ପଟେଲଙ୍କୁ…
Read More...

ଭବିଷ୍ୟତରେ ସ୍ମାର୍ଟ ଟେକ୍ନୋଲୋଜି ଓ ମଣିଷତ୍ୱ ମଧ୍ୟରେ ସମାନତା ରଖିବାର ଆବଶ୍ୟକତା ରହିଛି: ପ୍ରଫେସର ଶ୍ରୀବାସ୍ତବ

ଭୁବନେଶ୍ୱର , ୫ ଏପ୍ରିଲ୍ : ସ୍ମାର୍ଟ ଟେକ୍ନୋଲୋଜିର ଉଦ୍‌ଭାବନ ପୃଥିବୀ ପୃଷ୍ଠରେ ଅନେକ ବୈପ୍ଳବିକ ପରିବର୍ତନ ଆଣିଛି । କିନ୍ତୁ ମଣିଷ ଉପରେ ଏହାର ଦୀର୍ଘ ମିଆଦୀ ପ୍ରଭାବ ଉପରେ ଅନୁଶୀଳନ କରିବାର ଆବଶ୍ୟକତା ରହିଛି ବୋଲି ବୁଧବାର ୟୁନିଭର୍ସିଟି ଗ୍ରାଂଟ୍ସ କମିଶନ (ୟୁଜିସି)ର ଭାଇସ୍…
Read More...

ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି

ଝାରସୁଗୁଡ଼ା: ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ତେବେ ସାରଦା ପ୍ରସାଦ ନାୟକ ଏବେ ଦଳର ଝାରସୁଗୁଡ଼ା ଜିଲ୍ଲା…
Read More...

ଚନ୍ଦ୍ର ପୃଷ୍ଠରେ ପ୍ରଥମ ଥର ଲାଗି ପାଦ ଦେବେ ଜଣେ ମହିଳା

ନୂଆଦିଲ୍ଲୀ: ଚନ୍ଦ୍ର ପୃଷ୍ଠରେ ପ୍ରଥମ ଥର ଲାଗି ପାଦ ଦେବେ ଜଣେ ମହିଳା । ଆଷ୍ଟ୍ରୋନଟ କ୍ରିଷ୍ଟିନା ହାମୋକ କୋଚଙ୍କ ନାମ ଘୋଷଣା କରିଛି ନାସା । ଆସନ୍ତା ବର୍ଷ ଆର୍ଟେମିସ-୨ ମିସନରେ କ୍ରିଷ୍ଟିନା ସାମିଲ ହେବେ ବୋଲି ନାସା କହିଛି । ଓରିଅନ ସ୍ପେସକ୍ରାଫ୍ଟ ଜରିଆରେ ଚନ୍ଦ୍ର ଅଭିଯାନରେ ସାମିଲ…
Read More...