ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଭିଜିଲାନ୍ସ ଜାଲରେ ଆରଡବ୍ଲୁଏସଏସର ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଫସିଲେ ମୟୂରଭଞ୍ଜ ଉଦଳା ଆରଡବ୍ଲୁଏସଏସର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଚଢ଼ାଉ ସମୟରେ ଅନେକ ଗୁଡ଼ିଏ ପ୍ଲଟ୍ ଓ ଫ୍ଳାଟ ଠାବ ହୋଇଛି । ଭୁବନେଶ୍ବରର ୪ଟି,
Read More...

ମହାକାଶକୁ ଗଲା ଚୀନର ମାଲବାହୀ ରକେଟ୍

ଇତିହାସ ରଚିବା ଲକ୍ଷ୍ୟରେ ଚୀନ । ମହାକାଶକୁ ମାଲବାହୀ ରକେଟ୍ ଛାଡ଼ିଲା ଚୀନ । ଶନିବାର ସକାଳେ ତିଆନଜୁ-୫ ନାମକ ମାଲବାହୀ ମହାକାଶ ଯାନକୁ ଲଙ୍ଗ୍ ମାର୍ଚ୍ଚ-୭ ନାମକ ରକେଟ ମାଧ୍ୟମରେ ମହାକାଶକୁ ପଠାଯାଇଛି । ଏହାକୁ ଦକ୍ଷିଣ ଚୀନ ହେନାନ ପ୍ରଦେଶସ୍ଥିତ ଓ୍ବେନଚାଙ୍ଗ୍ ମହାକାଶ କେନ୍ଦ୍ରରୁ
Read More...

ବିପାଶା ବସୁଙ୍କ ଘରକୁ ଆସିଲା କୁନି ପରି

ବ୍ଲାକ୍ ବିଉଟିଙ୍କ ଘରକୁ ଆସିଲେ ନୂଆ ଅତିଥି । କନ୍ୟା ସନ୍ତାନର ଜନନୀ ହେଲେ ବିପାଶା ବସୁ । ୪୩ ବର୍ଷରେ ମା’ ହେବାର ସୌଭାଗ୍ୟ ପାଇଛନ୍ତି ବିପାଶା । ନୂଆ ଅତିଥିକୁ ନେଇ ଅଭିନେତ୍ରୀ ବିପାଶା ବସୁ ଓ କରଣ ସିଂଙ୍କୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ । ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପରେ
Read More...

ହିମାଚଳ ପ୍ରଦେଶ ବିଧାନସଭା ଆସନ ପାଇଁ ଆଜି ପଡୁଛି ଭୋଟ

ନୂଆଦିଲ୍ଲୀ; ଆଜି ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପଡୁଛି ଭୋଟ । ସକାଳ ୮ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲୁ ରହିବ ମତଦାନ । ଏହି ପାହାଡି ରାଜ୍ୟରେ ୪୧୨ ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର କରିବେ ୫୫ ଲକ୍ଷରୁ ଅଧିକ ଭୋଟର । ମୋଟ ୬୮ ବିଧାନସଭା ଆସନରେ ୭ହଜାର ୮୮୧ ମତଦାନ
Read More...

ଖୁବଶୀଘ୍ର ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ

୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ପଦବୀ ପୂରଣ ହେବ ଭୁବନେଶ୍ବର; ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା
Read More...

ଅତୀତକୁ ମନେ ପକାଇ ଭାବବିହ୍ବଳ ହେଲେ ରାଷ୍ଟ୍ରପତି..

ଭୁବନେଶ୍ବର; ଆଜି ଥିଲା ମହାମହିମଙ୍କ ଓଡିଶା ଗସ୍ତର ଦ୍ବିତୀୟ ଦିନ । ଆଜି ସକାଳୁ ପ୍ରଥମେ ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ ପରିଦର୍ଶନ କରିଥିଲେ ମହାମହିମ । ପିଲାଙ୍କ ସହ କଥା ହେବାବେଳେ ନିଜ ସ୍କୁଲ ଜୀବନର ଅନୁଭୂତି ବାଣ୍ଟିଥିଲେ । ପରେ ୟୁନିଟ୍‌ ୨ରେ ଥିବା ସରକାରୀ ଗାର୍ଲ୍ସ ହାଇସ୍କୁଲ
Read More...

ବିଦେଶକୁ ତୋପ ରପ୍ତାନୀ କରିବ ଭାରତ

ନୂଆଦିଲ୍ଲୀ; ଆତ୍ମନିର୍ଭର ହେଉଛି ଭାରତ । ବିଦେଶକୁ ଆର୍ଟିଲାରୀ ଗନ୍ ବା ତୋପ ରପ୍ତାନୀ କରିବ ଭାରତ । ଦେଶର ୭୫ ବର୍ଷ ଇତିହାସରେ ପ୍ରଥମ ଥର ସେନା ଉପକରଣ ରପ୍ତାନୀ କରିବାକୁ ଯାଉଛି ଭାରତ । ତାହା ପୁଣି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମାଣ କରାଯାଉଥିବା ତୋପ । ୧୫୫ ଏମ୍ଏମ୍ ଆର୍ଟିଲାରୀ ଗନ୍
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ

ଜମ୍ମୁ-କାଶ୍ମୀର ; ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ଜମ୍ମୁ-କଶ୍ମୀର ପୁଲିସ୍‌ ଓ ସେନାର ମିଳିତ ଅପରେସନରେ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀ ନିହତ ହୋଇଛି । ସୂଚନା ଅନୁଯାୟୀ, କାପରେନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ଓ ପୁଲିସ୍‌ ପକ୍ଷରୁ
Read More...

ମୁଲାୟମ ସିଂହଙ୍କ ଆସନରୁ ନିର୍ବାଚନ ଲଢ଼ିବେ ବୋହୂ ଡିମ୍ପଲ

ମୈନପୁରୀ; ମୈନପୁରୀ ଲୋକସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ସମାଜବାଦୀ ପାର୍ଟି । ଏଠାରୁ ନିର୍ବାଚନ ଲଢିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ପତ୍ନୀ ତଥା ପୂର୍ବତନ ସାଂସଦ ଡିମ୍ପଲ ଯାଦବ । ସମାଜବାଦୀ ଦଳର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ମୃତ୍ୟୁ ପରେ
Read More...

ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ଉତ୍ତର ଜାମନଗରରୁ ହେଲେ ପ୍ରାର୍ଥୀ

ନୂଆଦିଲ୍ଲୀ; ବିଜେପି କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀଙ୍କୁ ଉତ୍ତର ଜାମନଗରରୁ ପ୍ରାର୍ଥୀ କରିଛି। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଯେଉଁ ତାଲିକାରେ ଭାରତୀୟ କ୍ରିକେଟର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀଙ୍କ ନାଁ ରହିଛି । ଜାଡେଜାଙ୍କ ପତ୍ନୀ
Read More...