୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ
ଭଦ୍ରକ; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇଥିବା ବେଳେ ଭୟ ବଢ଼ାଇଛି ବଜ୍ରପାତ । ଭଦ୍ରକ ବାସୁଦେବପୁର ଅଞ୍ଚଳରେ ମାତ୍ର ୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ ହୋଇଛି । କେନ୍ଦ୍ର ସରକାରଙ୍କ ଦାମିନୀ ଆପ୍ର ସୂଚନାକୁ ଆଧାର କରି ଏ ନେଇ ଟ୍ୱିଟ୍!-->…
Read More...
Read More...