ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ପପାୟା ଟ୍ରିରେ ସକାଳେ ଭୟାବହ ଅଗ୍ନିକାଣ୍ଡ

ଇନ୍ଦୋର; ମଧ୍ୟପ୍ରଦେଶ ଇନ୍ଦୋରର ରାଉରେ ଅବସ୍ଥିତ ୫ ମହଲା ବିଶିଷ୍ଟ ହୋଟେଲ ପପାୟା ଟ୍ରିରେ ବୁଧବାର ସକାଳେ ଭୟାବହ ଅଗ୍ନିକକାଣ୍ଡ ଘଟିଥିଲା। ଏହି ନିଆଁ ସବୁ ଫ୍ଲୋରକୁ ବ୍ୟାପି ଯିବା ଫଳରେ ରୁମ୍ ଗୁଡିକରେ ଧୂଆଁ ଭର୍ତ୍ତି ହୋଇଯାଇଛି। ନିଆଁ ଲାଗିବା ଖବର ପାଇବା ମାତ୍ରେ ନିଆଁ ଲିଭାଇବାକୁ…
Read More...

ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ

ବୈାଦ୍ଧ; ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ ହୋଇଛନ୍ତି । ଜଣଙ୍କର ଗୁଳି ହାତରେ ବାଜିଥିବା ବେଳେ, ଅନ୍ୟ ଜଣଙ୍କର ପିଠିରେ ସାମାନ୍ୟ ଆଘାତ ଲାଗିଛି । ଆହତ ମାନେ ହେଲେ ହେଲେ ସରଣ୍ଡା ଗ୍ରାମର ନୀଳମଣି ପ୍ରଧାନ ଓ ବଡ଼ବାଗବର ଗ୍ରାମର ନବ ସାହୁ । ଉଭୟଙ୍କୁ ଗୁରୁତର…
Read More...

ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ

ନୂଆଦିଲ୍ଲୀ; କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା…
Read More...

ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ

ନୂଆଦିଲ୍ଲୀ; ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’ ୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ମୁଖ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ, ମେ’ ୧୦ ତାରିଖରେ…
Read More...

ମରୁଡି ସମ୍ପର୍କିତ ଆନ୍ତର୍ଜାତିକ କର୍ମଶାଳାରେ ବହୁବିଧ ବିଶେଷଜ୍ଞତାର ଏକତ୍ରିକରଣ ନେଇ ଗୁରୁତ୍ୱ

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ମରୁଡି ପରିସ୍ଥିତିର ମୁକାବିଲା ନିମନ୍ତେ ବହୁବିଧ ବିଶେଷଜ୍ଞତାର ଏକତ୍ରିକରଣ, ତଥ୍ୟର ଅନୁଶୀଳନ ଏବଂ ମରୁଡି ସଂପର୍କରେ ଆଗୁଆ ସଂକେତ ବ୍ୟବସ୍ଥା ସମ୍ପର୍କରେ ଶିକ୍ଷା ଓ ଅନୁସନ୍ଧାନରେ ଅନୁଷ୍ଠିତ ଏକ ଆନ୍ତର୍ଜାତିକ କର୍ମଶାଳାରେ ବିଶେଷଜ୍ଞମାନେ ଆଲୋଚନା କରିଛନ୍ତି…
Read More...

କ୍ୟାନ୍ସର ରୋଗୀଙ୍କ ଜଟିଳ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କଲେ ସମ୍ ହସ୍ପିଟାଲ୍‌ର ସର୍ଜିକାଲ୍ ଟିମ୍

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଯୁବ ସର୍ଜନଙ୍କର ଏକ ଟିମ୍ ଜଣେ କ୍ୟାନ୍ସର ରୋଗୀଙ୍କର ଅତ୍ୟନ୍ତ ଜଟିଳ ଅସ୍ତ୍ରୋପଚାରକୁ ସଫଳତାର ସହ ସମ୍ପନ୍ନ କରିଛନ୍ତି। ଅଗ୍ନାଶୟ (ପାନ୍‌କ୍ରିଆସ) କର୍କଟ…
Read More...

ତାଳଚେରରେ ହେବ ୩୩୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ

ଭୁବନେଶ୍ବର; ଅକ୍ଟୋବର ୨୦୨୩ ସୁଦ୍ଧା ତାଳଚେରରେ ୩୩୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଶାଳୀନ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । …
Read More...

ବଦଳିବ ମାଲକାନଗିରିର ରୂପରେଖ

ମାଲକାନଗିରି; ବଦଳିବ ମାଲକାନଗିରିର ରୂପରେଖ। ବଣ୍ଡାଘାଟିକୁ ଗଡିବ ବସ୍ ତାସହ ଛାତ୍ରଛାତ୍ରୀଙ୍କୁ ମିଳିବ ଉଚ୍ଚଶିକ୍ଷା ସୁଯୋଗ। ଆଜି ମାଲକାନଗିରିର ଜନସାଧାରଣଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ବିକେ ପାଣ୍ଡିଆନ। ମାଲକାନଗିରି ସୀତାକୁଣ୍ଡରେ ସ୍ଥାନୀୟ ପରମ୍ପରା ଅନୁସାରେ…
Read More...

ଆସନ୍ତା ୩୦ ରୁ ଆଉ ଏକ ପଶ୍ଚିମା-ଝଡ଼ ର ପ୍ରଭାବ

ଭୁବନେଶ୍ବର; ୩୦ ମାର୍ଚ୍ଚ ରେ ଆଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳ ସହ ଉପକୂଳ ଓଡ଼ିଶା ର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେଓଗଡ଼, ମୟୂରଭଞ୍ଜ, ବାଲେଶ୍ଵର,…
Read More...

ବଢ଼ିଲା ପାନ୍ ସହ ଆଧାର ଲିଙ୍କ୍ କରିବାର ସମୟସୀମା

ନୂଆଦିଲ୍ଲୀ : ସରକାର ପୁଣି ଥରେ ବଢ଼େଇଛନ୍ତି ପାନ୍ ସହ ଆଧାର ଲିଙ୍କ୍ କରିବାର ସମୟସୀମା । ଏହି ସମୟସୀମାକୁ ଆସନ୍ତା ୨୦୨୩ ଜୁନ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ ଏ ନେଇ ଏକ ବିଜ୍ଞପ୍ତି ଜାରି କରି ଘୋଷଣା କରିଛି । କେନ୍ଦ୍ର ସରକାରଙ୍କ ପତ୍ର…
Read More...