ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆଜି ‘ବିଜେପି’ ତା’ର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ

ନୂଆଦିଲ୍ଲୀ; ଆଗକୁ ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ରହିଛି । ଏନେଇ ତାରିଖ ଘୋଷଣା ହେବା ପରେ ଉଭୟ ଶାସକ ବିଜେପି ଓ ବିରୋଧୀ କଂଗ୍ରେସ ଲୋକଙ୍କୁ ଆକୃଷ୍ଟ କରିବାକୁ ପ୍ରତିଶ୍ରୁତି ବର୍ଷା କରିବାରେ ଲାଗିଛନ୍ତି । ଗତକାଲି କଂଗ୍ରେସ ତରଫରୁ ସଂକଳ୍ପ ପତ୍ର ଜାରି କରାଯାଇଥିବା ବେଳେ ଆଜି ବିଜେପି
Read More...

ମାଆ ହେଲେ ଆଲିଆ ଭଟ୍ଟ

ମୁମ୍ବାଇ: ମା’ ହେଲେ ବଲିଉଡର ଅଭିନେତ୍ରୀ ଆଲିଆ ଭଟ୍ଟ। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ବଲିଉଡର ମୋଷ୍ଟ ଲଭିଂ କପୁଲ ରଣବୀର ଓ ଆଲିଆ ବାପା-ମା’ ହୋଇଥିବାରୁ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଆଲିଆ ଭଟ୍ଟ ଆଜି ସକାଳୁ ଏଚ୍ ଏନ୍ ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
Read More...

ଆଇନ ଜାଲରେ ଫସିଲେ କଂଗ୍ରେସ ନେତା ରାହୁଲ ଗାନ୍ଧି

ବେଙ୍ଗାଲୁରୁ: ଭାରତ ଯୋଡୋ ଯାତ୍ରା ସମୟରେ କନ୍ନଡ ଚଳଚ୍ଚିତ୍ର ‘କେଜିଏଫ୍ ଅଧ୍ୟାୟ ୨’ର ସଙ୍ଗୀତର ଅନଧିକୃତ ବ୍ୟବହାର ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ଅନ୍ୟ ଦଳର ନେତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।ତାଙ୍କ ବିରୋଧରେ ଲାଗିଲା କପି-ରାଇଟ୍ କେସ୍। ଅଭିଯୋଗ ମୁତାବକ,
Read More...

ଆଜି ଭାରତ-ଜିମ୍ବାୱେ ମୁକାବିଲା

ମେଲ୍‌ବର୍ଣ୍ଣ: ଚଳିତ ଆଇସିସି ଟି-୨୦ ବିଶ୍ୱକପ୍‌ରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତ ଜିମ୍ବାୱେକୁ ଭେଟିବ। ମେଲବର୍ଣ୍ଣରେ ଅପରାହ୍ନ୧.୩୦ ମିନିଟ୍‌ରେ ଏହି ମ୍ୟାଚ୍ ଖେଳାଯିବ। ସେମିଫାଇନାଲରେ ପ୍ରବେଶ ପାଇଁ ଭାରତକୁ ଏହି ମ୍ୟାଚ ଜିତିବାକୁ ପଡିବ। ତେବେ ଜିମ୍ବାୱେ ସେମି ରେସ୍‌ରୁ
Read More...

ଧାମନଗର ଉପନିର୍ବାଚନ; ଦ୍ବିତୀୟ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଆଗୁଆ

ଭଦ୍ରକ: ଧାମନଗର ଉପନିର୍ବାଚନର ଦ୍ବିତୀୟ ରାଉଣ୍ଡ ଭୋଟ ଗଣତିରେ ବିଜେପି ପ୍ରାର୍ଥୀ ଆଗୁଆ ଥିବାର ସୂଚନା ରହିଛି। ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ଠାରୁ ୧୩୭୯ ଭୋଟରେ ଆଗୁଆ ରହିଛନ୍ତି। ଦ୍ବିତୀୟ ରାଉଣ୍ଡର ଭୋଟ ଗଣତିରେ ବିଜେପି ପ୍ରାର୍ଥୀଙ୍କୁ
Read More...

କିଏ ହେବ ଧାମନଗରବାସୀଙ୍କ ନେତା?

ଭଦ୍ରକ: ଆରମ୍ଭ ହୋଇଗଲାଣି ଧାମନଗର ଉପ ନିର୍ବାଚନର ଭୋଟ୍‌ ଗଣତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଶାସନିକ ସୂଚନା ଅନୁଯାୟୀ, ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଗଣନା ଆରମ୍ଭ ହୋଇଯାଇଛି। ୮ଟା ବେଳେ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି
Read More...

ପେନ୍‌ସନ୍‌ ଯୋଜନାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ; ୨୦୧୪ ମସିହାର କର୍ମଚାରୀଙ୍କ ପେନସନ୍ (ସଂଶୋଧନ) ଯୋଜନା ସଂପର୍କରେ ସୁପ୍ରିମକୋର୍ଟ ଆଜି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଅର୍ଥାତ୍‌ ପେନ୍‌ସନ୍‌ ସ୍କିମ୍‌କୁ ନେଇ ୨୦୧୪ରେ ଯେଉଁ ନୂଆ ନିୟମ ଘୋଷଣା କରାଯାଇଥିଲା, ତାକୁ ରଦ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ । ପ୍ରଧାନ ବିଚାରପତି
Read More...

ଡିସେମ୍ବର ୫ରେ ମୈନ୍‌ପୁରୀ ଲୋକସଭା ଓ ୫ଟି ରାଜ୍ୟ ବିଧାନସଭା ଆସନ‌ ପାଇଁ ଉପନିର୍ବାଚନ

ନୂଆଦିଲ୍ଲୀ: ଆସନ୍ତା ଡିସେମ୍ବର ୫ ତାରିଖରେ ଉତ୍ତର ପ୍ରଦେଶର ମୈନପୁରୀ ଲୋକସଭା ଆସନ ସମେତ ୫ଟି ରାଜ୍ୟର ୫ଟି ବିଧାନସଭା ଆସନ ନିମନ୍ତେ ଉପନିର୍ବାଚନ ହେବ। ଆଜି ଭାରତର ନିର୍ବାଚନ କମିସନ ତାରିଖ ଘୋଷଣା କରିଛନ୍ତି। ଉପନିର୍ବାଚନରେ ଗ୍ରହଣ କରାଯିବାକୁ ଥିବା ଭୋଟ୍‌ଗୁଡ଼ିକର ଗଣନା ଡିସେମ୍ବର ୮
Read More...

ଡିସେମ୍ବର ୫ରେ ହେବ ପଦ୍ମପୁର ବିଧାନସଭା ଉପନିର୍ବାଚନ

ପଦ୍ମପୁର; ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନର । ଡିସେମ୍ବର ୫ତାରିଖରେ ହେବ ମତଦାନ । ଡିସେମ୍ବର ୫ତାରିଖରେ ଭୋଟ ପଡୁଥିବା ବେଳେ ଡିସେମ୍ବର ୮ତାରିଖରେ ହେବ ଭୋଟ ଗଣତି । ଆସନ୍ତା ୧୦ ତାରିଖରେ ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।
Read More...

ଆସନ୍ତାକାଲି ଧାମନଗର ଫଳାଫଳକୁ ନେଇ ଚର୍ଚ୍ଚା

ଭଦ୍ରକ: ଆସନ୍ତାକାଲି ମିଳିବ ଧାମନଗର ଉପନିର୍ବାଚନ ଫଳାଫଳ। କିଏ ବାଜିମାତ୍ କରିବ କାଲି ଜଣାପଡ଼ିବ। କଡ଼ା ସୁରକ୍ଷା ଭିତରେ ଇଭିଏମ୍‌ଗୁଡ଼ିକୁ ରଖାଯାଇଥିବା ବେଳେ କାଲି ସକାଳ ୮ରୁ ଆରମ୍ଭ ହେବ ଭୋଟ୍ ଗଣତି ହେବ। ଭୋଟ୍ ଗଣତି ଲାଗି ଭଦ୍ରକ ସଂସ୍କୃତି ଭବନରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୧୪ଟି
Read More...