ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼: ରୋହିତ ତିୱାରୀ

ଭୁବନେଶ୍ୱର , ୨୪/ ୦୩ : ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼ିବା ଉଚିତ୍। ଆଗକୁ ବଢ଼ିବା ପାଇଁ ନିଜ ଭିତରେ ଗୋଟିଏ ଜିଦ୍ ରହିବା ଆବଶ୍ୟକ ଏବଂ ଜୀବନରେ ନୈତିକ ମୂଲ୍ୟବୋଧକୁ ସର୍ବାଗ୍ରେ ରଖିବା ଆବଶ୍ୟକ ବୋଲି ଭୁବନେଶ୍ୱର ସ୍ଥିତ ଟ୍ରାଇଡେଂଟ ହୋଟେଲ ମ୍ୟାନେଜର ଶ୍ରୀ ରୋହିତ ତିୱାରୀ…
Read More...

ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି

ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶୁକ୍ରବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି । ଯକ୍ଷ୍ମାର କାରଣ, ନିରାକରଣ ଓ ଚିକିତ୍ସା ପଦ୍ଧତି ବିଷୟରେ…
Read More...

ଦଶ ଲକ୍ଷରେ ଗୋଟିଏ କ୍ଷେତ୍ରରେ ଦେଖାଦେଉଥିବା ଜନ୍ମଗତ ତ୍ରୁଟିର ସମ୍ ରେ ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ୨୪/ ୦୩ : ଏକ ବିରଳ ଘଟଣାରେ ଜନ୍ମଗତ ତ୍ରୁଟି ଯୋଗୁଁ ମୁହଁର ବିଭିନ୍ନ ଅଂଶରେ ଛିଦ୍ର ଓ ଫାଙ୍କ (ଟେସିୟର୍ କ୍ଲେଫ୍ଟ) ଥିବା ଗୋଟିଏ ୧୫ ମାସର ଶିଶୁ କନ୍ୟାର ସଫଳ ଅସ୍ତ୍ରୋପଚାର କରିଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ସର୍ଜନ । ଶିଶୁ କନ୍ୟା ସ୍ମୃତିର ଆଖି ଏବଂ ନାକରେ ଅନେକ…
Read More...

ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର: ଆଜି ସରକାର ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବଦଳିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିକୁଞ୍ଜବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୧୯୯୩ ବ୍ୟାଚ ଆଇଏସ ଅଫିସର ନିକୁଞ୍ଜବିହାରୀ ଧଳ । ସେହିଭଳି ବର୍ତ୍ତମାନ ରାଜ୍ୟ ମୁଖ୍ୟ ନିର୍ବାଚନ…
Read More...

କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪ ପ୍ରତିଶତ ବଢ଼ିଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪% ବଢ଼ିଲା । ମହଙ୍ଗାଭତ୍ତା ୪ ପ୍ରତିଶତ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଶୁକ୍ରବାରଦିନ ମଂଜୁରୀ ଦେଇଛି । ଅତିରିକ୍ତ କିସ୍ତି ଆକାରରେ ଏହା କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଧାରୀଙ୍କୁ ମିଳିବ । ଦରଦାମ ବୃଦ୍ଧିର…
Read More...

୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ

ଭୁବନେଶ୍ବର; ୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଲା । ଏନେଇ ଓଇଆସି ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରାହକଙ୍କ ଉପରେ ପଡ଼ିବନି ବିଦ୍ୟୁତ୍ ବୋଝ । ଚାଷୀଙ୍କ ପାଇଁ ବିଦ୍ୟୁତ ବିଲରେ ମଧ୍ୟ ରିହାତି ରହିବ । ଡିଜିଟାଲ ପେମେଣ୍ଟରେ ୪ ପ୍ରତିଶତ ରିହାତି ରଖାଯାଇଛି । ସେହିପରି ଫାଇନ୍…
Read More...

ନବୀନଙ୍କୁ ଭେଟିଲେ ମମତା

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି। ଆଜି ଦୁଇଦିନିଆ ପୁରୀ ଗସ୍ତ ଶେଷ କରି ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ନବୀନ-ମମତା ସାକ୍ଷାତ ଆଲୋଚନା ସମୟରେ…
Read More...

ବିଶାଖାପାଟଣାରେ କୋଠା ଭୁଷୁଡି ୫ ମୃତ, ଅନେକ ଆହତ

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରେ ଭୁଷୁଡିଲା ୩ ମହଲା କୋଠା । ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି ୩ ଜଣ । ଆହତ ହୋଇଛନ୍ତି ୬ ଜଣ । ଆଜି ଭୋରରେ ବିଶାଖପାଟଣା ଅନ୍ତର୍ଗତ ରାମଯୋଗୀ ପେଟାରେ ଥିବା ଏକ ପୁରୁଣା ତିନି ମହଲା କୋଠା ଭୁଷୁଡ଼ି ଯାଇଥିଲା । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ…
Read More...

ରାହୁଲ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ

ନୂଆଦିଲ୍ଲୀ: ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି କଂଗ୍ରେସ ସାଂସଦ ତଥା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ମାମଲା ସୁରଟ କୋର୍ଟରେ ଚାଲିଥିଲା ବେଳେ, ମାମଲାର ଶୁଣାଣି କରି ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସୁରଟ କୋର୍ଟ । ‘ସବୁ ଚୋର…
Read More...

ଓଡ଼ିଶା ବିଜେପିର ନୂଆ ସଭାପତି ହେଲେ ମନମୋହନ ସାମଲ

ଭୁବନେଶ୍ବର; ମନମୋହନଙ୍କୁ ଓଡ଼ିଶା ବିଜେପିର ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ଦାୟିତ୍ୱ ମିଳିଛି । ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କୁ ଏହି ଦାୟିତ୍ୱ ଦେଇ ନିର୍ବାଚନ…
Read More...