ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ର ଅବଧି

ଭୁବନେଶ୍ବର; ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବାର ଅବଧି ଆହୁରି ମାସେ ବଢିଲା । ଅବଧି ବଢ଼ାଇବା ନେଇ ନିଷ୍ପତ୍ତି ନେଇଛି ପରିବହନ ବିଭାଗ । ତେବେ ୨୦୨୩ ଫେବ୍ରୁଆରୀ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରିଛନ୍ତି ସରକାର । ଶେଷ ଅଙ୍କ ୧, ୨, ୩, ୪ ଥିଲେ ନଭେମ୍ବର ୩୦ ହେଉଛି ଶେଷ ତାରିଖ । ୫, ୬
Read More...

ନଭେମ୍ବର ୧ରେ ଗୁଜରାଟ ନିର୍ବାଚନ ତାରିଖ ଘୋଷଣା !

ନୂଆଦିଲ୍ଲୀ; ଗୁଜରାଟ ନିର୍ବାଚନକୁ ନେଇ ଚାଲିଛି ଜୋରସୋର୍‌ରେ ପ୍ରସ୍ତୁତି । ଚଳିତ ବର୍ଷ ଶେଷ ସୁଦ୍ଧା ଗୁଜରାଟ ବିଧାନସଭାର ୧୮୨ଟି ସିଟ୍ ପାଇଁ ନିର୍ବାଚନ ହେବ । ସେପଟେ ନିର୍ବାଚନ ତାରିଖ ଘୋଷଣାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ତେବେ ନଭେମ୍ବର ୧ରେ ନିର୍ବାଚନ କମିଶନ ନିର୍ବାଚନ ତାରିଖ
Read More...

ଆସନ୍ତା ୩୧ରୁ ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ବର; ଆସନ୍ତା୩୧ ତାରିଖରୁ କୋରାପୁଟ ଜିଲ୍ଲା ଜୟପୁରକୁ ବିମାନ ଉଡ଼ିବା ନେଇ ଟୁଇଟ୍ ଯୋଗେ ସୂଚନା ଦେଇଛି ଇଣ୍ଡିଆ ଓ୍ୱାନ୍ ଏୟାର ବିମାନ। ଯାତ୍ରୀମାନେ indiaoneair.com ୱେବସାଇଟରେ ଟିକେଟ ବୁକିଂ କରିପାରିବେ। ତାହା ପୁଣି ମାତ୍ର ୯୯୯ ଟଙ୍କାରେ। ରାଜ୍ୟର ଚତୁର୍ଥ ବିମାନ ବନ୍ଦର ଭାବେ
Read More...

ଇଣ୍ଡିଗୋ ବିମାନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଆଇଜିଆଇ ବିମାନ ବନ୍ଦରରେ ଘଟିଛି ଏହି  ଅଘଟଣ। ବେଙ୍ଗାଲୁରୁ ଅଭିମୁଖେ ଗ୍ରସ୍ତ କରୁଥିଲା ଇଣ୍ଡିଗୋ ବିମାନ। ବିମାନର ଡେଣା ହଠାତ୍ ଜଳି ଉଠିଥିଲା, ଯାହା ଫଳରେ ଦିଲ୍ଲୀ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଥିଲା। ଏବଂ ଦିଲ୍ଲୀରେ ହିଁ ୫ରୁ ୭ ସେକେଣ୍ଡ ମଧ୍ୟରେ ଅବତରଣ
Read More...

କମୁଛି ମାର୍କ ଜୁକରବର୍ଗଙ୍କ ସମ୍ପତି

ମୁମ୍ବାଇ; ସାଥ୍‌ ଦେଉନି ମାର୍କ ଜୁକରବର୍ଗଙ୍କ ଭାଗ୍ୟ । ଦିନକୁ ଦିନ ଗରିବ ହେଉଛନ୍ତି ମେଟାର ସିଇଓ ତଥା କୋଟିପତି ଜୁକରବର୍ଗ । ତାଙ୍କ ସମ୍ପତିର ମୂଲ୍ୟ ଦିନକୁ ଦିନ କମିବାରେ ଲାଗିଛି । ଷ୍ଟକ ମାର୍କେଟ୍‌ରେ ତାଙ୍କ ସମ୍ପତିର ମୂଲ୍ୟ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି । କେବେଳ ୨୦୨୨ ରେ
Read More...

ଆଖି ବୁଜିଲା ‘ପ୍ରେମା’

ଭୁବନେଶ୍ବର; ଆଖି ବୁଜିଲା ନନ୍ଦନକାନନର ବୟସ୍କା ହାତୀ ‘ପ୍ରେମା’ । ବର୍ଷ ବର୍ଷ ଧରି ପର୍ଯ୍ୟଟକଙ୍କୁ ଖୁସି କରି ଆସୁଥିବା ପ୍ରେମା ଆଜି ୬୭ ବର୍ଷ ବୟସରେ ଆଖି ବୁଜିଛି। ଏନେଇ ନନ୍ଦନକାନନ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଦୀର୍ଘ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ
Read More...

ଏଫ୍‌ଆଇଏଚ୍‌ ହକି ପ୍ରୋ-ଲିଗ୍‌: ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ,

ଭୁବନେଶ୍ବର; ଆଜିଠୁ ପୁଣି କମ୍ପିବ କଳିଙ୍ଗ । ସନ୍ଧ୍ୟା ୭ଟାରୁ ଆରମ୍ଭ ହେବ ଏଫଆଇଏଚ ପୁରୁଷ ହକି ପ୍ରୋ ଲିଗ୍ ମ୍ୟାଚ୍ । ଏଫଆଇଏଚ ପୁରୁଷ ହକି ପ୍ରୋ-ଲିଗର ଚତୁର୍ଥ ସଂସ୍କରଣକୁ ଓଡ଼ିଶା ଆୟୋଜିତ କରୁଛି । କଳିଙ୍ଗ ଷ୍ଟାଡିୟମରେ ମୋଟ ୬ଟି ମ୍ୟାଚ ଖେଳାଯିବ । ଆଜି ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ
Read More...

ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ ନିହାରରଂଜନ

ଭୁବନେଶ୍ବର: ଆଜି ଆରଡବ୍ଲୁଏସଏସର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହ ଭିଜିଲାନ୍ସ ଚଢାଉ କରାଯାଉଛି।ଭୁବନେଶ୍ୱର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି
Read More...

୫୦ ବର୍ଷରେ ପାଦ ଦେଲା ଧଉଳି ଶାନ୍ତିସ୍ତୂପ

ଭୁବନେଶ୍ବର; ଆଜି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ । ୫୦ ବର୍ଷ ପୂର୍ତ୍ତି ଅବସରରେ ସଜେଇ ହୋଇଛି ଶାନ୍ତିସ୍ତୂପ ଧଉଳି। ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ସାମିଲ ହୋଇଛନ୍ତି ଦେଶ ବିଦେଶର ଶତାଧିକ ବୌଦ୍ଧ ସନ୍ୟାସୀ । ବିଶ୍ୱଶାନ୍ତି ଉଦ୍ଦେଶ୍ୟରେ ବୌଦ୍ଧ ସାଧୁ ସନ୍ଥଙ୍କ
Read More...

ମୋ’ ସେବା କେନ୍ଦ୍ରରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ବୁକିଂ

ଭୁବନେଶ୍ବର; ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ବୁକିଂ ପାଇଁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଏଣିକି ରାଜ୍ୟର ସମସ୍ତ ମୋ’ ସେବା କେନ୍ଦ୍ରରେ ମିଳିବ ବୁକିଂ ସୁବିଧା । ଫଳରେ ଗାଡି ମାଲିକମାନେ ନିକଟସ୍ଥ ମୋ’ ସେବା କେନ୍ଦ୍ରକୁ ଯାଇ ବୁକିଂ କରିପାରିବେ । ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ
Read More...