ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

’ଏଚ୩ଏନ୨’ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗାଇଡଲାଇନ୍

ଭୁବନେଶ୍ବର: ରାଜ୍ୟରେ ୫୯ଜଣ  ନୂଆ ଭୂତାଣୁ ଏଚ୩ଏନ୨ ସଂକ୍ରମିତ ଚିହ୍ନଟ ହେବାପରେ ରାଜ୍ୟ ସରକାର ଆଜି ସ୍ୱତନ୍ତ୍ର ଗାଇଡଲାଇନ ଜାରି କରିଛନ୍ତି । ସଂକ୍ରମିତ ବ୍ୟକ୍ତିଙ୍କ ପାଇଁ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ବ୍ୟବସ୍ଥା ନଥିବାରୁ ମାସ୍କ ପିନ୍ଧିବା ସହ ଛିଙ୍କିବାବେଳେ ରୁମାଲ ବ୍ୟବହାର କରିବା ଓ…
Read More...

ସୁନ୍ଦରଗଡରେ ବିକାଶ କାର୍ଯ୍ୟର ଅନୁଧ୍ୟାନ କଲେ ୫-ଟି ସଚିବ

ଭୁବନେଶ୍ୱର: ସୁନ୍ଦରଗଡ଼ରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ଦିନ ତମାମ ବିକାଶ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ସକାଳୁ ସଞ୍ଜ ଯାଏ ବିଶ୍ରାମ ନନେଇ ଗୋଟିଏ ବ୍ଲକରୁ ଆଉ ଗୋଟିଏ ବ୍ଲକ ବୁଲିବୁଲି ସମସ୍ୟା ଶୁଣିବା ସହ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ । ପ୍ରଥମେ ଗୁରୁଣ୍ଡିଆ…
Read More...

ଚିନ୍ତା ବଢାଇଲାଣି ନୂଆ ଭୂତାଣୁ ‘ଏଚ୍୩ଏନ୍୨’

ଭୁବନେଶ୍ବର; ‘ଇନଫ୍ଲ୍ୟୁଏନ୍ଜା-ଏ’ର ଉପ-ପ୍ରଜାତି ‘ଏଚ୍୩ଏନ୍୨’ ଭୂତାଣୁରେ ଆକ୍ରାନ୍ତ ୨ ଜଣଙ୍କ ମୃତ୍ୟୁ ହେବା ପରେ ଏବେ ସର୍ତକ ହେଲେଣି କେନ୍ଦ୍ର ସରକାର । ରାଜ୍ୟ ଗୁଡିକୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ସେପଟେ ଓଡିଶାରେ ୫୯ଜଣଙ୍କ ଠାରେ ‘ଏଚ୍୩ଏନ୍୨’…
Read More...

ଓୟୋ ଫାଉଣ୍ଡର ରିତେଶ ଅଗ୍ରୱାଲଙ୍କ ବାପାଙ୍କ ମୃତ୍ୟୁ

ଗୁରୁଗ୍ରାମ; ଓୟୋ ଫାଉଣ୍ଡର ରିତେଶ ଅଗ୍ରୱାଲଙ୍କ ବାପାଙ୍କ ମୃତ୍ୟୁ ଘଟିଛି। ଗୁରୁଗ୍ରାମର ସେକ୍ଟର ୫୪ର ୨୦ ମହଲାରୁ ଖସିପଡିଥିଲେ ଓୟୋ ପ୍ରତିଷ୍ଠାତା ରିତେଶ ଅଗ୍ରୱାଲଙ୍କ ପିତା। ଫଳରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ପହଁଚି  ଶବ ଜବତ କରିବା ସହ ବ୍ୟବଛେଦ ମଧ୍ୟ କରିଛି। ଘଟଣାସ୍ଥଳରେ ପହଞ୍ଚି…
Read More...

ପୁରୀରେ ପୁଣି ଅଗ୍ନିକାଣ୍ଡ, ନୀଳାଦ୍ରି କମ୍ପ୍ଲେକ୍ସରେ ନିଆଁ

ପୁରୀ: ପୁରୀରେ ପୁଣି ଥରେ ଅଗ୍ନିକାଣ୍ଡ ଦେଖିବାକୁ ମିଳିଛି। ପୁରୀ ସହରବାସୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁକୁ ଭୁଲି ନଥିଲା ‌‌ବେଳେ ଏଠାରୁ ଅଳ୍ପ ଦୂରରେ ଥିବା ନୀଳାଦ୍ରି କମ୍ପ୍ଲେକ୍ସର ଏକ ହ୍ୟାଣ୍ଡଲୁମ୍‌ ସୋ’ରୁମ୍‌ରେ ଶୁକ୍ରବାର ସନ୍ଧ୍ୟାରେ ନିଆଁ ଲାଗିଛି। ଅଗ୍ନିକାଣ୍ଡ…
Read More...

ସୋଆ କୃଷି ମହାବିଦ୍ୟାଳୟର ଦୁଇ ଦିନିଆ ବାର୍ଷିକ ମହୋତ୍ସବ “ଅନ୍ନ” ଅନୁଷ୍ଠିତ

ଭୁବନେଶ୍ୱର, ୧୦/୦୩ : ସୋଆ ଅଧିନସ୍ଥ କୃଷି ମହାବିଦ୍ୟାଳୟ ଇନଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲଚରାଲ ସାଇନ୍‌ସେସ୍‌ (ଆଇଏଏସ୍‌)ର ବାର୍ଷିକ ମହୋତ୍ସବ ‘ଅନ୍ନ’ ମାର୍ଚ୍ଚ ୯ ଓ ୧୦ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉତ୍ସବର ସଫଳତା କାମନା…
Read More...

ବିର୍ସାମୁଣ୍ଡା ଆଥଲେଟିକ ଷ୍ଟାଡିୟମର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ବିର୍ସାମୁଣ୍ଡା ଆଥଲେଟିକ ଷ୍ଟାଡିୟମର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ୧୦ ହଜାରରୁ ଅଧିକ ଦର୍ଶକ କ୍ଷମତା ବିଶିଷ୍ଟ ଫୁଟବଲ ଷ୍ଟାଡିୟମ, ଆଥଲେଟିକ ଟ୍ରାକ ଓ ସୁଇମିଂ ପୁଲ କମ୍ପ୍ଲେକ୍ସ ଓ ୧୮୦ଟି କାର ପାର୍କିଂ ବିଶିଷ୍ଟ ମଲଟି ଲେବୁଲ କାର ପାର୍କିଂର ଲୋକାର୍ପଣ…
Read More...

କିଡ୍‌ନୀ ଜନିତ ସମସ୍ୟାରୁ ଦୂରେଇ ରହିବା ପାଇଁ ଜୀବନଶୈଳୀରେ ପରିବର୍ତନ ଆବଶ୍ୟକ

ଭୁବନେଶ୍ୱର , ୯/ ୦୩ : ଭାରତରେ ପ୍ରତି ୧ ଲକ୍ଷରେ ୮୦ ଜଣ ବ୍ୟକ୍ତି କିଡ୍‌ନୀ ଜନିତ ସମସ୍ୟାରେ ପୀଡ଼ିତ ଥିବା ବେଳେ ସାରା ବିଶ୍ୱରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ପ୍ରାୟ ୮୦ କୋଟିରେ ପହଂଚିଛି । ଏମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ରୋଗୀ ଅବସ୍ଥା ଜଟିଳ ହେବା ସମୟରେ ହସ୍ପିଟାଲ୍‌କୁ ଆସିଥାନ୍ତି । ତେଣୁ…
Read More...

ମହିଳାଙ୍କ ପ୍ରଗତିକୁ କାର୍ଯ୍ୟରେ ରୂପାନ୍ତରିତ କରିଛି ’ସୋଆ’

ଭୁବନେଶ୍ୱର , ୯/ ୦୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୪୭ ପ୍ରତିଶତ ଝିଅ ଶିକ୍ଷା ଗ୍ରହଣ କରୁଛନ୍ତି । ଏମାନଙ୍କ ମଧ୍ୟରୁ କେବଳ ଇଞ୍ଜିନିୟରିଂରେ ୩୯ ପ୍ରତିଶତ ଛାତ୍ରୀ ଅଛନ୍ତି । ସେହିପରି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ମହିଳା ହେଉଛନ୍ତି ୫୧ ପ୍ରତିଶତ । ତେଣୁ ମହିଳାଙ୍କ ପ୍ରଗତିକୁ…
Read More...

ଲୋକାର୍ପିତ ହେଲା ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ଯାନ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର ଓ ୯ଟି ଆଞ୍ଚଳିକ ଟିକା ସଂରକ୍ଷଣ କେନ୍ଦ୍ର ପାଇଁ ୧୦ଟି ‘ତାପ ସଂରକ୍ଷିତ ଯାନ’ ଏବଂ ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ସୁବିଧା ସମ୍ପନ୍ନ ୫ଟି ‘ରକ୍ତ ସଂଗ୍ରହ ଯାନ’ ଲୋକାର୍ପଣ…
Read More...