ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଗଣତନ୍ତ୍ର ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ
Read More...

ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀଙ୍କୁ ବାର୍ତ୍ତା ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ଅଭିଭାଷଣ ଆରମ୍ଭରେ ରାଷ୍ଟ୍ରପତି ସ୍ବାଧୀନତା ସଂଗ୍ରାମୀ ଓ ସହିଦ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସେ କହିଛନ୍ତି ଯେ, ଭାରତକୁ ଲୋକତନ୍ତ୍ରର ଜନନୀ ବୋଲି
Read More...

ଘୋଷଣା ହେଲା ପଦ୍ମ ପୁରସ୍କାର: ଓଡିଶାରୁ ୪ଜଣଙ୍କୁ ପଦ୍ମଶ୍ରୀ

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ କେନ୍ଦ୍ର ସରକାର ୨୦୨୩ ବର୍ଷ ପାଇଁ ସମ୍ମାନଜନକ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଏଥର ମୋଟ୍‌ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ମିଳିଥିବା ବେଳେ ଓଡ଼ିଶାରୁ ଅଛନ୍ତି ୪ ଜଣ। ୬ ଜଣଙ୍କୁ ପଦ୍ମବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ, ୯୧ ଜଣଙ୍କୁ
Read More...

ଜେଟ୍ ପ୍ୟାକ୍ ସୁଟ ପିନ୍ଧି ଶୂନ୍ୟରେ ଉଡିବେ ଭାରତୀୟ ସେନା

ନୂଆଦିଲ୍ଲୀ: ଏଣିକି ଶୂନ୍ୟରେ ଉଡିବେ ଭାରତୀୟ ସୈନ୍ୟ। ସେମାନଙ୍କ ଲାଗି ଆସିବ ଜେଟପ୍ୟାକ ସୁଟ୍ । ଏହି ସୁଟ୍ ବଳରେ ସେମାନେ ଘଣ୍ଟା ପ୍ରତି ୫୦ କିଲୋମିଟର ବେଗରେ ଉଡିପାରିବେ । ଏନେଇ ପ୍ରାଥମିକ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି । ୪୮ଟି ଜେଟପ୍ୟାକ ସୁଟ, ୧୦୦ଟି ରୋବୋଟିକ ମ୍ୟୁଲ, ୧୩୦ଟି
Read More...

ଘର ପ୍ରସଙ୍ଗରେ ବଡ ଘୋଷଣା କଲା ବିଜେଡି

ଭୁବନେଶ୍ବର; ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପ୍ରେସମିଟ୍ କରି ବର୍ଷିଲା ବିଜେଡି। ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଓ ଶ୍ରୀମୟୀ ମିଶ୍ର ପ୍ରେସମିଟରେ ବିଜେପିକୁ ଟାର୍ଗେଟ କରିଛନ୍ତି । ବିଜେପି ସାଂସଦମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ରାଜ୍ୟରେ ୧୫ଲକ୍ଷ ଘର ଆବଶ୍ୟକ, ମାତ୍ର
Read More...

ବରିଷ୍ଠ ଆଇପିଏସ୍ ଡି ଏସ୍‌ କୁଟ୍ଟେଙ୍କୁ ରାଷ୍ଟ୍ରପତି ପୁଲିସ ପଦକ

ଭୁବନେଶ୍ବର: ୧୯୯୭ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍ (ଏଡ଼ିଜି ପାହ୍ୟାର ଅଫିସର) ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଧୀରେନ୍ଦ୍ର ଶାମ୍ବାଜୀ କୁଟ୍ଟେଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ମିଳିବ। ୨୦୨୩ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଏହି
Read More...

ବିଜେପି ଛାଡିଲେ ଗିରିଧର ଓ ଶିଶିର ଗମାଙ୍ଗ ;ବିଆରଏସରେ ସାମିଲ ହେବା ନେଇ ଚର୍ଚ୍ଚା

ଭୁବନେଶ୍ବର; ଆଜି ବିଧିବଦ୍ଧ ଭାବେ ବିଜେପିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆଦିବାସୀ ନେତା ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ। ପ୍ରେସ୍ ମିଟ୍ କରି ଏନେଇ ସୂଚନା ଦେଇଛନ୍ତି। ଆଜି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପତ୍ର ଲେଖି ସେ ନିଜର ପ୍ରାଥମିକ ସଦସ୍ୟ ପଦରୁ
Read More...

ମାଲକାନଗିରିରୁ ଚାଣ୍ଟିକୁ ବାନ୍ଧିଲା ଏନଆଇଏ

କୋରାପୁଟ; ମାଲକାନଗିରି ସ୍ୱାଭିମାନ ଅଞ୍ଚଳରୁ ଦୁ଼ର୍ଦ୍ଦାନ୍ତ ନକ୍ସଲ ରଞ୍ଜୁ ଖିଲ ଓରଫ ଚାଣ୍ଟିକୁ ଗିରଫ କରିଛି ଏନ୍ଆଇଏ। ଗତକାଲି ସ୍ୱାଭିମାନ ଅଞ୍ଚଳରୁ ଓଡ଼ିଶା ପୁଲିସ ସହାୟତାରେ ଗିରଫ କରିଛି ଏନଆଇଏ। ୨୦୧୨ ମସିହା ଜୁଲାଇ ମାସରେ ବିଏସ୍ଏଫ ଯବାନଙ୍କ ଉପରେ ନକ୍ସଲମାନେ ଆକ୍ରମଣ କରିଥିଲେ।
Read More...

ଆମେରିକାରେ ପୁଣି ଗୁଳିକାଣ୍ଡ, ୩ ମୃତ ୨୧ ଆହତ

ଆମେରିକା; ଆମେରିକାରେ ପୁଣି ଗୁଳି ଫୁଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି। ଗତ କିଛି ଦିନ ଆମେରିକାର ସର୍ବସାଧାରଣ ସ୍ଥାନରେ ଆଖି ବୁଜା ଗୁଳି ମାଡ଼ ହେଉଥିବା ବେଳେ ଘରୁ ବାହରିବାକୁ ଲୋକେ ସୁରକ୍ଷିତ ମଣୁ ନାହାନ୍ତି।   ସୂଚନାଯୋଗ୍ୟ: ୱାଶିଂଟନ ୟାକିମାସ୍ଥିତ ଏକ
Read More...

ଆରପାରିରେ ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ

କଟକ: ଚାଲି ଯାଇଛନ୍ତି ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଲିଭର ଜନିତ ସମସ୍ୟା ଯୋଗୁ ମାସେ ହେଲା ଅକ୍ଲାନ୍ତ ଭୁବନେଶ୍ୱର
Read More...