ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ବଙ୍ଗୋପସାଗରରେ ଆସୁଛି ବାତ୍ୟା

୨୨ ତାରିଖରେ ସ୍ପଷ୍ଟ ହେବ କେତେ ଓ କେଉଁଠି ପ୍ରଭାବ ପକାଇବ ଭୁବନେଶ୍ବର: ଉତ୍ତର ଆଣ୍ଡମାନ ସାଗର ରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି କ୍ଷେତ୍ର ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଦକ୍ଷିଣ ପୂର୍ବ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ
Read More...

ରବି ଫସଲର ଏମଏସପି ବୃଦ୍ଧି କଲା କେନ୍ଦ୍ର

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ଚାଷୀଙ୍କ ପାଇଁ ଆସିଲା ଖୁସି ଖବର । ରବି ଫସଲର ଏମଏସ୍‌ପି ବୃଦ୍ଧି କଲେ କେନ୍ଦ୍ର ସରକାର । ୨୦୨୩-୨୪ରେ ଏହି ବର୍ଦ୍ଧିତ ଏମଏସ୍‌ପି ଦାମରେ ସରକାର ଚାଷୀଙ୍କଠାରୁ ସାମଗ୍ରୀ କିଣିବେ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏମଏସ୍‌ପି
Read More...

ବିସିସିଆଇର ନୂଆ ବସ୍ ରୋଜର ବିନ୍ନି

ନୂଆଦିଲ୍ଲୀ: ବିସିସିଆଇ ସଭାପତି ପାଇଁ ରୋଜର ବିନ୍ନିଙ୍କ ନାଁରେ ବାଜିଲା ମୋହର । ଆଜି ମୁମ୍ବାଇରେ ବସିଥିବା ବାର୍ଷିକ ସାଧାରଣ ବୈଠକରେ ବିନ୍ନିଙ୍କୁ ୩୬ତମ ବିସିସିଆଇ ଅଧ୍ୟକ୍ଷ ଭାବେ ମୋହର ମାରିଛି ବୋର୍ଡ । ନୂଆ ସଭାପତି ଭାବେ ସେ ସୌରଭ ଗାଙ୍ଗୁଲିଙ୍କ ସ୍ଥାନ ନେଇଛନ୍ତି । ତେବେ ସୌରଭ
Read More...

କାହିଁକି ପରିବହନ ବିଭାଗର ସ୍ପେଶାଲ୍ ଡ୍ରାଇଭ୍‌

ଭୁବନେଶ୍ବର: ପୁଣି ଆରମ୍ଭ ହେଲା ଜୋରଦାର ଚେକିଂ। ଅମାନିଆଙ୍କୁ ସାବାଡ କରିବା ପାଇଁ ପରିବହନ ବିଭାଗର ସ୍ପେଶାଲ୍ ଡ୍ରାଇଭ୍ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଡ୍ରାଇଭରେ ଯାନବାହାନ ଗୁଡ଼ିକର କଡାକଡି ହେବ ଯାଞ୍ଚ। ତେବେ ସକାଳ ୯ଟା ଠାରୁ ୨ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା
Read More...

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେଲା ନୂଆ କରିକ୍ୟୁଲମ

କଟକ: ନବମ ଓ ଦଶମ ଶ୍ରେଣୀ ପିଲାଏ ପଢ଼ିବେ ନୂଆ ବିଷୟ ‘ଆସ୍‌ପିରେସନାଲ୍‌ କମ୍ପୋନେଣ୍ଟ’। ଏନେଇ ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ବୁକ୍ ରିଭ୍ୟୁ, ପ୍ରୋଜେକ୍ଟ ୱାର୍କ, କୋ କରିକୁଲାର ଏକ୍ଟିଭିଟିସ, ବେସିକ ଆଇଟି ସ୍କିଲ୍ସକୁ ପାଠ୍ୟକ୍ରମରେ ସାମିଲ କରିବା ପାଇଁ ବୋର୍ଡ ପକ୍ଷରୁ ନିଷ୍ପତ୍ତି
Read More...

ବନ୍ୟାରେ ଉବୁଟୁବୁ ନାଇଜେରିଆ,ଗଲାଣି ୬୦୦ରୁ ଉର୍ଦ୍ଧ୍ବ ଜୀବନ

ନାଇଜେରିଆରେ ଆସିଛି ପ୍ରଳୟଙ୍କରୀ ବନ୍ୟା । ଏହି ବନ୍ୟାରେ ୬୦୦ ରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଲକ୍ଷ ଲକ୍ଷ ଲୋକ ବାସହୀନ ହୋଇଯାଇଛନ୍ତି । ଏଥିସହିତ ନାଇଜେରିଆ ଅନାହାର ଓ ଭୟଙ୍କର ବିପର୍ଯ୍ୟୟର ସମ୍ମୁଖୀନ ହେଉଛି । ନାଇଜେରିଆର ମାନବୀୟ ବ୍ୟାପାର ମନ୍ତ୍ରାଳୟ ଟୁଇଟ୍ କରିଛି
Read More...

ଦୀପାବଳିରେ କରୋନାର ନୂଆ ଲହର !

ଦୀପାବଳିରେ ଆସିପାରେ କରୋନାର ନୂଆ ଭ୍ୟାରିଆଣ୍ଟଭାରତରେ ଓମିକ୍ରନ ବିଏଫ୍-୭ ଚିହ୍ନଟସତର୍କ କରାଇଲେ ବିଶେଷଜ୍ଞ ନୂଆଦିଲ୍ଲୀ; ଦେଶରେ କରୋନା ସାମାନ୍ୟ କମୁଥିବାରୁ କଟକଣା ମଧ୍ୟ କୋହଳ ହେଉଛି । କିନ୍ତୁ ନିକଟରେ କରୋନାର ନୂଆ ଭାରିଆଣ୍ଟ ସାମ୍ନାକୁ ଆସିବା ପରେ ଏବେ ବିଶେଷଜ୍ଞଙ୍କ ଚିନ୍ତା
Read More...

ଧାମନଗର ଉପନିର୍ବାଚନ ନେଇ କି ସୂଚନା ଦେଲେ ଲୋହାନୀ?

ଭୁବନେଶ୍ବର: ଧାମନଗର ଉପନିର୍ବାଚନ  ପାଇଁ  ଅକ୍ଟୋବର ୧୪ ଥିଲା ନାମାଙ୍କନ ଦାଖଲର ଶେଷ ଦିନ। ୬ ଜଣ ନାମାଙ୍କନ ଦାଖଲ କରିଥିବା ବେଳେ ୫ ଜଣଙ୍କ ନାମାଙ୍କନ କାଏମ ରହିଛି। ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ଏହି ତଥ୍ୟ ପ୍ରଦାନ କରିଛନ୍ତି। ୧୦୭ଟି ସମ୍ବେଦନଶୀଳ ବୁଥ
Read More...

ଓଡ଼ିଶାକୁ ବଡବର୍ଷା ଆସୁଛି

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଦକ୍ଷିଣ ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ
Read More...

ପହିଲାରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ମୟୁରଭଞ୍ଜ; ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ସକାଳ ୬ଟାରୁ ଅପରାହ୍ନ ୪ଟା ଯାଏ ମଜା ନେବେ ପର୍ଯ୍ୟଟକ । ବନ୍ୟଜନ୍ତୁଙ୍କୁ ପାଖରେ ଦେଖିବା ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟର ମଜା ନେଇ ପାରିବେ ଦର୍ଶକ । ନଭେମ୍ବର ୧ ତାରିଖରୁ ଶିମିଳିପାଳ ଖୋଲିବା ନେଇ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ
Read More...