ବାତ୍ୟାକୁ ଗୁଜବ ବୋଲି କହିଲା ଆଇଏମଡି
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ବତ୍ୟା ଆଶଙ୍କାକୁ ଗୁଜବ ବୋଲି କହିଛି। ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବା କହିଛି ଆମେରିକାର ଜିଏଫଏସ ମଡେଲ। କିନ୍ତୁ ବାତ୍ୟା ନେଇ ଯେଉଁ ଗୁଜବ ଉଠିଛି,ସେଥିରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି!-->…
Read More...
Read More...