ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ମିସାଇଲ୍ ମାଡ‌ରେ ‌ଥରିଲା ୟୁକ୍ରେନ

ୟୁକ୍ରେନ୍: କିଭ୍ ଉପରେ ଘନ ଘନ ମିସାଇଲ୍ ମାଡ଼ କରୁଛି ଋଷ। ୟୁକ୍ରେନର ରାଜଧାନୀ କିଭ ଉପରେ ଘନ ଘନ ରକେଟ୍ ମାଡ । କ୍ରିମିଆ ଆଟାକ ପରେ କିବ୍ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି ଋଷ । ଲଗାତାର କ୍ଷେପଣାସ୍ତ୍ର ମାଡ଼ ଯୋଗୁ ଧୂଆଁମୟ ହୋଇଥିଲା ପୁରା ସହର । ରେଳ ଷ୍ଟେସନ ନିକଟରେ ବ୍ଲାଷ୍ଟ ହୋଇଥିବା
Read More...

ଆରମ୍ଭ ହେଲା ମାଆ ଗଜଲକ୍ଷ୍ମୀ ପୂଜା

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ଘଣ୍ଟଘଣ୍ଟା ନାଦରେ ମାଙ୍କୁ ଆବାହନ କରୁଛନ୍ତି ଭକ୍ତ । ଦୀର୍ଘ ୨ ବର୍ଷର କରୋନା କଟକଣା ପରେ ପୂର୍ଣ୍ଣ ମାତ୍ରାରେ କରାଯାଉଛି ମା’ ଧନଦାତ୍ରୀଙ୍କ ପୂଜାର ଆୟୋଜନ । ମାଙ୍କ ଆଗମନରେ ଦୁଲୁକୁଛି କେନ୍ଦ୍ରାପଡ଼ା ଓ ଢେଙ୍କାନାଳ
Read More...

ଅନନ୍ତନାଗରେ ୨ ଆତଙ୍କବାଦୀ ନିହତ

ଟଳିଲେ ୨ ଆତଙ୍କବାଦୀ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁଆକ୍ରମଣରେ ୨ ଆତଙ୍କୀ ନିପାତଏବେବି ଜାରି ରହିଛି ସର୍ଚ୍ଚ ଅପରେସନ ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ଜମ୍ମୁ-କାଶ୍ମୀର : ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସୋମବାର ଭୋର ସମୟରେ ଗୁଳିବିନିମୟ ଘଟି
Read More...

ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ

କଟକ: ଭିଜିଲାନ୍ସ ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି। ୧ଲକ୍ଷ ଟଙ୍କା ଲେଖାଏଁ ୨ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ଏଥିସହ ଭିଜିଲାନ୍ସ କୋର୍ଟଙ୍କ ଜରିମାନା ଉପରେ ସ୍ଥଗିତାଦେଶ ଜାରି କରାଯାଇଛି। ମୋକିମ୍‌ଙ୍କ ଆବେଦନକୁ କୋର୍ଟ ଗ୍ରହଣ
Read More...

ଭିଜିଲାନ୍ସ ଜାଲରେ ଫଶିଲେ ମାନସ ରଂଜନ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଜିପିଏଫ ଡିଭିଜିନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ । ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ସକାଳୁ ଚଢ଼ାଉ କରାଯାଉଛି। ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ ଏକକାଳୀନ ୬ଟି ସ୍ଥାନରେ କରାଯାଉଛି।। ଚଢ଼ାଉରେ ୩
Read More...

ମୁଲାୟମ ସିଂହ ଯାଦବଙ୍କ ଦେହାନ୍ତ

ଉତ୍ତରପ୍ରଦେଶ: ମୁଲାୟମ ସିଂହ ଯାଦବ ଆଉ ନାହାନ୍ତି। ୮୨ ,ବର୍ଷ ବୟସରେ ପରଲୋକ। ଉତ୍ତରପ୍ରଦେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ଥିଲେ। ଅସୁସ୍ଥ ହେବା ପରେ ଗୁରୁଗାଁଓ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ
Read More...

ନିଯୁକ୍ତି ପାଇଲେ ବିଭିନ୍ନ ବୋର୍ଡର ଅଧ୍ୟକ୍ଷ ଓ ପରାମର୍ଶଦାତା

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ବିଭିନ୍ନ ବୋର୍ଡର ଅଧ୍ୟକ୍ଷ ଓ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଲେନିନ ମହାନ୍ତି ହୋଇଛନ୍ତି ଓଟିଡିସି ଅଧ୍ୟକ୍ଷ। କଳିକେଶ ସିଂଦେଓ ହେଲେ ଓଡ଼ିଶା ହାଉସିଂ ବୋର୍ଡ
Read More...

ଆଜି ପ୍ରବଳ ବର୍ଷିବ

ଭୁବନେଶ୍ବର; ଉପକୂଳ ଓଡ଼ିଶାରେ ବର୍ଷାର ବିସ୍ତୃତି ବଢ଼ିବ। ଆଜି ବଙ୍ଗୋପସାଗରରେ ଆଉ ଏକ  ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ସମେତ ଦକ୍ଷିଣ ଓଡ଼ିଶା
Read More...

ଏଥର ଦୀପାବଳୀ ରେ ପଡୁଛି ସୂର୍ଯ୍ୟପରାଗ

ଭୁବନେଶ୍ବର: ଆଗକୁ ଆସୁଛି ପବିତ୍ର ଦୀପାବଳି ଅମାବାସ୍ୟା । ଏହିଦିନ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟ ଗ୍ରହଣ ଲାଗୁଛି। ଏହି ଗ୍ରହଣ ୟୁରୋପ, ପଶ୍ଚିମ ସାଇବେରିଆ, ଦକ୍ଷିଣ ଏସିଆ, ପଶ୍ଚିମ ଏସିଆ, ଉତ୍ତର ଆଫ୍ରିକା, ପୂର୍ବ ଆଫ୍ରିକା ଏବଂ ଆଟଲାଣ୍ଟିକ୍ ରୁ ସୂର୍ଯ୍ୟ ପରାଗ ଦୃଶ୍ୟମାନ ହେବ ।
Read More...

ନଭେମ୍ବର ୩ ତାରିଖରେ ଧାମନଗର ଭୋଟ

ଭୁବନେଶ୍ବର: ଧାମନଗର ବିଧାନସଭା ଆସନରେ ଉପ ନିର୍ବାଚନ ଲାଗି ଭାରତର ନିର୍ବାଚନ କମିସନ ଆଜି ତାରିଖ ଘୋଷଣା କରିଛନ୍ତି। ନଭେମ୍ବର ୩ ତାରିଖରେ ଏହି ଗୁରୁତ୍ବପୂର୍ଣ୍ଣ ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଏହି ଆସନ ଖାଲି ପଡ଼ିଛନ୍ତି।
Read More...